ରାଜ୍ୟରେ ବଢୁଛି କରୋନା: ଆଜି ୮୧୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୮୧୬ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୭୭ ଜଣ ଚିହ୍ନଟ ହୋଇଥିବା ବେଳେ…
ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ିଲା ଲୁଣି ପାଣି
ମହାକାଳପଡ଼ା,୧୮ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ସଂଲଗ୍ନ ଆଖଡ଼ାସାହି ସ୍ଲୁଇସ୍ ଗେଟ୍ ଦେଇ ଲୁଣିପାଣି ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ି ଯାଇଛି। ଗତ ୨ ଦିନ ହେବ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଉପରୋକ୍ତ ଜମିର ଫସଲ ନଷ୍ଟ…
ଘରେ ବିସ୍ଫୋରକ ଗୋଦାମର ପର୍ଦ୍ଦାଫାଶ୍…
ଜୟପୁର,୧୮।୭ : ରାଜସ୍ଥାନ ଜୟପୁର ପୋଲିସ କମିଶନରଙ୍କ କ୍ରାଇମ ବ୍ରାଞ୍ଚ ଟିମ ବେଆଇନ ବିସ୍ଫୋରକ ସାମଗ୍ରୀର ଏକ ଗୋଦାମ ଠାବ କରିବାରେ ସଫଳ ହୋଇଛି। ଜୟପୁରର ପଶ୍ଚିମ ଜିଲାର ହରମାଡା ଅଞ୍ଚଳରେ ଥିବା ଏକ ଆବାସିକ ଘରେ ଚଢ଼ାଉ କରିବା ପରେ…
ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍ ହର୍ ହର୍ ବମ୍, ଭୋଲା ବାବା ପାର୍ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍ ଯାତ୍ରା। ପାଣି ଢ଼ାଳିବା…
ଶପିଂ ମଲରେ ଗୁଳିକାଣ୍ଡ,ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…
ଓ୍ବାଶିଂଟନ,୧୮।୭ : ଆମେରିକାରେ ବନ୍ଧୁକ ସଂସ୍କୃତି ଯୋଗୁ ବିଭିନ୍ନ ସମୟରେ ଗୁଳିକାଣ୍ଡ ଘଟଣା ଘଟିବାରେ ଲାଗିଛି। ଏଭଳି ଘଟଣା ଧୀରେଧୀରେ ବଢ଼ିବାରେ ମଧ୍ୟ ଲାଗିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ରବିବାର ସାରେ ଇଣ୍ଡିଆନାର ଗ୍ରୀନଉଡ ପାର୍କ ଶପିଂ ମଲରେ ଗୁଳିକାଣ୍ଡ ଘଟିଛି।…
ବନ୍ୟାଜଳରେ ବନ୍ୟଜନ୍ତୁ: ଟାପୁରେ ଫସିିଛନ୍ତି ହରିଣ
ମାଲକାନଗିରି,୧୮ା୭ (ଡି.ଏନ୍.ଏ.): ପ୍ରବଳ ବର୍ଷା ଯୋଗୁ ଗତ ୬ଦିନ ଧରି ଓଡ଼ିଶା ସହ ଆନ୍ଧ୍ର ପ୍ରଦେଶ ବନ୍ୟାରେ ପ୍ରଭାବିତ ହୋଇଛି। ଏହି ବନ୍ୟାରେ ଅନେକ ଘରଦ୍ୱାର, ଚାଷଜମି ନଷ୍ଟ ହୋଇଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବନ୍ୟଜନ୍ତୁ। ଏପରି ଏକ ଦୃଶ୍ୟ…
ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ
ବାଲୁଗାଁ ,୧୮ା୭(ଡି.ଏନ୍.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା ଜଳ ଘରେ ପଶିବାରୁ ଲୋକଙ୍କ ଜୀବନ ବିପନ୍ନ ହୋଇପଡ଼ିଛି। ଆଙ୍କୁଲା ପଞ୍ଚାୟତର ପାଇକକୁଶଡ଼ିହ, ରାହାଣବେଲୀ,…
ବର୍ଷାରେ ଧୋଇଗଲା ରାସ୍ତା: ପାଣ୍ଡିଆବିଲି, ବୁଢ଼ାଙ୍ଗରା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
ଖୋର୍ଦ୍ଧା ଅଫିସ/ଜଟଣୀ/ବାଣପୁର, ୧୮ା୭(ଡି.ଏନ୍.ଏ.): ଲଗାଣ ବର୍ଷା ଯୋଗୁ ଦୟାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ଷାରେ ଜଟଣୀ ବ୍ଲକର ପାଣ୍ଡିଆବିଲି ଓ ବୁଢ଼ାଙ୍ଗରା ଗ୍ରାମକୁ ସଂଯୋଗ କରୁଥିବା ଏକ ଅସ୍ଥାୟୀ ରାସ୍ତା ଧୋଇଯାଇଛି। ୨୦ଫୁଟର ଘାଈ ସୃଷ୍ଟି ହେବା ସହ ପାଣି ପ୍ରବାହିତ…
ମହିଳାଙ୍କ ବୁଲିବା ଉପରେ ପାକିସ୍ତାନରେ କଟକଣା ଦାବି କଲା ଜିରଗା ପରିଷଦ…
ଇସଲାମାବାଦ,୧୮।୭: ପାକିସ୍ତାନରେ ମହିଳାଙ୍କ ଅଧିକାର ଉପରେ ନିରନ୍ତର ପହରା ଲଗା ଯାଉଛି। ନିକଟରେ ପାକିସ୍ତାନର ଏକ ଆଦିବାସୀ ପରିଷଦ ଜିରଗା ମହିଳାମାନଙ୍କୁ ପର୍ଯ୍ୟଟନ ଏବଂ ମନୋରଞ୍ଜନ ପାଇଁ ସର୍ବସାଧାରଣ ସ୍ଥାନ ପରିଦର୍ଶନ କରିବାକୁ ବାରଣ କରିଛି। ପରିଷଦ ଏହାକୁ ଅନୈତିକ ଏବଂ…
ମାଳବନ୍ଧରେ ୭୫ ଫୁଟର ଘାଇ
ନୟାଗଡ଼ ଅଫିସ,୧୮ା୭: ଲଘୁଚାପଜନିତ ବର୍ଷାରେ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଶନିବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷାରେ ଲୁଣିଝରା, କୁସୁମୀ ପରୀ ନଦୀରେ ବନ୍ୟା ଆସିଛି। ନୟାଗଡ଼ ବ୍ଲକର ବାଲିକୁଦିଆରେ ଲୁଣିଝରା ନଦୀ ମାଳବନ୍ଧରେ…
୩ ଚାଇନା ନାଗରିକଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର
ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭାରତ ସମେତ ବିଭିନ୍ନ ଦେଶରେ କ୍ରେଡିଟ୍ ଗୋଲ୍ଡ ଲୋନ ଆପ୍ ସମେତ ଅନ୍ୟାନ୍ୟ ଲୋନ ଆପ୍ରେ ହୋଇଥିବା ବଡ଼ଧରଣର ଠକେଇ ଓ ନିର୍ଯାତନା ମାମଲାରେ ମାଷ୍ଟରମାଇଣ୍ଡ ଥିବା ୩ ଚାଇନା ନାଗରିକଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିହ୍ନଟ…
ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…
କ୍ୱିଭ୍,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର ଘରୋଇ ସୁରକ୍ଷା ଏଜେନ୍ସିର ମୁଖ୍ୟ ଇଭାନ ବକାନୋଭ ଏବଂ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇରିନା…
Archives


