ମୋକ୍ଷ ପାଇଁ ଜୀବନ୍ତ ସମାଧି
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଉନ୍ନାଓର ଦୁଇ ଜଣ ସନ୍ଥ ଜଣେ ବ୍ୟକ୍ତିଙ୍କୁ ମୋକ୍ଷ ଦେବା କହି ତାଙ୍କୁ ଜିଅନ୍ତା ଭୂସମାଧି ଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ ଉକ୍ତ ଯୁବକଙ୍କୁ ଉଦ୍ଧାର…
ମହେଶ ବାବୁଙ୍କ ମା ଅଭିନେତ୍ରୀ ଇନ୍ଦିରା ଦେବୀଙ୍କ ପରଲୋକ…
ହାଇଦ୍ରାବାଦ, ୨୮।୯ : ସୁପରଷ୍ଟାର ମହେଶ ବାବୁଙ୍କ ମା ଏବଂ ଅଭିନେତ୍ରୀ ଇନ୍ଦିରା ଦେବୀଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁପରଷ୍ଟାରଙ୍କ ମା ଗତ କିଛି ସପ୍ତାହ ଧରି ଅସୁସ୍ଥ ଥିଲେ। ସେ ହାଇଦ୍ରାବାଦର ଏଜି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…
ଐଶ୍ୱର୍ଯ୍ୟାଙ୍କ ଗୁରୁଭକ୍ତି
ନୂଆଦିଲ୍ଲୀ: ପାନ୍ ଇଣ୍ଡିଆ ଫିଲ୍ମ ‘ପୋନିୟିନ ସେଲଭାନ:୧’ର ପ୍ରମୋଶନରେ ବଲିଉଡ୍ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ବ୍ୟସ୍ତ। ଦିଲ୍ଳୀରେ ଫିଲ୍ମର ପ୍ରମୋଶନ ବେଳେ ଐଶ୍ୱର୍ଯ୍ୟା ପ୍ରଖ୍ୟାତ ଫିଲ୍ମ ନିର୍ମାତା ମଣି ରତ୍ନମଙ୍କ ପାଦଛୁଇଁ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି।…
ମଙ୍ଗଳରେ ଜମା ହେଲାଣି ୭ ଟନ୍ ବର୍ଜ୍ୟ
ଓ୍ବାଶିଂଟନ: ମଙ୍ଗଳ ଗ୍ରହରେ ମଣିଷ ଜାଗା କିଣିଛି ସତ କିନ୍ତୁ ସେଠାରେ କେବେ ବସତିସ୍ଥାପନ କରିବ ତାହା ଏବେ ଆଶା, ଆଶଙ୍କା ଭିତରେ ରହିଛି। ମଙ୍ଗଳରେ ଜୀବଜଗତ ବାସଉପଯୋଗୀ କି ନୁହେଁ ସେ ନେଇ ବୈଜ୍ଞାନିକମାନଙ୍କ ତର୍ଜମା ଜାରି ରହିଛି। କିନ୍ତୁ…
ଲଖିମପୁର ଖେରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ମୃତ…
ଲଖିମପୁର,୨୮।୯ : ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
ପୂଜା ଅଫର ‘ବାଏ ୧ ଗେଟ୍ ୨’ର ଶୁଭାରମ୍ଭ
ଭୁବନେଶ୍ୱର,୨୮।୯: ରାଜ୍ୟର ପ୍ରମୁଖ ତଥା ସର୍ବ ପୁରାତନ ବାଣିଜି୍ୟକ ସଂସ୍ଥା ରାଜ୍ ଇଲେକଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବାଏ ଓ୍ବାନ୍ ଗେଟ୍ ଟୁ ଅଫର ମାଧ୍ୟମରେ ରାଜ୍ ଇଲେକ୍ଟ୍ରୋନିକ୍ସ ଗ୍ରାହକମାନଙ୍କୁ ଅନେକ ଆକର୍ଷଣୀୟ…
‘ଉତ୍ତମ ପୋଷଣ ଅର୍ଥନୈତିକ ସମୃଦ୍ଧି ଆଣିଥାଏ’
ଭୁବନେଶ୍ୱର,୨୮।୯: ଉତ୍ତମ ସ୍ବାସ୍ଥ୍ୟ ପାଇଁ ଉତ୍ତମ ପୋଷଣଯୁକ୍ତ ଖାଦ୍ୟର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରିକି ଉତ୍ତମ ପୋଷଣଯୁକ୍ତ ଖାଦ୍ୟ ହେଉଛି ଇନ୍ଧନ, ଯାହା ସ୍ବାସ୍ଥ୍ୟର ଅଭିବୃଦ୍ଧି ଏବଂ ଶାରୀରିକ ବିକାଶକୁ ଆଗକୁ ବଢ଼ାଇଥାଏ ଏବଂ ଜୀବନ ସାରା ରୋଗକୁ ରୋକିବାରେ ତାହା…
ଏମ୍ଏସି କସ୍ମେଟିକ୍ସର ୩ ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଆଇକନିକ୍ ମେକ୍ ଅପ୍ ବ୍ରାଣ୍ଡ୍ ଏମ୍ଏସି କସ୍ମେଟିକ୍ସ ଇଣ୍ଡିଆ ପକ୍ଷରୁ ନିକଟରେ ୩ଟି ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ବିଶେଷ ପ୍ରକାରର ୨୪ଘ. କାଜଲ ଲାଇନର+ମ୍ୟାଟେ ଲିପ୍ଷ୍ଟିକ୍ ମେହର, ଅଲ ଫାୟାରଡ୍ ଅପ୍+ ଡି…
ମାଲାବାର ବିଶ୍ୱର ୬ଷ୍ଠ ଗହଣା ବ୍ରାଣ୍ଡ୍
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ, ବିଶ୍ୱର ୬ଷ୍ଠ ବୃହତ୍ ଗହଣା ଗ୍ରୁପ୍ର ମାନ୍ୟତା ହାସଲ କରିଛି। ଏହି ପରିପ୍ରେକ୍ଷୀରେ ଅଲ ଇଣ୍ଡିଆ ଜେମ୍ ଆଣ୍ଡ ଜୁଏଲେରି ଡୋମେଷ୍ଟିକ କାଉନସିଲ (ଜିଜେସି) ପକ୍ଷରୁ ମାଲାବାର ଗ୍ରୁପ୍କୁ…
୫୦୦୦ କୋଟି ନିବେଶ କରିବ ଗୋଲ୍ଡି
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଷ୍ଟାର୍ଟଅପ୍ କମ୍ପାନୀ ‘ଗୋଲ୍ଡି ସୋଲାର’ ପକ୍ଷରୁ ବ୍ୟବସାୟ ବିସ୍ତାର ଯୋଜନାର ଏକ ଅଂଶ ଭାବେ ପ୍ରାୟ ୫୦୦୦ କୋଟି ଟଙ୍କାର ନିବେଶ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଗୋଲ୍ଡି ସୋଲାର ୨୦୨୫ ସୁଦ୍ଧା କ୍ଷମତା ସମ୍ପ୍ରସାରଣ…
କମିଶନରେଟ୍ ପୋଲିସକୁ ୬ପିସିଆର୍ ଭ୍ୟାନ୍ ଦେଲା ନାଲ୍କୋ
ଭୁବନେଶ୍ୱର,୨୮।୯: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍କୁ ୬ଟି ନୂଆ ପୋଲିସ୍ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍ ଯୋଗାଇ ଦିଆଯାଇଛି। ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର) ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ ବିଭିନ୍ନ ପରିସ୍ଥିତିର…
ଦି ମ୍ୟାନ୍ ଗାର୍ମେଣ୍ଟସ ଷ୍ଟୋରର ପୂଜା ଅଫର
କଟକ,୨୮।୯: ଚଳିତ ବର୍ଷର ପାର୍ବଣ ଋତୁ ଅବସରରେ ‘ଦି ମ୍ୟାନ୍ ମଲ୍ଟିବ୍ରାଣ୍ଡ ଗାର୍ମେଣ୍ଟସ ଷ୍ଟୋରର ନୂତନ ଆଉଟ୍ଲେଟ୍ କଟକର ମଙ୍ଗଳାବାଗଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମହିଳା ଉଦ୍ୟୋଗୀ ଶକୁନ୍ତଳା ଦେବୀ ଓ ପ୍ରୀତି ଗିଲ୍ରା ସମ୍ମାନିତ ଅତିଥି ଭାବେ ଯୋଗଦେଇ…

