Home

ଜୁନ ୧ରେ ଯୋଗୀ କରିବେ ରାମ ମନ୍ଦିର ଗର୍ଭ ଗୃହର ଶିଳାପୂଜା

ଲକ୍ଷ୍ନୌ,୩୦।୫: ଜାନୁଆରୀ ୨୦୨୪ରେ ଅଯୋଧ୍ୟା ରାମଲାଲାଙ୍କ ମନ୍ଦିର ପ୍ରସ୍ତୁତ ହେବ। ଏଥିପାଇଁ ଜୋରସୋରରେ ମନ୍ଦିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ରାମଲାଲାଙ୍କ ମନ୍ଦିରର ନିର୍ମିତ ଗର୍ଭ ଗୃହର ଶିଳାପୂଜା ଜୁନ ୧ରେ ଅନୁଷ୍ଠିତ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

ବିରାଶତ୍‌କୁ ପୂରିଲା ୨୫ବର୍ଷ

ମୁମ୍ବାଇ: ବଲିଉଡ ଅଭିନେତା ଅନିଲ କପୁର ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ନାମ୍ନୀ ଅଭିନେତା। ନିଜର ଦମ୍‌ଦାର ଅଭିନୟ ଓ ଫିଟନେସ୍‌ ପାଇଁ ଜଣାଶୁଣା ଅନିଲ କପୁର ସୋମବାର ତାଙ୍କର ଏକ ସୁପରହିଟ ଫିଲ୍ମର ସିଲଭର୍‌ ଜୁବଲୀ ପାଳନ କରିଛନ୍ତି। ୧୯୯୭ରେ ଆଜିର…

କ୍ୟୁରେଟର୍ସ, ଗ୍ରାଉଣ୍ଡ୍ସମ୍ୟାନ୍‌ଙ୍କ ପାଇଁ ୧.୨୫ କୋଟି ଘୋଷଣା କଲା ବିସିସିଆଇ

ମୁମ୍ବାଇ,୩୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଲାଗି ପିଚ୍‌ ଓ ଗ୍ରାଉଣ୍ଡ ପ୍ରସ୍ତୁତ କରିଥିବା କ୍ୟୁରେଟର ଓ ଗ୍ରାଉଣ୍ଡ୍ସମ୍ୟାନ୍‌ଙ୍କୁ ‘ପ୍ରଚ୍ଛଦପଟର ନାୟକ’ ଭାବେ ଅବିହିତ କରି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧.୨୫ କୋଟି ଟଙ୍କାର ପୁରସ୍କାର…

ଲାଲୁଙ୍କ ଶଳାଙ୍କୁ ୩ବର୍ଷ ଜେଲ୍‌

ପାଟନା,୩୦।୫: ସରକାରୀ କାର୍ଯ୍ୟାଳୟରେ ପଶିି ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସ୍ଥାନୀୟ ଏମ୍‌ପିଏମ୍‌ଏଲ୍‌ଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୋମବାର କୋଟର୍ର୍ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଶଳା ତଥା ପୂର୍ବତନ ବିଧାୟକ ସାଧୁ ଯାଦବଙ୍କୁ ୩ ବର୍ଷ…

ଜୁଲାଇ ୪ରେ ଜ୍ଞାନବାପି ମାମଲାର ପରବର୍ତ୍ତୀ ଶୁଣାଣି

ବାରାଣସୀ,୩୦।୫: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ ବିବାଦ ସମ୍ପର୍କରେ ସୋମବାର ବାରାଣସୀ ଜିଲା ଏବଂ ଫାଷ୍ଟ ଟ୍ରାକ୍‌ କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ଆରମ୍ଭ ହେବା ମାତ୍ରେ ଅଞ୍ଜୁମାନ ଇନାଜାନିଆ ମସ୍‌ଜିଦ କମିଟି ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ। ମୁସ୍‌ଲିମ ପକ୍ଷ ଏହାର…

ମହାମାରୀ ପରେ ମୋଦିଙ୍କ ଉପରେ ବଢ଼ିଛି ବିଶ୍ୱାସ: ସର୍ଭେ

ନୂଆଦିଲ୍ଲୀ,୩୦।୫: ମୋଦି ସରକାରଙ୍କ ୮ ବର୍ଷ ପୂରଣ ଅବସରରେ ସୋମବାର ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଯେଉଁଥିରେ କରୋନା ମହାମାରୀ ଆରମ୍ଭରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଜନସାଧାରଣଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ଏବଂ ତାଙ୍କର ଅନୁମୋଦନ ମୂଲ୍ୟାୟନ ମଧ୍ୟ…

ଝାଡ଼ଖଣ୍ଡରେ କଂଗ୍ରେସକୁ ଝଟ୍‌କା: ମହୁଆ ମାଜିଙ୍କୁ ପ୍ରାର୍ଥୀ କଲା ଜେଏମ୍‌ଏମ୍‌

ରାଞ୍ଚି,୩୦।୫: ଝାଡ଼ଖଣ୍ଡ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ମହୁଆ ମାଜିଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ସୋମବାର ମନୋନୀତ କରିଛନ୍ତି। ଗୁରୁ ଶିବୁ ସୋରେନଙ୍କ ସହମତିରେ ରାଜ୍ୟ…

ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟରେ ସର୍ବଦା ରହିଛି ନୂତନତ୍ୱ: ନଡା

ନୂଆଦିଲ୍ଲୀ,୩୦।୫: ମୋଦି ସରକାରକୁ ସୋମବାର ୮ ବର୍ଷ ପୂରଣ ହୋଇଛି। ମେ ୩୦ରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଆଜି ଦେଶର ଅନେକ ରାଜ୍ୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଭାଜପା ଜାତୀୟ…

ଫିସ୍‌ ବଢାଇଲେ କାର୍ତ୍ତିକ

ଆଜିକାଲି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଫିଲ୍ମ ‘ଭୁଲ ଭୁଲେୟା ୨’ ବକ୍ସ ଅଫିସରେ ଧମାଲ୍‌  କରିଛି। ଏହି ଫିଲ୍ମ ୧୦୦ କୋଟି କ୍ଲବ୍‌ରେ ପ୍ରବେଶ କରିଛି। ଏହି ଫିଲ୍ମ କାର୍ତ୍ତିକଙ୍କ କ୍ୟାରିଅରର ସବୁଠୁ ସୁପରହିଟ୍‌ ଫିଲ୍ମ ସାବ୍ୟସ୍ତ ହୋଇଛି। ଫିଲ୍ମରେ…

ଇମ୍ରାନଙ୍କୁ ମିଳିଲା ଅଭିଶାପ: ତୃତୀୟ ସ୍ତ୍ରୀ ବି ଛାଡି ଚାଲିଯିବେ

ଇସଲାମାବାଦ୍‌,୩୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳର ଏମ୍‌ପି ଅମିର ଲିଆକତ ତାଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ଅମିର ଇମ୍ରାନ୍‌ଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ରାଜନୈତିକ ପରିବର୍ତ୍ତେ ଅଧିକ ବ୍ୟକ୍ତିଗତ ମନେହୁଏ। ଅମିର ଅଭିଯୋଗକରି…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କ୍ଷୋଭ: କହିଲେ, ମୁଁ ମୋ ପୋଷାକ ବିକିଦେବି

ଇସ୍‌ଲାମାବାଦ୍‌,୩୦।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଖେବର ପଖତୁଙ୍ଖୱାର ମୁଖ୍ୟମନ୍ତ୍ରୀ ମହମୁଦ ଖାନ୍‌ଙ୍କୁ ଅଲ୍ଟିମେଟମ ଦେଇଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟା ମଧ୍ୟରେ ୧୦ କିଲୋ ଅଟାର ମୂଲ୍ୟ ୪୦୦ ଟଙ୍କାକୁ ନ ଆଣନ୍ତି, ତେବେ ସେ ଲୋକମାନଙ୍କୁ ଶସ୍ତା ଅଟା…

ପୁଟିନ୍‌ଙ୍କ ପାଖରେ ରହିଛି ସବୁଠାରୁ ବିପଜ୍ଜନକ ଜହର, ଯନ୍ତ୍ରଣାରେ ଥରି ଉଠିବ ଶରୀର…

ମସ୍କୋ, ୩୦।୫ : ପୃଥିବୀରେ ବିଭିନ୍ନ ପ୍ରକାରର ଜହର ଅଛି। ସେଥିମଧ୍ୟରୁ କେତେକର ପ୍ରୟୋଗ ଦ୍ୱାରା ଶରୀରର ଧୀରେ ଧୀରେ ମୃତ୍ୟୁ ଘଟେ। କିଛି ଜହର କେଇ ସେକେଣ୍ଡ ମଧ୍ୟରେ ମୃତ୍ୟୁ ଘଟାଏ। କେତେକ ଜହର ଏପରି ଅଛି ଏହାର ପ୍ରୟୋଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri