Home

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି। ଏହି ଖବର ପ୍ରକାଶ ପାଇବା ପରେ କ୍ରିକେଟ ଜଗତରେ ହଲଚଲ ସୃଷ୍ଟି ହୋଇଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ ଦ୍ୱୀପ’ (Kharg Island) ଉପରେ ଭୟଙ୍କର ବୋମା ମାଡ଼ ହୋଇଛି। ଏହି ଆକ୍ରମଣ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ, ଆଜି ରାତିରେ ଏକ ସମ୍ପୂର୍ଣ୍ଣ ସଭ୍ୟତାର ବିନାଶ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା ବଳ (ବିଏସଏଫ) ଅବୈଧ ଅନୁପ୍ରବେଶ ଏବଂ ସୀମାପାର ଅପରାଧ ଉପରେ ଲଗାମ ଲଗାଇବା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ ବାହାରିବା ସମୟରେ ଅଧିକାଂଶ ଲୋକ ପାଣି ବଟଲ ନିଜ ବ୍ୟାଗ୍‌ରେ ନେଇ ଚାଲିଥାଆନ୍ତି।…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ ଘୋଷଣା କରିଛି, ଯାହା ଫଳରେ ଘରୋଇ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ ସ୍ତ୍ରୀଙ୍କ ଗଳାକୁ ଛୁରୀରେ କାଟି ହତ୍ୟା କରିଛନ୍ତି । ମହିଳାଜଣକ ତାଙ୍କ ପ୍ରେମିକଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ ବିବାହକୁ ନେଇ ସେ ପୁଣି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଅଭୟ ଏରୋସ୍ପେସ ଇଞ୍ଜିନିୟରିଂ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ଅଭାବର ସମ୍ମୁଖୀନ ହୋଇଛନ୍ତି। ଭାରତ, ନେପାଳ ଏବଂ ବାଂଲାଦେଶ ଭଳି ଦେଶଗୁଡ଼ିକ ଏହି…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏହି ଦୁଃଖଦ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?