ସିରିଞ୍ଜ୍ରେ ୧୦୦ ଯୁବତୀଙ୍କ ଉପରେ ଆକ୍ରମଣ…
ପ୍ୟାରିସ୍, ୭।୬ : ଫ୍ରାନ୍ସ୍ରେ ଜଣେ ୨୦ ବର୍ଷ ବୟସ୍କ ଯୁବକ ଏକ ଇଞ୍ଜେକଶନ ସିରିଞ୍ଜ୍ରେ ୧୦୦ ଜଣ ଯୁବତୀଙ୍କୁ ଆକ୍ରମଣ କରିଛନ୍ତି। ଦକ୍ଷିଣ ଫ୍ରାନ୍ସ୍ରେ ଘଟଣା ଘଟିବା ପରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇଛି। ଟୋଲେନର ରିବେରା ସମୁଦ୍ର ତଟରେ…
ଏଭରେଷ୍ଟ ସମେତ ୪ ଗିରିଶୃଙ୍ଗରୁ ମିଳିଲା ୩୪ ଟନ୍ ଆବର୍ଜନା…
କାଠମାଣ୍ଡୁ, ୭।୬ : ନେପାଳ ସୈନ୍ୟବାହିନୀଙ୍କ ନେତୃତ୍ୱରେ ଏକ ଟିମ ‘ସଫା ହିମାଲ ଅଭିଯାନ -୨୦୨୨’ ସମୟରେ ୩୩.୮ ଟନ ଆବର୍ଜନା ସଂଗ୍ରହ କରିଛନ୍ତି। ଏହି ଅଭିଯାନ ୫ ଏପ୍ରିଲରେ ଆରମ୍ଭ ହୋଇଥିଲା। ୨୦୧୯ରେ ଆରମ୍ଭ ହୋଇଥିବା ଏହି ଅଭିଯାନ, କରୋନା…
ସତ୍ୟେନ୍ଦ୍ରଙ୍କ ଘରେ ଚଢ଼ାଉ, ମିଳିଲା ନଗଦ ୨.୮୨ କୋଟି ସହିତ ୧୩୩ ସୁନା ମୁଦ୍ରା…
ନୂଆଦିଲ୍ଲୀ, ୭।୬ : ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସମସ୍ୟା ପୁଣି ବଢ଼ିଛି। ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ସତ୍ୟେନ୍ଦ୍ର ଏବଂ ତାଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)…
ସୀମାରେ ଡ୍ରୋନ୍ ଦ୍ୱାରା ନିଶା କାରବାର, ୧୫ କୋଟି ଟଙ୍କାର ହେରୋଇନ ଜବତ…
ଶ୍ରୀଗଙ୍ଗାନଗର, ୭।୬ : ଇଣ୍ଡୋ-ପାକ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନର ଘୃଣ୍ୟ କାର୍ଯ୍ୟ ବନ୍ଦ ହେବାର ନା ଧରୁନି। ଭାରତ-ପାକ ସୀମାରେ ଥିବା ଶ୍ରୀଗଙ୍ଗନଗର ଜିଲାରେ ସାଢ଼େ ୩ କିଲୋଗାମ୍ ହେରୋଇନ ବିଏସ୍ଏଫ୍ ପକ୍ଷରୁ ଜବତ ହୋଇଛି। ଏହା ସହିତ ଚାରିଜଣ ଚୋରା…
୨୪ ଘଣ୍ଟାରେ ବଦଳିଲା ସ୍ବର: ଛୁଟିରେ ଯିବାକୁ ଆବେଦନ,ନିଜକୁ ମାନସିକ ରୋଗୀ କହିଲେ
ପୁରୀ ଅଫିସ,୭।୬: ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଏବଂ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଅବକାରୀ କମିଶନରଙ୍କୁ ଚିଠି ଲେଖିଥିଲେ। ଏହାକୁ ନେଇ ହଟଚମଟ…
ଜୀବନ ଦେଇଦେବି ପଛେ ପଶ୍ଚିମବଙ୍ଗର ବିଭାଜନ ହେବାକୁ ଦେବିନି, କହିଲେ ମମତା…
କୋଲକାତା, ୭।୬ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ଅଧ୍ୟକ୍ଷା ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରଛନ୍ତି। ସେ କହିଛନ୍ତି ଯେ ମୁଁ ମୋ ଜୀବନ ଦେବି ପଛେ କିନ୍ତୁ ଭାଜପାକୁ ପଶ୍ଚିମବଙ୍ଗକୁ ବିଭାଜନ କରିବାକୁ ଦେବି ନାହିଁ।…
ମୋତେ ମାରି ସାରିଲଣି, ଏବେ ମୁଁ ମଲା ମଣିଷର ଜୀବନ ବଞ୍ଚିଛି: ଅନୁଭବ
କଟକ ଅଫିସ,୭।୬: ପୁଣି ଅଭିନେତା ତଥା ବିଜେଡି ଏମ୍ପି ଅନୁଭବ ମହାନ୍ତିଙ୍କ ଆଉ ଏକ ଭିଡିଓ ଚର୍ଚ୍ଚାରେ। ସୋମବାର ଏକ ଭିଡିଓରେ ମିଥ୍ୟା ଖବର ଛାପିବା ତଥା ଅପଲୋଡ୍ କରୁଥିବା ନ୍ୟୁଜ ପୋର୍ଟାଲ ଏବଂ ୟୁଟ୍ୟୁବ୍ ଚ୍ୟାନେଲଗୁଡିକୁ ସେ ଟାର୍ଗେଟ କରିଥିବା…
ବାରବାଟୀ ମ୍ୟାଚ୍ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ
କଟକ ଅଫିସ,୭।୬: ଆସନ୍ତା ଜୁନ୍ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି…
ଜୁନ୍ ଶେଷ ସୁଦ୍ଧା ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ: ମନ୍ତ୍ରୀ
ଭୁବନେଶ୍ୱର,୭।୬(ବ୍ୟୁରୋ): ଜୁନ୍ ମାସ ଶେଷ ସୁଦ୍ଧା ରାଜ୍ୟର ବିଭିନ୍ନ ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ। ତେବେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…
ଜାତିସଂଘରେ ମହାପୁରୁଷ ମହମ୍ମଦ ବିବାଦ…
ଜେନେଭା, ୭।୬ : ମହାପୁରୁଷ ମହମ୍ମଦଙ୍କ ବିବାଦ ଏବେ ଜାତିସଂଘରେ ପହଞ୍ଚିଛି। ବହୁ ମୁସଲମାନ ଦେଶରୁ ମହମ୍ମଦଙ୍କ ଉପରେ ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପରେ ଏନେଇ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସଙ୍କ ମୁଖପାତ୍ରଙ୍କ…
ପରିବେଶ ସଂରକ୍ଷଣ ତାଲିକାରେ ଭାରତ ତଳେ…
ନୂଆଦିଲ୍ଲୀ, ୭।୬ : ପରିବେଶ ସଂରକ୍ଷଣ ନେଇ ସମଗ୍ର ବିଶ୍ୱରେ ଏକ ଅଭିଯାନ ଚାଲିଛି ଏବଂ ଏହାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯାଉଛି। ବିଭିନ୍ନ ଦେଶ ପରିବେଶକୁ ବଞ୍ଚାଇବା ପାଇଁ ଏକ ଅଭିଯାନ ଚଳାଉଛନ୍ତି। ଭାରତରେ ମଧ୍ୟ ଏହି ଅଭିଯାନ…
ପାକିସ୍ତାନୀ ଡ୍ରୋନ୍କୁ ଗୁଳି କରି ଖସାଇଲେ ବିଏସ୍ଏଫ୍ ଯବାନ…
ଶ୍ରୀନଗର, ୭।୬ : ଜମ୍ମୁ-କଶ୍ମୀରର କାନାଚକ ଅଞ୍ଚଳରେ ସୁରକ୍ଷା ବାହିନୀ ପୁଣିଥରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି। ସୀମା ଆରପାରିକୁ ପଠାଯାଇଥିବା ଏକ ଡ୍ରୋନ୍କୁ ବିଏସ୍ଏଫ୍ ପକ୍ଷରୁ ଗୁଳି କରି ଖସାଇ ଦିଆଯାଇଛି। ସୋମବାର-ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ତର୍ଜାତୀୟ ସୀମାରେ…
Archives


