Home

ଦିବ୍ୟାଙ୍ଗ ଝିଅ ପାଇଁ ପିତା ତିଆରି କଲେ ମା‘ ରୋବୋଟ…

ପଣଜୀ, ୨୫।୯ : ଅସୁସ୍ଥ ସ୍ତ୍ରୀଙ୍କ ଦ୍ୱାରା ଦିବ୍ୟାଙ୍ଗ ଝିଅଙ୍କୁ ଖାଇବାକୁ ଦେବାରେ ସମସ୍ୟା ଉପୁଜିବାରୁ ଗୋଆର ବିପିନ କଦାମ ନାମକ ଜଣେ ବ୍ୟକ୍ତି ମା’ ରୋବୋଟ ବିକଶିତ କରିଛନ୍ତି। ରୋବୋଟ ତାଙ୍କ ଝିଅଙ୍କୁ ଖାଦ୍ୟ ଖୁଆଇ ଦେଉଛି। ଗୋଆ ଷ୍ଟେଟ…

ବ୍ରେଡ୍‌ ଲ୍ୟାମ୍ପ

ବ୍ରେଡ ବା ପାଉଁରୁଟି ତ ସମସ୍ତେ ଖାଇଥିବେ। ତେବେ ଯଦି କିଛି ବ୍ରେଡ ବେଶି ଦିନ ରହିଯାଇ ନଷ୍ଟ ହେବାକୁ ଲାଗେ ତେବେ ପ୍ରାୟ ସମସ୍ତେ ତାକୁ ଫୋପାଡି ଦିଅନ୍ତି। କିନ୍ତୁ ୟୁକିକୋ ମୋରିତା ନାମକ ଜଣେ ବେକର୍‌ ଯେକି ଏବେ…

କାନ ଫୋଡ଼ାଇ ଆଜ୍‌ମା ସମସ୍ୟାର ଚିକିତ୍ସା, ବିଏଚୟୁ ୬୦ ଜଣଙ୍କ ଉପରେ କରୁଛି ପରୀକ୍ଷା…

ବାରାଣସୀ, ୨୫।୯ : ଆୟୁର୍ବେଦ, ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ, ବିଏଚୟୁରେ ଅବସ୍ଥିତ କାୟା ମେଡିସିନ ବିଭାଗରେ ଆଜମା ସମସ୍ୟାର ଚିକିତ୍ସା ପାଇଁ ରୂପା କାନଫୁଲର ବ୍ୟବହାର କରାଯାଉଛି। ଏହି ପଦ୍ଧତିକୁ କର୍ଣ୍ଣ ବେଧନ କୁହାଯାଉଛି। ଏହି ପଦ୍ଧତି ୬୦ ଜଣଙ୍କ…

ଜାଣନ୍ତି କି ଉଡାଜାହାଜର ବି ଅଛି କବରସ୍ଥଳ

କିଛି ଧର୍ମରେ ମୃତ୍ୟୁପରେ ମଣିଷଙ୍କୁ କବର ଦିଆଯାଇଥାଏ। ସେଥିପାଇଁ ଗାଁ ଓ ସହରରେ କବରସ୍ଥଳ ଥାଏ। ଯେଉଁଠି ଲୋକେ ନିଜ ପରିବାରର ଦିବଗନ୍ତ ସଦସ୍ୟଙ୍କୁ କବର ଦେଇଥାନ୍ତି। ତେବେ ଜାଣନ୍ତି କି ମଣିଷଙ୍କ ପରି ଉଡାଜାହାଜ ବା ବିମାନର କବରସ୍ଥଳ ବି…

ଭାଇଚାରା: ଆଗ୍ରାର ମୁସଲମାନ ପରିବାର ତିଆରି କରୁଛନ୍ତି ଦଶହରା ଲାଗି ରାବଣ ମୂର୍ତ୍ତି…

ଆଗ୍ରା, ୨୫।୯ : ଆଗ୍ରାର ଐତିହାସିକ ରାମଲୀଳାରେ ହିନ୍ଦୁ-ମୁସଲମାନ ଏକତାର ବାର୍ତ୍ତା ଏକ ଉଦାହରଣ ସୃଷ୍ଟି କରୁଛି। ଆଗ୍ରା ରେ, ରାବଣ ଏବଂ ତାଙ୍କ ପରିବାର ସଦସ୍ୟଙ୍କର ମୂର୍ତ୍ତିଗୁଡ଼ିକ ମଥୁରାର କୋସି କଳାର ମୁସଲମାନ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଛି। ଚଳିତ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୫।୯ : ଭାରତୀୟ ଯବାନମାନେ କଶ୍ମୀର ଡିଭିଜନର କୁପୱାରା ଜିଲାର ମାଛିଲ ସେକ୍ଟରରେ ଥିବା ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି। କୁହାଯାଉଛି ଯେ ସୁରକ୍ଷା ବାହିନୀ ଲାଇନ ଅଫ କଣ୍ଟ୍ରୋଲ ନିକଟରେ ଦୁଇଜଣ ଆତଙ୍କବାଦୀଙ୍କୁ ଗୁଳି କରିଛନ୍ତି। ସେମାନଙ୍କ…

ନିଆରା ସମ୍ପର୍କ

ଆଜିକାଲି ଦେଖାଯାଉଛି ମଣିଷ ଭିତରୁ ସ୍ନେହ, ମମତା ଭାବ ଦୂରେଇ ଯିବାରେ ଲାଗିଛି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା ଛୋଟିଆ କୁକୁର ଛୁଆ ଓ ଏକ ବତକର ସ୍ନେହ ମମତାଭରା ଏକ ସୁନ୍ଦର ଭିଡିଓ, ଯାହାକୁ ଲକ୍ଷ ଲକ୍ଷ…

କେବଳ ଲୟ ରଖରେ ବାବା

ଗଛ ତଳେ ଜଣେ ସନ୍ଥ ବିଶ୍ରାମ ନେଉଥିଲେ l ଗଛର ଗୋଟିଏ ଶାଖାରେ ପଞ୍ଜୁରିଟିଏ ଓହଳି ଥାଏ l ପଞ୍ଜୁରି ଭିତରେ ଶାରୀଟିଏ ଥାଇ ଆନନ୍ଦରେ ଗୀତ ଗାଉଥlଏ l ଠିକ୍‌ ସେହି ସମୟରେ ସେ ଅଞ୍ଚଳର ଜଣେ ସେଠ୍‌ ଆସି…

ରାଷ୍ଟ୍ରପତିଙ୍କ ପ୍ରେସ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା ୨ ବର୍ଷ…

ନୂଆଦିଲ୍ଲୀ, ୨୫।୯ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରେସ ସଚିବ ଅଜୟ କୁମାର ସିଂଙ୍କ କାର୍ଯ୍ୟକାଳ ଦୁଇ ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫଳରେ ଏବେ ଅଜୟ କୁମାରଙ୍କ କାର୍ଯ୍ୟକାଳ ୨୫ ସେପ୍ଟେମ୍ବର ୨୦୨୪…

ଶପିଂ କରିପାରିବି ୩୬୫ ଦିନ

ପିଲାଦିନ: ଯାଜପୁର ଜିଲା ନୀଳାଦେଇ ପୁରରେ ମୋ ଗାଁ। ସେଇ ଗାଁରେ ଅଛି ମୋର ଅନେକ ସ୍ମୃତି। ପିଲାଦିନେ ମୁଁ ଗାଁ ଆମ୍ବ ତୋଟାରୁ ଆମ୍ବ ତୋଳୁଥିଲି, ଅନ୍ୟ ବାଡିରୁ ପିଜୁଳି, କୋଳି ଚୋରି କରୁଥିଲି। ହେଲେ ଏସବୁ କରିବାବେଳେ ମୁଁ…

ପାକିସ୍ତାନରୁ ଆସିଥିବା ପ୍ରଦୀପ ଜ୍ୟୋତି ପୂଜା ଉପରେ ରୋକ ଲଗାଇଲେ ଗେହଲୋଟ ସରକାର …

ଜୟପୁର, ୨୫।୯ : ରାଜସ୍ଥାନର ସୀମାନ୍ତ ବାଡମେର ଜିଲାରେ ଅବସ୍ଥିତ ହିଙ୍ଗଲାଜ ମାତା ମନ୍ଦିରରେ ନବରାତ୍ରୀ ସମୟରେ ପୂଜାପାଠ ଉପରେ ଲାଗିଥିବା ନିଷେଧାଦେଶକୁ ନେଇ ବିବାଦ ବୃଦ୍ଧି ପାଇଛି। ଏହି ପ୍ରସଙ୍ଗରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ସରକାରଙ୍କୁ ଭାଜପା ନେତା…

ଶାଶୁ ଶ୍ୱଶୁରଙ୍କୁ ଉପହାର ଦେଇଥିଲି

ଦୁଇହଜାର ପାଞ୍ଚ ମସିହା, ଫେବୃୟାରୀ ମାସ। ତାରିଖ ଠିକ୍‌ ଭାବେ ମନେନାହିଁ। ସେଣ୍ଟ୍ରାଲ ବ୍ୟାଙ୍କରୁ ଉଠାଇଥିଲି ପନ୍ଦରଶହ ଟଙ୍କା, ସରକାରୀ ଚାକିରି ଜୀବନର ମୋ ପ୍ରଥମ କମାଣି। ଜାନୁୟାରୀ ମାସରେ ଯୋଗ ଦେଇଥିଲି ଶିକ୍ଷୟିତ୍ରୀ ଭାବେ। ଦରମା ଆସିବା ପର୍ଯ୍ୟନ୍ତ ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?