Home

ନୂତନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ନେତା

ନୂଆଦିଲ୍ଲୀ,୨୧।୭: ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିରୋଧୀ ନେତାଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଏହିକ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ…

ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ କୋବିନ୍ଦ-ଶାହା

ନୂଆଦିଲ୍ଲୀ,୨୧।୭: ଓଡ଼ିଶାର ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଝିଅ ଦ୍ରୌପଦୀ ମୁର୍ମୁ ଗୁରୁବାର ଭାରତର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦୁଇ-ତୃତୀୟାଂଶ ଭୋଟ ହାସଲ କରି ପ୍ରଥମ ଆଦିବାସୀ ମହିଳା ରୂପେ…

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ଯଶଓ୍ବନ୍ତ

ନୂଆଦିଲ୍ଲୀ,୨୧।୭: ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁଙ୍କ ଐତିହାସିକ ବିଜୟ ପାଇଁ ଯଶଓ୍ବନ୍ତ ଟୁଇଟ…

ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁର୍ମୁଙ୍କ ବିଜୟ ପରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା ପାଇଁ…

ଦ୍ରୌପଦୀଙ୍କ ଘରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୭: ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁର୍ମୁଙ୍କ ଐତିହାସିକ ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖାଦେଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବା…

ଦ୍ରୌପଦୀ ହେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୭: ରାଇସିନା ହିଲ୍‌ରେ ଚମକିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୫ରେ ସେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ…

ବିଜୟ ଉତ୍ସବ ପାଳନ କଲେ ଭାଜପା କର୍ମକର୍ତ୍ତା

କୋକସରା,୨୧।୭(ଡି.ଏନ୍‌.ଏ): ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨ୟ ରାଉଣ୍ଡ ସୁଦ୍ଧା ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ହେବା ଦେଖାଦେଇଛି। ଏହାପରେ ଗୁରୁବାର ଦେଶରେ ଉତ୍ସବର ମାହୋଲ ଖେଳିଯାଇଛି। ଇତିମଧ୍ୟରେ କୋକସରା ବ୍ଲକରେ ଭାଜପା କର୍ମକର୍ତ୍ତାମାନେ…

୧୭ବିରୋଧୀ ଏମ୍‌ପି କରିଛନ୍ତି କ୍ରସ ଭୋଟିଂ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଭୋଟଗଣନା ଜାରି ରହିଛି। ଭୋଟଗଣନାର ଦୁଇ ରାଉଣ୍ଡ ଶେଷ ହୋଇଛି। ଏପର୍ଯ୍ୟନ୍ତ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପଛରେ ପକାଇଦେଇଛନ୍ତି। ଦ୍ୱିତୀୟ ରାଉଣ୍ଡ ଗଣନାରେ ଦ୍ରୌପଦୀ ମୁର୍ମୁ ମୋଟ ୧୩୪୯ ଭୋଟ…

ସରିଲା ଦ୍ୱିତୀୟ ରାଉଣ୍ଡ ଗଣତି: ୧୦ ରାଜ୍ୟରେ ଦ୍ରୌପଦୀ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ଭୋଟଗଣନା ଜାରି ରହିଛି। ଇତିମଧ୍ୟରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କଠାରୁ ବହୁ ଆଗରେ ରହିଛନ୍ତି। ୧୦…

ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ ଡିନରର ଆୟୋଜନ କରିବେ କୋବିନ୍ଦ

ନୂଆଦିଲ୍ଲୀ,୨୧ ।୭: ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ୨୪ ଜୁଲାଇରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ୨୫ ଜୁଲାଇରେ ସେ ରାଷ୍ଟ୍ରପତି ଭବନ ଛାଡିବେ । ହେଲେ ଏହା ପୂର୍ବରୁ ସେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ…

କେନ୍ଦ୍ର ସରକାରଙ୍କୁ ମମତାଙ୍କ ପ୍ରଶ୍ନ: ଆମ ମୃତ୍ୟୁରେ କେତେ ଜିଏସ୍‌ଟି ନେବ

କୋଲକତା,୨୧।୭: ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଗୁରୁବାର ଟାର୍ଗେଟ କରିଛନ୍ତି। ଯଦି ଦହି, ଚାଉଳ, ଏପରିକି ଡାକ୍ତରଖାନା ଶଯ୍ୟା ଉପରେ ଜିଏସ୍‌ଟି ଲାଗୁ କରାଯାଇଛି, ତେବେ ମୃତ୍ୟୁ ଉପରେ କେତେ…

ଭାଉଜଙ୍କୁ ସମର୍ଥନ, ଭାଇଙ୍କୁ ଅନ୍‌ଫଲୋ

ବମ୍ବେ: ଅଲଗା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ଭାଉଜ। ମାତ୍ର ତିନି ବର୍ଷର ବୈବାହିକ ସମ୍ପର୍କ ପରେ ସେମାନେ ଛାଡ଼ପତ୍ର ନେବେ। ତେବେ ଅଭିନେତ୍ରୀଙ୍କ ଭାଇଭାଉଜଙ୍କ ଏଭଳି ନିଷ୍ପତ୍ତି ନେଇ ବଡ଼ ଖବର ସାମ୍ନାକୁ ଆସିଛି। ସୁସ୍ମିତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri