ବିଶ୍ୱ ଐତିହ୍ୟ ତାଲିକାରୁ ହଟିପାରେ ମହେଞ୍ଜୋଦାରୋ
ଲର୍କାନା, ୫ା୯: ବିଶ୍ୱର ଐତିହ୍ୟ ତାଲିକାରୁ ମହେଞ୍ଜୋଦାରୋ ହଟିବା ନେଇ ପାକିସ୍ତାନର ପ୍ରତ୍ନତତ୍ତ୍ୱ ବିଭାଗ ଆଶଙ୍କା ବ୍ୟକ୍ତ କରିଛି। ଏଥିସହ ଏହି ପ୍ରାଚୀନ ସଭ୍ୟତାର ତ୍ୱରିତ ସଂରକ୍ଷଣ ତଥା ମରାମତି ପାଇଁ ଦୃଷ୍ଟି ଆକର୍ଷଣ କରିଛି। ଅଗଷ୍ଟ ୧୬ରୁ ୨୬ ତାରିଖ…
ପନ୍ତଙ୍କ ଉପରେ ପ୍ରବଳ ରାଗିଗଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ
ଦୁବାଇ,୫।୯: ଏସିଆ କପ ୨୦୨୨ର ସୁପର-୪ ରାଉଣ୍ଡର ଏକ ମ୍ୟାଚ୍ରେ ପାକିସ୍ତାନ ୫ ଉଇକେଟ୍ରେ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଭାରତ ଆରମ୍ଭ ଭଲ ବ୍ୟାଟିଂ କରିଥିଲେ ମଧ୍ୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଭାରତ ବଡ଼ ସ୍କୋର…
ଗଣେଶ ପେଣ୍ଡାଲରେ ହନୁମାନଙ୍କ ମୃତ୍ୟୁ
ଲକ୍ଷ୍ନୌ,୫।୯: ଗଣେଶ ଚତୁର୍ଥୀ ଅବସରରେ ଉତ୍ତରପ୍ରଦେଶର ମୈନପୁରରେ ଶନିବାର ସନ୍ଧ୍ୟାରେ ଭଜନ ପରିବେଷଣ କରାଯାଉଥିଲା। ଭଜନ ଦଳ ସହ ରବି ଶର୍ମା (୩୫) ନାମକ ବ୍ୟକ୍ତି ଆସିଥିଲେ। ଭଜନ ପରିବେଷଣ ବେଳେ ସେ ଗଣେଶ ପେଣ୍ଡାଲରେ ହନୁମାନ ବେଶ ଧାରଣ କରି…
ମୃତକ, ଆହତଙ୍କ ପରିବାରକୁ ମିଳୁନି ସହାୟତା
ଛତ୍ରପୁର,୫/୯(ଡି.ଏନ୍.ଏ.):ରାଜ୍ୟରେ ସର୍ବାଧିକ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲାରେ ଘଟୁଛି। ଏପରିକି ଅଜଣା ଗାଡି ଧକ୍କାରେ ପ୍ରତିବର୍ଷ ବହୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଅଜଣା ଗାଡି ଧକ୍କାରେ ଯଦି କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟେ କିମ୍ବା ଗୁରୁତର ଆହତ ହୋଇଥାନ୍ତି ସେମାନଙ୍କ…
୧୧୦.୮୩ କୋଟିର ଦୁର୍ନୀତି ଧରିଲେ ଏଜି
ଭୋପାଳ,୫।୯: ମଧ୍ୟପ୍ରଦେଶରେ ମହିଳା ଓ ଶିଶୁଙ୍କ ପୋଷଣ ଯୋଜନାରେ ବ୍ୟାପକ ଦୁର୍ନୀତି ପଦାକୁ ଆସିଛି। ୧୧୦.୮୩ କୋଟି ଟଙ୍କାର ଖାଦ୍ୟଶସ୍ୟ ବଣ୍ଟନ ସମ୍ପର୍କରେ ଭୁଲ୍ ତଥ୍ୟ ଦିଆଯାଇଥିବା ରାଜ୍ୟ ଆକାଉଣ୍ଟାଣ୍ଟ ଜେନେରାଲ (ଏଜି) ଅଡିଟ୍ରୁ ଧରାପଡ଼ିଛି। ୨୦୨୦ରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…
ବିଦେଶରୁ ଫେରିଲେ ବାଚସ୍ପତି
ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଭେଟି ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ସ୍ଥାନୀୟ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ଭଞ୍ଜନଗର…
କନ୍ଧମାଳରେ ବଳରାମ ଯୋଜନା ଦିଗହରା
ଫୁଲବାଣୀ ଅଫିସ, ୫ା୯:ରାଜ୍ୟ ସରକାର ଚାଷ, ଚାଷୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେଥିମଧ୍ୟରୁ ‘ବଳରାମ’ ଯୋଜନା ଅନ୍ୟତମ ା ୨୦୨୧ ଆର୍ଥିକ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇଆସୁଛି ା ହେଲେ କନ୍ଧମାଳ ଜିଲାରେ ଏହି ଯୋଜନାର…
ରେଡିଏଶନ୍କୁ ଭିଜା ଲୋଡ଼ା ନାହିଁ
ମସ୍କୋ/କିଭ୍ , ୫ା୯: ୟୁକ୍ରେନ୍ ଉପରେ ୬ ମାସରୁ ଅଧିକ ସମୟ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। ଯୁଦ୍ଧ ଆରମ୍ଭ ହେବାଦିନରୁ ଆମେରିକା ସମେତ ୟୁରୋପୀୟ ସଂଘ (ଇୟୁ) ରୁଷିଆ ଉପରେ ଚାପ ପକାଇବା ପାଇଁ କଟକଣା ଲଗାଇବାରେ ଲାଗିଥିବାବେଳେ…
ଦ୍ରୁତତମ ଓ ପଞ୍ଚମ ବୃହତ୍ତମ: ନିରନ୍ତର ପ୍ରଗତି ପଥେ ଭାରତୀୟ ଅର୍ଥବ୍ୟବସ୍ଥା
ହୁଏତ ଏହା ସଂଯୋଗବଶତଃ ହୋଇ ଥାଇପାରେ, କିନ୍ତୁ ବ୍ରିଟିଶ ସାମ୍ରାଜ୍ୟ ଠାରୁ ସ୍ବାଧୀନତା ପାଇବାର ୭୫ତମ ବର୍ଷରେ ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ୱର ପଞ୍ଚମ ସର୍ବବୃହତ୍ ଅର୍ଥବ୍ୟବସ୍ଥାରେ ପରିଣତ ହେବା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ନିଶ୍ଚିତ ଭାବେ ପରମ ସନ୍ତୋଷର…
ତାଲିକାରୁ ବାଦ୍ ପଡ଼ିଲା ଏସ୍ଏଚ୍ଜି
ଯାଜପୁର ଅଫିସ,୫ା୯:ଯାଜପୁର ଜିଲାର ୧୧ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ରେ ବିନା ଧାନରେ ଅଗ୍ରିମ ଭେଣ୍ଡର ରସିଦ ଜାରି କରାଯାଇ ଧାନ କିଣାଯାଇଥିବା ଜଣାପଡ଼ିଥିଲା। ଷ୍ଟେଟ୍ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ତଦନ୍ତ ରିପୋର୍ଟକୁ ଆଧାର କରି ଏହି ଜାଲିଆତିରେ ସମ୍ପୃକ୍ତ ପାକ୍ସ ଏବଂ…
ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ, ୧ କୋଟି ଟଙ୍କା ପୁରସ୍କାର
ଭୁବନେଶ୍ୱର, ୫ା୯ (ସ୍ପୋଟର୍ସ ବ୍ୟୁରୋ): ଉଦ୍ଘାଟନୀ ଅଲ୍ଟିମେଟ୍ ଖୋ ଖୋ ଲିଗ୍ ଜିତି ଇତିହାସ ସୃଷ୍ଟି କରିଥିବା ଓଡ଼ିଶା ଜଗରନଟ୍ସ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଏଥିସହିତ ସଫଳତା ହାସଲ କରିଥିବାରୁ ବିଜୟୀ ଦଳ ପାଇଁ ସେ ୧…
ବାୟୋମେଟ୍ରିକ ଖୋଲିବ ବାଟମାରଣା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ସହରର ପରିଷ୍କାର ପରିଚ୍ଛନ୍ନତା ସ୍ବାୟତ୍ତ ଶାସନ ସଂସ୍ଥାର ପ୍ରାଥମିକ ଓ ମୌଳିକ ଦାୟିତ୍ୱ ବୋଲି ନଗର ବିଜ୍ଞାନ ପାଠରେ ଲେଖା ହୋଇଛି। ନଗରବାସୀଙ୍କ ଆବଶ୍ୟକତା ବୃଦ୍ଧି ସାଙ୍ଗକୁ ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ ସିନା ବଢିଛି, କିନ୍ତୁ ସହରକୁ ପରିଷ୍କାର…
Archives


