୪ ମାସ ହେଲା ଆସୁନି ମଧ୍ୟାହ୍ନଭୋଜନ ଅନୁଦାନ
ବିଞ୍ଝାରପୁର,୨୨ା୭(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକରେ ପ୍ରହସନ ପାଲଟିଛି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ। ମାସମାସ ଧରି ବିଦ୍ୟାଳୟକୁ ଆସୁନି ମଧ୍ୟାହ୍ନଭୋଜନ ବାବଦ ଅନୁଦାନ। ଫଳରେ ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଇ ଦୋକାନୀଙ୍କ ନିକଟରେ ବନ୍ଧା ପଡ଼ିଛନ୍ତି ପ୍ରଧାନଶିକ୍ଷୟିତ୍ରୀ,ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକର ବିଭିନ୍ନ ସ୍କୁଲରେ,…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ପୋର୍ଟ ଅଫ୍ ସ୍ପେନ୍,୨୨ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ପୋର୍ଟ ଅଫ୍ ସ୍ପେନ୍ରେ ଖେଳାଯିବ। ଏହି ସିରିଜ୍ ପାଇଁ ଭାରତ ପକ୍ଷରୁ ଏହାର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।…
ସୂଚନା ଅଧିକାର ଆଇନକୁ ଭୟ
ଯାଜପୁର ଅଫିସ,୨୨ା୭: ଯାଜପୁର ଜିଲାରେ ସୂଚନା ଅଧିକାର ଆଇନ (ଆରଟିଆଇ)ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପୂର୍ଣ୍ଣ ଭାବେ ପରାହତ ହୋଇଛି। ମାସ ମାସ ଧରି ସୂଚନା ଦେବାକୁ ଉଦ୍ଦେଶ୍ୟମୂଳକ ଭାବେ ଅବହେଳା କରାଯାଉଛି। ଅପିଲ କଲେ ମଧ୍ୟ ସୁଫଳ ମିଳୁନାହିଁ। ଆଉ…
ଆଜି ଢେଙ୍କାନାଳ ବନ୍ଦ
ଢେଙ୍କାନାଳ ଅଫିସ, ୨୨ା୭: ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଛି। ବର୍ଷାରେ ରାସ୍ତା ମରଣଯନ୍ତା ପାଲଟିଥିବାବେଳେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହାର ପ୍ରତିବାଦରେ ଜିଲା ଓକିଲ ସଂଘର ଆହ୍ବାନକ୍ରମେ ଶୁକ୍ରବାର ସକାଳ ୬ଟାରୁ ସନ୍ଧ୍ୟା…
ଓ୍ବେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଭାରତୀୟ ଦଳକୁ ଝଟ୍କା
ପୋର୍ଟ ଅଫ୍ ସ୍ପେନ୍,୨୨।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜୁଲାଇ ୨୨ରୁ ଆରମ୍ଭ ହେଉଛି । ଏହା ପରେ ଜୁଲାଇ ୨୯ରୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଦିନିକିଆ ସିରିଜ…
ଟିକା ନେଇ ମାସକର ଶିଶୁ ମୃତ
ଚନ୍ଦାହାଣ୍ଡି, ୨୨।୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଚିଲିଗାଁ ଗ୍ରାମର ଗୁଣଧର କନିଅରଙ୍କ ୧ ମାସ ୧୩ ଦିନର ଶିଶୁପୁତ୍ରଙ୍କ ଟିକା ନେବା କାରଣରୁ ମୃତ୍ୟୁ ହୋଇଛି। ବୁଧବାର ଚିଲିଗାଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଙ୍କୁ ଟିକା ଦିଆଯାଇଥିଲା। ଏହାପରେ…
ଭାରତରେ ଫେସବୁକ୍ରେ ଅଧିକ ଅଶ୍ଳୀଳତା ଯୋଗୁ ମହିଳା ୟୁଜରଙ୍କ ସଂଖ୍ୟା କମୁଛି, ମେଟା ରିପୋର୍ଟ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୭ : ଫେସବୁକ (ମେଟା) ପାଇଁ ଏକ ବଡ ବଜାର ଭାବରେ ପରିଗଣିତ ଭାରତରେ ବର୍ତ୍ତମାନ କମ୍ପାନୀ ୟୁଜରଙ୍କ ସଂଖ୍ୟା ବୃଦ୍ଧି କରିବାକୁ କଠିନ ପରିଶ୍ରମ କରୁଛି। ଏହାର ସବୁଠାରୁ ବଡ କାରଣ ହେଉଛି ସୋସିଆଲ ମିଡିଆ ସାଇଟରେ ଅଶ୍ଳୀଳତା ବଢ଼ିବା।…
ଅନ୍ତର୍ଭୁକ୍ତ ହେବାକୁ ୪ ଯୋଗ୍ୟତାସୂଚକ ତାରିଖ
ଭୁବନେଶ୍ବର, ୨୧ା୭(ବ୍ୟୁରୋ): ନିର୍ବାଚନ ଆୟୋଗଙ୍କ ସଂଶୋଧିତ ନୂତନ ନିୟମ ଅନୁଯାୟୀ ତ୍ରୁଟିଶୂନ୍ୟ ଓ ନିର୍ଭୁଲ୍ ଭୋଟର ତାଲିକା ପ୍ରସ୍ତୁତି ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ଗୁରୁତ୍ୱାରୋପ କରିଛନ୍ତି। ଏଣିକି ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବା ଲାଗି ୪ଟି…
ରାଜ୍ୟରେ ୧୫,୮୭୬ ଚେକ୍ଡ୍ୟାମ୍ ନିର୍ମାଣ ହେବ
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ ୧୫ ହଜାର ୮୭୬ ଚେକ୍ଡ୍ୟାମ୍ ନିର୍ମାଣ ଲାଗି ସରକାର ପ୍ରସ୍ତାବ ରଖିଛନ୍ତି। ସେଥିମଧ୍ୟରୁ ୩ ବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୫ ସୁଦ୍ଧା ୧୨୮୦ ନୂଆ ଚେକ୍ଡ୍ୟାମ୍ ନିର୍ମାଣ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ୮…
ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ୍: ଫାଇନାଲ୍ରେ ସୁନା ପୁଅ
ଓରେଗନ,୨୨।୭: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ପୁଣି ଜଲଓ୍ବା ଦେଖାଇଛନ୍ତି। ସେ ପ୍ରଥମ ପ୍ରୟାସରେ ୮୮.୩୯ ମିଟର ପର୍ଯ୍ୟନ୍ତ ଜାଭେଲିନ ଫିଙ୍ଗି ଫାଇନାଲ୍ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆମେରିକାର ଓରେଗନରେ ଆୟୋଜିତ ଏହି ଚାମ୍ପିଅନଶିପରେ ମୋଟ…
ଆଜିଠାରୁ ସ୍ବାଭାବିକ ହେବ ଟିକାକରଣ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍ ଟିକା କମ୍ ପରିମାଣର ଥିବାରୁ ଟୀକାକରଣରେ ବ୍ୟାଘାତ ଦେଖାଦେଇଥିଲା। ଏବେ ରାଜ୍ୟକୁ ଟିକା ଆସିଥିବାରୁ ଶୁକ୍ରବାରଠାରୁ ଟୀକାକରଣ ସ୍ବାଭାବିକ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ରାଜ୍ୟରେ ଏବେ ୩ ପ୍ରକାର ଟୀକାକରଣ…
ଆତଙ୍କବାଦୀଙ୍କ ହାତରେ ପହଞ୍ଚୁଛି ରାସାୟନିକ ଅସ୍ତ୍ରଶସ୍ତ୍ର, ସୁରକ୍ଷା ପରିଷଦରେ ଭାରତର ଚେତାବନୀ…
ଜେନେଭା,୨୨।୭ : ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଆତଙ୍କବାଦୀଙ୍କ ହାତରେ ରାସାୟନିକ ଅସ୍ତ୍ରଶସ୍ତ୍ର ପହଞ୍ଚୁଥିବା ନେଇ ଭାରତ ବିଶ୍ୱକୁ ଚେତାବନୀ ଦେଇଛି। ଆତଙ୍କବାଦୀ ଗୋଷ୍ଠୀ ତଥା ବ୍ୟକ୍ତିବିଶେଷ ରାସାୟନିକ ଅସ୍ତ୍ରଶସ୍ତ୍ର ପାଇବା ସମ୍ଭାବନା ବିରୋଧରେ ବାରମ୍ବାର ସତର୍କ ସୂଚନା ଜାରି ହେଉଥିବା…
Archives


