Home

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି ଅବସ୍ଥାରେ ଚିକିତ୍ସା ଚାଲିଛି। ପୂର୍ବରୁ ରିପୋର୍ଟ ପ୍ରକାଶ ପାଇଥିଲା ଯେ ସେ ଆମେରିକା-ଇସ୍ରାଏଲର…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶିକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବିଭିନ୍ନ ଯୋଜନାରେ ଅର୍ଥ ଆତ୍ମସାତ୍‌ କରୁଥିଲେ। ତେବେ ଜଣେ କି…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ୨୬ ନଂ ଜାତୀୟ ରାଜପଥରେ ଗାଡ଼ି…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ଏପ୍ରିଲ ୯ ରେ ହେବାକୁ ଥିବା ନିର୍ବାଚନର କିଛି…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ ବିସ୍ଫୋରଣ ହେବା ପରେ ଅଞ୍ଚଳରେ ଆତଙ୍କ ଖେଳି ଯାଇଥିଲା । ମାଓବାଦୀ ଅଞ୍ଚଳରେ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି ଫିଲ୍ମକୁ ଯିଏ ଦେଖୁଛି ସିଏ ପ୍ରଶଂସା କରୁଛି। କ୍ରିକେଟର ବିରାଟ କୋହଲିଙ୍କ ହୃଦୟରେ…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ ଓ ସ୍ବଚ୍ଛ କରିବା ସକାଶେ ଗାର୍ବେଜ କ୍ଲିନିକ୍‌ ଆରମ୍ଭ କରିଛନ୍ତି। ଏହି କ୍ଲିନିକ୍‌…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ କୁମାର ବଡୁ । ୩୭ ବର୍ଷରୁ ଅଧିକ ଶିଳ୍ପ ଅଭିଜ୍ଞତା ସହିତ ସେ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ ପାଇଁ ଶିକ୍ଷା କାର୍ଯ୍ୟ କରିଥାଏ। ଶିକ୍ଷା ଯଦି ଏକ ସ୍ବର୍ଣ୍ଣ ତ୍ରିଭୁଜ ହୁଏ,…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ ବରଂ ଅନ୍ୟର ପରମାଣୁ ଶକ୍ତିକୁ ପ୍ରତିହତ କରିବା। ଇରାକ୍‌ଠାରୁ ଲିବ୍ୟା ପରେ ଏବେ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା ମଧ୍ୟ ମହଙ୍ଗା ହେବାର ସମ୍ଭାବନା ଦେଖାଦେଇଛି। ଆଗାମୀ ଦିନରେ କପଡ଼ାର ଦାମ୍‌ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?