ରାଜନୀତି ଛାଡ଼ିବେ ୟେଦୁରପ୍ପା
ବେଙ୍ଗାଲୁରୁ,୨୩ା୭: କର୍ନାଟକର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା(୭୯) ସକ୍ରିୟ ରାଜନୀତି ଛାଡ଼ିବା ନେଇ ଶୁକ୍ରବାର ସଙ୍କେତ ଦେଇଛନ୍ତି। ସେ ତାଙ୍କ ପୁଅ ତଥା ରାଜ୍ୟ ଭାଜପା ଉପାଧ୍ୟକ୍ଷ ବି.ଓ୍ବାଇ. ବିଜୟେନ୍ଦ୍ରଙ୍କୁ ନିଜ ଶିକାରୀପୁରା ନିର୍ବାଚନମଣ୍ଡଳୀ ଛାଡ଼ିଦେଇଛନ୍ତି।…
ଏବେ ଅହଂକାର ସମୟ ନୁହେଁ
ନୂଆଦିଲ୍ଲୀ,୨୩ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍ ଅଲ୍ଭାଙ୍କୁ ସମର୍ଥନ କରିବ ନାହିଁ ବୋଲି ଗୁରୁବାର ଘୋଷଣା କରିଛି। ଅଲ୍ଭାଙ୍କୁ ପ୍ରାର୍ଥୀ କରାଯିବାବେଳେ ଟିଏମ୍ସିର…
ୟୁଏନ୍ଏସ୍ସିରେ ଭାରତର ସ୍ଥାୟୀ ସଦସ୍ୟତା ପାଇଁ ଚାଇନା ଅରାଜି
ନୂଆଦିଲ୍ଲୀ,୨୩ା୭: ଜାତିସଂଘ ସୁରକ୍ଷା ପରିଷଦର (ୟୁଏନ୍ଏସ୍ସି)ର ସ୍ଥାୟୀ ସଦସ୍ୟତା ପାଇଁ ଭାରତକୁ ୪ ରାଷ୍ଟ୍ରର ସମର୍ଥନ ମିଳିଛି। ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି. ମୁରଲୀଧରନ ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ସ୍ଥାୟୀ ସଦସ୍ୟତା ହାସଲ କରିଥିବା ରୁଷିଆ, ଚାଇନା, ବ୍ରିଟେନ, ଫ୍ରାନ୍ସ…
ଦ୍ରୌପଦୀଙ୍କୁ ବିଜୟ ପ୍ରମାଣପତ୍ର ଦେଲେ ଇସି
ନୂଆଦିଲ୍ଲୀ,୨୩ା୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁକ୍ରବାର ନିର୍ବାଚନ କମିଶନ(ଇସି) ବିଜୟ ପ୍ରମାଣପତ୍ର ଦେଇଛନ୍ତି। ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କ ସପକ୍ଷରେ ଫଳାଫଳ ଆସିଥିବା ନେଇ ରିଟର୍ନିଂ ଅଫିସର ଇସିଙ୍କୁ ଆନୁଷ୍ଠାନିକ ଭାବେ ଜଣାଇବା ପରେ ଏହି ସାର୍ଟିଫିକେଟ ପ୍ରଦାନ କରାଯାଇଛି। ମୁଖ୍ୟ…
ନୀରବ ମୋଦିଙ୍କ ୨୫୦ କୋଟି ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୨୩ା୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ୨୫୦ କୋଟିର ସମ୍ପତ୍ତି ଜବତ କରିଛି। ମୂଲ୍ୟବାନ ଅଳଙ୍କାର, ବ୍ୟାଙ୍କ ଆକାଉଣ୍ଟ ଓ ରତ୍ନ ପଥର ଆଦି ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ହଂକଂରୁ ଏହି ସମ୍ପତି ଜବତ…
ପାକିସ୍ତାନରେ ଆମେରିକୀୟ ଯୁବତୀଙ୍କୁ ବଳାତ୍କାର
ଇସ୍ଲାମାବାଦ୍,୨୩ା୭: ଆମେରିକାର ଜଣେ ୨୧ ବର୍ଷୀୟା ସୋସିଆଲ ମିଡିଆ ଆକ୍ଟିଭିଷ୍ଟଙ୍କୁ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ସପ୍ତାହରେ ଯୁବତୀ ଜଣକ ବଳାତ୍କାରର ଶିକାର ହୋଇଥିବା ନେଇ ଏବେ ଅନ୍ଲାଇନ୍ରେ ପ୍ରଘଟ ହେବା ପରେ ଲୋକେ ଏହାକୁ…
ଆର୍ଏସ୍ଏସ୍ ଲେଖୁଛି ଐତିହାସିକ ଫିଲ୍ମ କାହାଣୀ
ମୁମ୍ବାଇ, ୨୩ା୭: ବଲିଉଡ୍ରେ ବର୍ତ୍ତମାନ ସମୟରେ ବହୁ ଐତିହାସିକ ଘଟଣାବଳିକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ବଲିଉଡ୍ ତିଆରି କରୁଥିବା ଏହି ସବୁ ଫିଲ୍ମର ସ୍କ୍ରିପ୍ଟ ନାଗପୁର (ଆର୍ଏସ୍ଏସ୍ ମୁଖ୍ୟାଳୟ ଉଦ୍ଦେଶ୍ୟରେ କୁହାଯାଇଛି)ରୁ ଏଡିଟ୍ ହୋଇ ଆସୁଥିବା କହିଛନ୍ତି ବଲିଉଡ୍ ଅଭିନେତ୍ରୀ…
କୃଷ୍ଣସାଗର ଅଚଳାବସ୍ଥା ଦୂର
ଇସ୍ତାନବୁଲ,୨୩ା୭: କୃଷ୍ଣସାଗର ଦେଇ ଜାହାଜରେ ଖାଦ୍ୟଶସ୍ୟ, ସାର ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ବ୍ୟବସ୍ଥାକୁ ସ୍ବାଭାବିକ କରିବା ପାଇଁ ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଶୁକ୍ରବାର ଆନୁଷ୍ଠାନିକ ଭାବେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଦୁଇ ପଡ଼ୋଶୀ ଦୁଇଟି ପୃଥକ୍ ଚୁକ୍ତିନାମାରେ…
‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୋଦି
ନୂଆଦିଲ୍ଲୀ,୨୩ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହାସହ ଏହି ଅଭିଯାନରେ ବହୁ ସଂଖ୍ୟାରେ ସାମିଲ ହେବାକୁ ସେ ଜନସାଧାରଣଙ୍କୁ ଅପିଲ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧିନତା ଓ…
ଦ୍ରୌପଦୀ ମୁର୍ମୁ ମଜଭୁତ ଭାରତୀୟ ଲୋକତନ୍ତ୍ରର ପ୍ରମାଣ: ବାଇଡେନ
ୱାଶିଂଟନ,୨୩ ।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମ; ନିର୍ବାଚିତ ହେବା ପରେ ସାରା ବିଶ୍ୱର ବଡ ବଡ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପକ୍ଷରୁ ପଠାଯାଇଥିବା ଶୁଭେଚ୍ଛା ବାର୍ତ୍ତାରେ କୁହାଯାଇଛି, ଜଣେ…
ନୂଆ ସର୍ଭେରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରେସରେ ଋଷିଙ୍କ ଆଗରେ ଲିଜ
ଲଣ୍ଡନ,୨୩ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଉତ୍ତରାଧିକାରୀକୁ ନେଇ ଚାଲିଥିବା ରେସରେ ଭାରତୀୟ ବଂଶୋଦଭବ ଋଷି ସୁନକ ସବୁଠାରୁ ଆଗରେ ରହିଛନ୍ତି । ହେଲେ ଏବେ ଏକ ସର୍ବେକ୍ଷଣ କହିଛି ଋଷି ସୁନକଙ୍କ ସ୍ୱପ୍ନ ମିଳାଇ ଯାଇପାରେ । କାରଣ…
ଓ୍ବେଷ୍ଟଇଣ୍ଡିଜ୍କୁ ୩୦୯ ରନ୍ର ଟାର୍ଗେଟ
ପୋର୍ଟ ଅଫ୍ ସ୍ପେନ୍,୨୨।୭: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମୁକାବିଲାରେ ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୩୦୮ ରନ୍ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍କୁ ୩୦୯ ରନ୍ର ଟାର୍ଗେଟ ମିଳିଛି। ଭାରତ ପକ୍ଷରୁ ଓପନର…
Archives


