Home

ବିରାଟ କୋହଲିଙ୍କ ପାଇଁ ବ୍ରତ ରଖିଲେ ୧୧ ବର୍ଷୀୟା ଆଥଲେଟ୍‌

ନୂଆଦିଲ୍ଲୀ,୧୮।୭: ଆଜିକାଲି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ନିଜ ଫର୍ମକୁ ନେଇ ସଂଘର୍ଷ କରୁଛନ୍ତି। ସେ ପ୍ରାୟ ଅଢେଇ ବର୍ଷ ଧରି କୌଣସି ଫର୍ମାଟରେ ଶତକ ହାସଲ କରିବାରେ ସକ୍ଷମ ହୋଇ ନାହାଁନ୍ତି । ଏହି କାରଣରୁ ସେ ମଧ୍ୟ ଅନେକ…

ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ, ୩ ଅଟକ

ପାଟଣା,୧୮ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର କ୍ଷୀରେଇଟାଙ୍ଗିରି ଟୋଲ୍‌ଗେଟ ନିକଟରୁ ରବିବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ପିକ୍‌ଅପ୍‌କୁ ବଜରଙ୍ଗ ଦଳର କର୍ମୀମାନେ ଅଟକ ରଖି ଗାଡ଼ିରୁ ୯…

ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ…

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ…

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ବାହାରେ ଗରମ କମୁଛି। ତେବେ ଜଣାନାହିଁ ଅଧିବେଶନରେ କ’ଣ ହେବ। ପ୍ରଧାନମନ୍ତ୍ରୀ…

ଦନ୍ତାହାତୀର ମୃତଦେହ ଠାବ

ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି। ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜର ବାରାଗଡିଆ ଗାଁର ପୁରସ୍ତମ ସିଂଙ୍କ ବାଡ଼ିରେ ଏହି ଦନ୍ତା ହାତୀର…

ଇତିହାସ ରଚିଲେ ପାଣ୍ଡ୍ୟା

ମାଞ୍ଚେଷ୍ଟର,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଏହି ଐତିହାସିକ ବିଜୟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ରିଷଭ…

ଶୋଭାବର୍ଦ୍ଧକ ଅବା ରାଜନୈତିକ ନୁହେଁ ରାଜ୍ୟପାଳଙ୍କ ପଦବୀ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୮।୭ : ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ତାଙ୍କ କାର୍ଯ୍ୟକାଳ ଶେଷ ହେବାର ପ୍ରାୟ ଏକ ମାସ ପୂର୍ବରୁ ରାଜ୍ୟପାଳମାନଙ୍କୁ ରାଜ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ଭାବରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳଙ୍କ ପଦବୀ ଶୋଭାବର୍ଦ୍ଧକ ଅବା ରାଜନୈତିକ…

ଆଉଜଣେ ରସିକିଆ ସ୍ବାମୀ: ନିଜକୁ ସଫ୍ଟୱେର ଇଞ୍ଜିନିୟର କହି ଏକାଧିକ ଯୁବତୀଙ୍କୁ ବିବାହ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ଯୁବତୀ ଓ ମହିଳାଙ୍କୁ ବିବାହ କରି ଗିରଫ ହୋଇଥିଲେ ରମେଶ ସ୍ବାଇଁ। ସେ ଏବେ ଜେଲ୍‌ରେ ଥିବାବେଳେ ଆଉଜଣେ ରସିକିଆ ଠକ ଚର୍ଚ୍ଚାକୁ ଆସିଛନ୍ତି। ନିଜକୁ ସଫ୍ଟୱେର ଇଞ୍ଜିନିୟର…

କୋଣାଦିତ୍ୟର କଳାକୃତି ପାଇଁ ଅଖଣ୍ଡ ଓଡ଼ିଶାର ଶିଳ୍ପୀ ସାମିଲ ଥିଲେ

କୋଣାର୍କରେ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ଅଖଣ୍ଡ ଓଡ଼ିଶାର ଅବଦାନ ଥିଲା। ଓଡ଼ିଶାରୁ ଅଲଗା କରାଯାଇ ଅନ୍ୟ ପ୍ରଦେଶରେ ଯେଉଁ ଅଞ୍ଚଳଗୁଡ଼ିକୁ ମିଶାଇ ଦିଆଯାଇଛି, ସେମାନଙ୍କର ବି ଅବଦାନ ଥିଲା। ଯେମିତି ଆନ୍ଧ୍ରପ୍ରଦେଶରେ ମିଶିଥିବା ଅଞ୍ଚଳର ରାଜା, ଖଣ୍ଡପାଳଗଡ଼ର ନାୟକମାନେ ନିର୍ବିକାର ଭାବରେ…

ଏକୁଲ-ସେକୁଲରେ ପୁଣି ଜନନୀ ଯନ୍ତ୍ରଣା

କାମାକ୍ଷାନଗର,୧୮ା୭(ଡି.ଏନ୍‌.ଏ.): ଉପାନ୍ତରୁ ଉପକୂଳ। ଆଦିବାସୀବହୁଳ ଇଲାକାରୁ ଶିଳ୍ପସମୃଦ୍ଧ ଅଞ୍ଚଳ। ସ୍ବାସ୍ଥ୍ୟସେବାକୁ ନେଇ ସବୁଠି ତିକ୍ତ ଓ ନକାରାତ୍ମକ ଅନୁଭୂତି। ଦୁର୍ଗମ ଇଲାକାରେ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁ ନ ଥିବାରୁ ରୋଗୀ କାନ୍ଧରେ ବୁହାହେଉଛନ୍ତି ତ ଗର୍ଭବତୀଙ୍କୁ ମେଡିକାଲ ଆଣିବା ପାଇଁ ଉଛୁଳା…

ଜେଲ ଫେରନ୍ତା ଯୁବକଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୧୮।୭ (ବ୍ୟୁରୋ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣୀସ୍ଥିତ ମୁଣ୍ଡାସାହିଠାରେ ନିର୍ମାଣଧିନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଭିତରେ ଜେଲ ଫେରନ୍ତା ବିହାରୀ ଯୁବକ ମୁକେଶ ଚୌଧୁରୀଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାର ୪ ମାସ ପରେ ଫେରାର ଥିବା ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri