Home

ଆଜି ରାଜ୍ୟରେ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୫…

୫୪ ହଜାର ତଳେ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ୬ ହଜାରରୁ କମ୍‌…

ନୂଆଦିଲ୍ଲୀ, ୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୪ ହଜାର ତଳେ ରହିଛି। କେରଳ, ମହାରାଷ୍ଟ୍ର ଆଦି…

ଡିପିଏସ୍‌ କଳିଙ୍ଗରେ ସ୍କାଉଟ୍ସ, ଗାଇଡ୍ସ ଶପଥ ଗ୍ରହଣ ଉତ୍ସବ

ଫୁଲନଖରା,୫ା୯(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ଅଢ଼ାଳିଆସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ କଳିଙ୍ଗ(ଡିପିଏସ୍‌) ପରିସରରେ ନୂତନ ଭାବେ ଯୋଗ ଦେଇଥିବା ସ୍କାଉଟ୍ସ ଓ ଗାଇଡ୍‌ମାନଙ୍କର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ପ୍ରୋ-ଭାଇସ ଚେୟାରପର୍ସନ ମାଲା ମିଶ୍ରଙ୍କ…

କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲକୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବିଦ୍ୟାଳୟ ସମ୍ମାନ

କଟକ ଅଫିସ, ୫ା୯: ଦେଶର ପ୍ରଥମ ସ୍ମାର୍ଟ ଭିଲେଜ ଭାବେ ପ୍ରସିଦ୍ଧି ଲାଭ କରିଥିବା କଟକ ଜିଲା କଲରାବାଙ୍କଠାରେ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠା କରାଯାଇଥିବା କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲ ସଫଳତା ହାସଲ କରିଛି। ଇଣ୍ଟରନ୍ୟାଶନାଲ ଏକ୍ସଲେନ୍ସ ଅନୁଷ୍ଠାନ…

ଜିଓ ସେବାର ୬ଷ୍ଠ ପୂର୍ତ୍ତି ଉତ୍ସବ

ମୁମ୍ବାଇ,୫।୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ରବିବାର ୬ବର୍ଷ ପୂରଣ କରି ୭ମ ବର୍ଷରେ ପାଦ ଦେଇଛି। ଏପରିକି ୨୦୧୬ ସେପ୍ଟେମ୍ବର ୫ରେ ଜିଓ ସାରା ଦେଶରେ ତା’ର ବ୍ୟବସାୟିକ ଶୁଭାରମ୍ଭ କରିଥିଲା। ବିଗତ ୬ବର୍ଷ ମଧ୍ୟରେ ଦୂରସଞ୍ଚାର…

ରେନୋ ଇଣ୍ଡିଆର ଲିମିଟେଡ୍‌ ଏଡିଶନର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୯: ଭାରତର ଏକ ନମ୍ବର ୟୁରୋପିଆନ୍‌ ବ୍ରାଣ୍ଡ ‘ରେନୋ ଇଣ୍ଡିଆ’ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ରେନୋର ଲିମିଟେଡ୍‌ ଏଡିଶନର ଶୁଭାରମ୍ଭ କରାଯାଇଛି। ଏହାର ସମଗ୍ର ରେଞ୍ଜ ତଥା ଉପତ୍ାଦ ପୋର୍ଟଫୋଲିଓ ଉପରେ ପାର୍ବଣ ଲିମିଟେଡ୍‌ ଏଡିଶନ(ଏଲଇ)ରେ ମଧ୍ୟ ଅଫର ପ୍ରଦାନ…

ଫିମି ପକ୍ଷରୁ ଟାଟା ଷ୍ଟିଲ ମାଇନିଂ ସମ୍ମାନିତ

ଭୁବନେଶ୍ୱର,୫।୯: ଫେଡରେଶନ୍‌ ଅଫ୍‌ ଇଣ୍ଡିଆନ୍‌ ମାଇନିଂ ଇଣ୍ଡଷ୍ଟ୍ରିଜ (ଫିମି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ମାଇନିଂର ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ଅଭିରାଜ ବାଲଡୋଟା ପରିବେଶ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶେଷକରି ପରିବେଶ ଓ ପ୍ରାକୃତିକ ସଂସାଧନର…

ଟିପିସିଓଡିଏଲ୍‌ ପକ୍ଷରୁ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ

ଭୁବନେଶ୍ୱର,୫।୯: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଟିପିସିଓଡିଏଲ୍‌-ଦକ୍ଷତା ବିକାଶ କେନ୍ଦ୍ର (ଏସ୍‌ଡିସି)ର ସ୍ଥାପନ କରାଯାଇଛି। ଏପରିକି ସ୍ଥାନୀୟ ଗଜପତିନଗର ନିକଟସ୍ଥ ସୈନିକ ସ୍କୁଲଠାରେ ଏହାର ପ୍ରଥମ ତାଲିମ କେନ୍ଦ୍ରର ଶୁଭାରମ୍ଭ ନିକଟରେ ହୋଇଯାଇଛି।…

ମେଟା ପକ୍ଷରୁ ନୋ-କଷ୍ଟ ଇଏମ୍‌ଆଇର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୯: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ସାଇଟ୍‌ ମେଟାର ‘ଗ୍ରୋ ୟୋର୍‌ ବିଜ୍‌ନେସ୍‌’ ସମ୍ମିଳନୀର ୨ୟ ସଂସ୍କରଣ ନିକଟରେ ଆୟୋଜିତ ହୋଇଯାଇଛି। ବିଶେଷ କରି ୱର୍କିଙ୍ଗ କ୍ୟାପିଟାଲ ବା ପୁଞ୍ଜିର ବର୍ଦ୍ଧିତ ଆବଶ୍ୟକତାକୁ ପୂରଣ କରିବା ପାଇଁ ମେଟା ପକ୍ଷରୁ ଭାରତରେ…

୩୫% ହ୍ରାସ ପାଇଛି ଚାଇନାକୁ ଭାରତର ରପ୍ତାନି

ନୂଆଦିଲ୍ଲୀ,୫।୯: ଗତ କିଛିମାସ ହେବ ଚାଇନାର ଅର୍ଥନୈତିକ କାର୍ଯ୍ୟକଳାପରେ ମନ୍ଥରତା ଦେଖାଦେଇଛି। ଚଳିତ ବର୍ଷ ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ଭାରତର ଉତ୍ତର ପଡ଼ୋଶୀ ଦେଶକୁ ରପ୍ତାନି ପ୍ରାୟ ୩୫% ହ୍ରାସ ପାଇ ୬.୮ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କୁକୁରର ଶେଷକୃତ୍ୟ

ବେଙ୍ଗାଲୁରୁ, ୫ା୯: କର୍ନାଟକର ମାଙ୍ଗାଲୁରୁରେ ରବିବାର ପୋଲିସ କୁକୁର ଗୀତାର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ୧୧ ବର୍ଷ ବୟସରେ ଶନିବାର ଲାବ୍ରେଡର ପ୍ରଜାତିର ଏହି କୁକୁର ଆଖି ବୁଜିଥିଲା। ୨୦୧୧ ମେ ୨୧ରେ ଜନ୍ମିତ ଗୀତା ପୋଲିସ ବାହିନୀରେ ସେହିବର୍ଷ ଅଗଷ୍ଟ…

ଆଜି ଆସୁଛନ୍ତି ଶେଖ ହାସିନା

ନୂଆଦିଲ୍ଲୀ,୫।୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନକର୍‌ଙ୍କୁ ସାକ୍ଷାତ କରିବେ। ଏହି ଅବସରରେ ହାସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri