Home

ସୋମବାର ପର୍ଯ୍ୟନ୍ତ ପଞ୍ଜାବର ମୁଖ୍ୟମନ୍ତ୍ରୀ ରହିବେ ହମ୍‌ଜା: ପାକିସ୍ତାନ ସୁପ୍ରିମକୋର୍ଟ

ଇସଲାମାବାଦ,୨୩ା୭: ଦୀର୍ଘଦିନ ଧରି ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏପରିକି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ପଦରୁ ହଟାଇବାଠାରୁ ଆରମ୍ଭ କରି ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ପୁଅ ହମ୍‌ଜା ଶରିଫ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଥମୁନି। ବାସ୍ତବରେ ପଞ୍ଜାବ…

ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଆଶଙ୍କା-ଭାଙ୍ଗିଯିବ ଶିନ୍ଦେ ସରକାର, କହିଲେ ଆଦିତ୍ୟ ଠାକରେ…

ନୂଆଦିଲ୍ଲୀ, ୨୩।୭ : ଶିବସେନା ନେତା ଆଦିତ୍ୟ ଠାକରେ ଶନିବାର ଦାବି କରିଛନ୍ତି ଯେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ସରକାର ଖୁବ ଶୀଘ୍ର ଭାଙ୍ଗି ପଡ଼ିବ। ଏଥି ସହ ଖୁବ ଶୀଘ୍ର ରାଜ୍ୟରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ମଧ୍ୟ ଅନୁଷ୍ଠିତ…

ଦଶମନ୍ତପୁରରେ ଝାଡ଼ାବାନ୍ତି ସ୍ଥିତି ଅନୁଧ୍ୟାନ କଲେ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

କୋରାପୁଟ,୨୩ା୭(ସ୍ବ.ପ୍ର.): ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଶନିବାର କୋରାପୁଟ ଜିଲା ଗସ୍ତରେ ଆସି ଦଶମନ୍ତପୁର ଝାଡ଼ାବାନ୍ତି ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ କୋରାପୁଟଠାରେ ଏକ ସମୀକ୍ଷା କରିଥିଲେ। ଉକ୍ତ ବୈଠକରେ ଜନସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ନିର୍ଦ୍ଦେଶକ…

ମୁଁ ତୁମର ସବୁଠାରୁ ବଡ଼ ଫ୍ୟାନ୍‌: ଧନଶ୍ରୀ

ନୂଆଦିଲ୍ଲୀ,୨୩।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଦୁଇ ଉଇକେଟ ନେଇଥିବା ଯୁଜବେନ୍ଦ୍ର ଚହଲଙ୍କ ଆଜି ଜନ୍ମଦିନ। ଏହାକୁ ନେଇ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ସ୍ତ୍ରୀ ଧନଶ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ସ୍ବତନ୍ତ୍ର ପୋଷ୍ଟ କରିଛନ୍ତି। ହେଲେ ଧନଶ୍ରୀଙ୍କ ବାର୍ତ୍ତା ସମସ୍ତଙ୍କ…

ଛେଳିପଲଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ବସ୍‌

କୋରୁକୋଣ୍ଡା,୨୩ା୭(ଡି.ଏନ୍‌.ଏ.): ଜୟପୁରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିବା ସରକାରୀ ଅଲ୍ଟ୍ରା ବସ୍‌ଟି କୁଡୁମୁଲୁଗୁମ୍ମା ନିକଟସ୍ଥ ସୁନାନଗର ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ବସ୍‌ଟି ଦ୍ରୁତଗତିରେ ବାଲିମେଳା ଆଡ଼କୁ ଯାଉଥିବା ବେଳେ ସୁନାନଗର ଘାଟିଠାରେ ହଠାତ୍‌ ଛେଳିପଲ ରାସ୍ତା ଉପରକୁ ଚାଲି…

ମୋ’ ବୋହୂ ବହୁତ ଭଲ, ହେଲେ ଆପଣା ସୁନା ତ ଭେଣ୍ଡି: ଉତ୍ତମ ମହାନ୍ତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ହିରୋବାବୁସାନ ମହାନ୍ତିଙ୍କ ପରିବାରିକ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଛି। ଶନିବାର ସକାଳେ ବାବୁସାନ ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ କାର୍‌ ଭିତରେ ଥିବା ଦେଖି ସ୍ତ୍ରୀ ତୃପ୍ତି ମାଡ଼ ମାରିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ…

ଦିନ-ରାତି ଉଡ଼ିବ ଜାତୀୟ ପତାକା, ଫ୍ଲାଗ୍‌ କୋଡ୍‌ରେ ସଂଶୋଧନ…

ନୂଆଦିଲ୍ଲୀ, ୨୩।୭ : କେନ୍ଦ୍ର ସରକାର ଫ୍ଲାଗ କୋଡରେ ପରିବର୍ତ୍ତନ କରିଛନ୍ତି। ଏହାଦ୍ୱାରା ଏଣିକି ଜାତୀୟ ପତାକା ଦିନ-ରାତି ସବୁ ସମୟରେ ଉଡ଼ାଯାଇ ପାରିବ। ଏବେ ପଲିଷ୍ଟର ଏବଂ ମେସିନ ନିର୍ମିତ ଜାତୀୟ ପତାକା ମଧ୍ୟ ବ୍ୟବହାର କରାଯାଇପାରିବ। ସ୍ବାଧୀନତାର ଅମୃତ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର: ବାସହୀନ ଦୁଇ ପରିବାର

କୋକସରା,୨୩ା୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗରିବ ସୀମାରେଖା ତଳେ ଥିବା ଲୋକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ହେଲେ କିଛି ନିର୍ବାଚିତ ଜନ ପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀଙ୍କ ମୁନାଫାଖୋର ମନୋବୃତ୍ତି ଯୋଗୁ ଯୋଗ୍ୟ ହିତାଧିକାରୀମାନେ ସମସ୍ତ ଯୋଜନାରୁ ବାଦ୍‌ ପଡୁଛନ୍ତି। ଏମିତି…

କଳିଯୁଗର ‘ଶ୍ରବଣ କୁମାର’! ବୃଦ୍ଧ ମା’ବାପାଙ୍କୁ କାନ୍ଧରେ ବସାଇ…

ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ। ଶିବ ମନ୍ଦିରରେ ପାଣି ଢ଼ାଳିବା ଲାଗି କାଉଡିଆମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି କ୍ରମରେ ଜଣେ ଶିବଭକ୍ତଙ୍କ ଏଭଳି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କ ହୃଦୟ ଜିତୁଛି। ତାଙ୍କୁ ଅନେକେ କଳିଯୁଗର…

ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୩ା୭ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ,ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ଭୁପେଶ-ରମଣ ଟୁଇଟର ଯୁଦ୍ଧ…

ରାୟପୁର, ୨୩।୭ : ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ରମଣ ସିଂଙ୍କ ମଧ୍ୟରେ ଟୁଇଟର ଯୁଦ୍ଧ ଜାରି ରହିଛି। ପୂର୍ବରୁ ବିଭିନ୍ନ ସାଧାରଣ ସଭାରେ ଦୁହେଁ ପରସ୍ପରକୁ କାଦୁଅ ଫିଙ୍ଗୁଥିବାବେଳେ ଏବେ ଦୁଇ ଭେଟେରାନ ସୋସିଆଲ…

ବଢ଼ିଲା ବିଦ୍ୟୁତ୍‌ ଦର, ୟୁନିଟ୍‌ ପିଛା ଦେବାକୁ ପଡ଼ିବ…

ଇସଲାମାବାଦ,୨୩ା୭: ପାକିସ୍ତାନରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ମଧ୍ୟରେ ସାଧାରଣ ଜନତା ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଠାରେ ବିଦ୍ୟୁତ୍‌ ଦର ମହଙ୍ଗା ହୋଇଛି। ସରକାର ବିଦ୍ୟୁତ୍‌ ଦର ୟୁନିଟ୍‌ ପିଛା ପ୍ରାୟ ୮ ଟଙ୍କା ବୃଦ୍ଧି କରିଛନ୍ତି। ଏକ ରିପୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri