ଇସ୍ତଫା ଦେଲେ ୟୁପି ସରକାରଙ୍କ ପଞ୍ଚାୟତ ରାଜମନ୍ତ୍ରୀ
ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ସରକାରରେ ଥିବା ପଞ୍ଚାୟତ ରାଜମନ୍ତ୍ରୀ ଭୂପେନ୍ଦ୍ର ଚୌଧୁରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଭୂପେନ୍ଦ୍ର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏନେଇ ଭୂପେନ୍ଦ୍ର ନିଜ ଫେସ୍ବୁକ୍ ପୋଷ୍ଟରେ ସୂଚନା ଦେଇଛନ୍ତି। ସେ…
ରେନିଡେ ମେକ୍ଅପ୍
ଯୁବତୀ ହୁଅନ୍ତୁ ଅବା ମହିଳା, କାହାକୁ ବିନା ମେକ୍ଅପ୍ରେ ଦେଖିବା ମୁସ୍କିଲ୍। ମେକ୍ଅପ୍ ବିନା ଯେମିତି ସେମାନଙ୍କ ପର୍ସନାଲିଟିରେ ଆଞ୍ଚ ଆସିଥାଏ। ତେବେ ବର୍ଷାଦିନେ ପାଣି ସଂସ୍ପର୍ଶରେ ଆସି ମେକ୍ଅପ୍ ଧୋଇଯାଉଥିବାରୁ ଅନେକଙ୍କର ଚିନ୍ତା ବଢ଼ିଯାଇଥାଏ। ଏମିତିରେ କେଉଁଭଳି ମେକ୍ଅପ୍ ନେଲେ…
କଂଗ୍ରେସକୁ ବଡ଼ ଝଟ୍କା: ଜମ୍ମୁ-କଶ୍ମୀରରେ ୬୪ନେତାଙ୍କ ସମୂହ ଇସ୍ତଫା
ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀର କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଗୁଲାମ ନବୀ ଆଜାଦଙ୍କ ଇସ୍ତଫା ପରେ ଜମ୍ମୁ-କଶ୍ମୀରରେ କଂଗ୍ରେସର ଏକାଧିକ ନେତା ଏକାସାଙ୍ଗରେ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ରାଜ୍ୟର ୬୪ଜଣ ନେତା ଆଜାଦଙ୍କ ଉପସ୍ଥିତିରେ ସମୂହ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଇସ୍ତଫା…
ଫଙ୍ଗାଲ୍ ଇନ୍ଫେକ୍ସନ୍ର ଘରୋଇ ଉପଚାର…
ବର୍ଷାଦିନେ ଅନେକଙ୍କଠାରେ ଫଙ୍ଗାଲ ଇନ୍ଫେକ୍ସନ ସମସ୍ୟା ଦେଖାଦିଏ। ଏଥିପାଇଁ ଶରୀରର ବିଭିନ୍ନ ସ୍ଥାନରେ ବିଶେଷ କରି ଜଙ୍ଘ କଡ଼ରେ ଫଳିଯାଇ କୁଣ୍ଡେଇ ହୋଇଥାଏ। କେତେକ ଘରୋଇ ଉପଚାର ଦ୍ୱାରା ଏଭଳି ସମସ୍ୟା ଦୂର କରାଯାଇପାରିବ… ଜଙ୍ଘ କଡ଼ରେ କୁଣ୍ଡାଇ ହେବା ମୁଖ୍ୟତଃ…
ବର୍ଷାଦିନେ ଶିଶୁର ଯତ୍ନ
ବର୍ଷାଦିନେ ପାଣି ଏବଂ ଥଣ୍ଡା ପାଗ ସଭିଙ୍କ ପାଇଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ହେଲେ ଏଥିରେ ସବୁଠୁ ଅଧିକ ପ୍ରଭାବିତ ହୋଇଥାନ୍ତି ଶିଶୁମାନେ। ତେଣୁ ଏହିଦିନେ ଶିଶୁଙ୍କ ସ୍ବାସ୍ଥ୍ୟର ଯତ୍ନ କିପରି ନେବେ ସେ ସମ୍ପର୍କରେ ଜାଣିରଖନ୍ତୁ… ପରିଚ୍ଛନ୍ନତା…
ସାରାଙ୍କୁ ଡେଟ୍ କରୁଛନ୍ତି କି ଶୁବମନ
ଭାରତୀୟ କ୍ରିକେଟର୍ ଶୁବମନ ଗିଲ ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଜିମ୍ବାୱେ ବିପକ୍ଷ ସିରିଜ ପରେ ସେ କାଉଣ୍ଟି କ୍ରିକେଟ ଖେଳିବାକୁ ସେଠାକୁ ଯାଇଛନ୍ତି। ଶୁବମନଙ୍କ ବ୍ୟାଟିଂ ପରି ସୋସିଆଲ ମିଡିଆରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚା ଉଠେ। ସେ…
ଘର ପରେ ଏବେ ସିସୋଡିଆଙ୍କ ଲକର ହେବ ଛାନ୍ଭିନ୍: ବ୍ୟାଙ୍କରେ ପହଞ୍ଚିଲା ସିବିଆଇ
ନୂଆଦିଲ୍ଲୀ,୩୦।୮: ଦିଲ୍ଲୀର ନୂତନ ଏକ୍ସାଇଜ୍ ନୀତି ସହ ଜଡ଼ିତ ଦୁର୍ନୀତି ଅଭିଯୋଗରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି(ସିବିଆଇ) ସିସୋଡିଆଙ୍କ ଘର ପରେ ଏବେ ବ୍ୟାଙ୍କ ଲକରର ଛାନ୍ଭିନ୍ ଆରମ୍ଭ କରିଛି। ଏଥିପାଇଁ ମଙ୍ଗଳବାର ସକାଳ…
ସିଦ୍ଧୁ ମୁସେୱାଲା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ଚଣ୍ଡିଗଡ,୩୦।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାରେ ପଞ୍ଜାବ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ସମ୍ପର୍କୀୟ ସଚିନ ବିଷ୍ଣୋଇଙ୍କୁ ଆଜେରବାଇଜାନରୁ ଗିରଫ କରାଯାଇଛି। ଅଭିଯୋଗ ଅନୁଯାୟୀ,…
ଆଜି ବି ବିଫଳତାକୁ ନେଇ କାନ୍ଦନ୍ତି ପ୍ରିୟଙ୍କା
ବଲିଉଡ୍ ପରେ ହଲିଉଡ୍ରେ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଜୀବନରେ ଅନେକ ସଫଳତା ପାଇଛନ୍ତି। ଏହି ସଫଳତା ଭିତରେ ବେଳେବେଳେ ତାଙ୍କୁ ବିଫଳତାର ସ୍ବାଦ ମଧ୍ୟ ଚାଖିବାକୁ ପଡିଛି। ଅଭିନୟ ମାଧ୍ୟମରେ କୋଟି କୋଟି ଲୋକଙ୍କ ଦୃଦୟ…
ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହିଁ ଲୋକଙ୍କ ଭାବନାକୁ ବୁଝିଛନ୍ତି: ରାଜନାଥ ସିଂ
ନୂଆଦିଲ୍ଲୀ,୩୦।୮: ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହେଉଛନ୍ତି ଏକମାତ୍ର ନେତା ଯିଏ ଲୋକଙ୍କ ଭାବନାକୁ ବୁଝନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜଣାଶୁଣା ଖବରଦାତା ଅଜୟ ସିଂଙ୍କ ପୁସ୍ତକ ‘The Architect of the New BJP’…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୪୩୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ…
ଇରାକରେ ଘନେଇଲା ରାଜନୈତିକ ସଙ୍କଟ: ସଂଘର୍ଷରେ ୨୦ ମୃତ
ବାଗଦାଦ,୩୦।୮: ଶ୍ରୀଲଙ୍କା ପରେ ବର୍ତ୍ତମାନ ଇରାକରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶକ୍ତିଶାଳୀ ଶିଆ ଧର୍ମଗୁରୁ ମୁକତାଦା ଅଲ-ସଦର ମଧ୍ୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦେଶରେ ରାଜନୈତିକ ସଙ୍କଟ ଆହୁରି ଉଗ୍ର ରୂପ ଧାରଣ କରିଛି। ଅଲ୍-ସଦରଙ୍କ ନିଷ୍ପତ୍ତିକୁ…
Archives


