ସୁବର୍ଣ୍ଣରେଖା ବନ୍ୟା ପରେ ଖସୁଛି ଅତଡ଼ା
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟା ପରେ ବିଭିନ୍ନ ସ୍ଥାନରେ ନଦୀକୂଳରେ ଅତଡା ଖସିବାରେ ଲାଗିଛି। ଫଳରେ ତଟକୂଳବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଆଗାମୀ ଦିନରେ ଏସବୁର ସ୍ଥାୟୀ ପ୍ରତିକାର ନ କଲେ ପରିସ୍ଥିତି ଅଧିକ ଜଟିଳ ହେବାର ଆଶଙ୍କା ରହିଛି। ଓଡିଶା…
ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ
କେନ୍ଦୁଝର,୨୯।୮: କେନ୍ଦୁଝର ପୁରୁଣା ସହର ସିଦ୍ଧସାଧନର ପୀଠ ସିଦ୍ଧମଠରେ ଥିବା ସିଦ୍ଧ ଜଗନ୍ନାଥ ମନ୍ଦିର ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ମନ୍ଦିର କାନ୍ଥରେ ଅନାବନା ଗଛ ଉଠି ଏହାର ସୌନ୍ଦର୍ଯ୍ୟ ନଷ୍ଟ କରୁଥିଲେ ମଧ୍ୟ ସଫେଇ ପ୍ରତି ଧ୍ୟାନ ଦିଆଯାଉନାହିଁ।…
ନମ୍ବର ପ୍ଲେଟ ଖୋଲି ମୋରମ ଚୋରାଚାଲାଣ
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ଜଳେଶ୍ୱର ବ୍ଲକ ରାଇବଣିଆର ବିଭିନ୍ନ ଜଙ୍ଗଲ ଅଞ୍ଚଳରୁ ପଶ୍ଚିମବଙ୍ଗକୁ ବ୍ୟାପକ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ମୋରମ ଖନନ ଓ ପରିବହନ ପାଇଁ କେତେକ ସରକାରୀ କଟକଣା ଥିଲାବେଳେ କେତେକ ର଼୍ୟାକେଟ ଖୁଲମଖୁଲା ଚାଲାଣ କରୁଥିବା କେତେକ…
ଘର ଲୋକେ ଘର ଛାଡ଼ିବାକୁ ବାଧ୍ୟ କଲେ, ବର୍ତ୍ତମାନ କଂଗ୍ରେସରେ ଡାକ୍ତର ଜଣେ କମ୍ପାଉଣ୍ଡର, ଗୁଲାମ ନବୀ ବଖାଣିଲେ ଅନ୍ତର ବ୍ୟଥା…
ନୂଆଦିଲ୍ଲୀ, ୨୯।୮ : କଂଗ୍ରେସ ଛାଡିବା ପରେ ଗୁଲାମ ନବୀ ଆଜାଦ ପୁଣି ଥରେ ଗଣମାଧ୍ୟମ ସହ କଥା ହୋଇଛନ୍ତି। ଏହି ସମୟରେ ସେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର ଉତ୍ତର ଦେଇଥିଲେ। ସେ କହିଛନ୍ତି ଯେ ଘର ଲୋକେ ତାଙ୍କୁ…
‘ଘର ଲୋକ ହିଁ ଘର ଛାଡିବାକୁ କଲେ ବାଧ୍ୟ’
ନୂଆଦିଲ୍ଲୀ,୨୯।୮: କଂଗ୍ରେସ ଛାଡିବା ପରେ ପ୍ରଥମଥର ଗୁଲାମ ନବୀ ଆଜାଦ ଗଣମାଧ୍ୟମ ଜରିଆରେ ଦଳ ଉପରେ ବର୍ଷିଛନ୍ତି। କିଏ ନିଜେ ପରିବାର ଛାଡିବାକୁ ଚାହେଁ। ମୋତେ କଂଗ୍ରେସ ଲୋକ ହିଁ ଦଳ ଛାଡିବାକୁ ବାଧ୍ୟ କରିଥିଲେ। ଯେତେବେଳେ ପରିବାର ଲୋକଙ୍କୁ ଲାଗେ…
କାଚ ଗୁଲିରେ ଗଣେଶ
ବାରିପଦା ଅଫିସ,୨୯ା୮: ବାରିପଦା ସହରର ତୁଳସୀଚଉରାର ଫ୍ରେଣ୍ଡସ ୟୁନିଅନ କ୍ଲବଠାରେ ପୂଜା ପାଇବେ ୧୩ ଫୁଟ ଉଚ୍ଚର ଗଜାନନ। ୫୫ହଜାର କାଚ ଗୁଲିିରେ ଏହି ମୂର୍ତ୍ତି ନିର୍ମାଣ କରାଯାଇଛି। କ୍ଲବର ସଦସ୍ୟମାନେ ଚଳିତ ବର୍ଷ ଧୂମଧାମରେ ପୂଜା ପାଳନ କରିବା ପାଇଁ…
ଛାତ୍ରୀଛାତ୍ରମାନଙ୍କୁ ଗୋଟିଏ ଶ୍ରେଣୀ କକ୍ଷରେ ବସାଇବା ଭାରତୀୟ ସଂସ୍କୃତିର ଅବମାନନା, ନେତାଙ୍କ ମନ୍ତବ୍ୟ ନେଇ ଉତ୍ତେଜନା …
ଥିରୁଭାନନ୍ତପୁରମ୍, ୨୯।୮ : କେରଳର ହିନ୍ଦୁ ଏଜାଭା ସମ୍ପ୍ରଦାୟର ନେତା ଭେଲାପାଲି ନାଟସନ କହିଛନ୍ତି ଯେ ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରମାନଙ୍କୁ ଏକାଠି ବସାଇବା ଭାରତୀୟ ସଂସ୍କୃତିର ବିରୋଧୀ ତଥା ଅବମାନନା ଏବଂ ଏହା ଅରାଜକତା ସୃଷ୍ଟି କରେ। କୋଚିରେ ଗଣମାଧ୍ୟମ ପ୍ରତିନିଧିଙ୍କ…
ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା
ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି ଆକ୍ରମଣର…
ଡିଭାଇଡରରେ ପିଟି ହେଲା କାର୍: ଜଣେ ମୃତ, ୫ ଆହତ
ଗଞ୍ଜାମ,୨୯ା୮(ଡି.ଏନ୍.ଏ.): ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି କାର୍ ଦୁର୍ଘଟଣାରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଦେବରାଜ (୩୨)ବର୍ଷ।…
ଭାଜପା ଏଏପି ବିଧାୟକଙ୍କୁ କିଣିବାରେ ଫେଲ୍ ମାରିଛି: କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୨୯।୮: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ସୋମବାର ବିଧାନସଭାରେ ବିଶ୍ୱାସ ପ୍ରସ୍ତାବ ଆଗତ କରିଛନ୍ତି। ବିଧାନସଭାରେ ଏହି ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆଜି ଆମେ…
ହିଜାବ୍ ମାମଲାରେ କେରଳ ସରକାରଙ୍କୁ ନୋଟିସ…
ନୂଆଦିଲ୍ଲୀ, ୨୯।୮ : ହିଜାବ ନିଷେଧ ମାମଲାରେ କର୍ନାଟକ ସରକାରଙ୍କୁ ସୁପ୍ରିମକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ସେପ୍ଟେମ୍ବର ୫ରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ଶୁଣାଣି କରିବେ। ହିଜାବ ନିଷେଧାଦେଶକୁ ସମର୍ଥନ କରି କର୍ନାଟକ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ରୋକ ଲଗାଇବାକୁ…
ଷ୍ଟ୍ରଙ୍ଗ୍ରୁମ୍ରେ ଓଟିଇଟି ପ୍ରଶ୍ନପତ୍ର,ବାହାରେ ଘୂରି ବୁଲୁଛି ଉତ୍ତର ସିଟ୍
ମାଲକାନଗିରି,୨୯ା୮(ଡି.ଏନ୍.ଏ.): ସାରା ରାଜ୍ୟରେ ସୋମବାର ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ହେଇଥିବା ବେଳେ ମାଲକାନଗିରି ଜିଲାରେ ମଧ୍ୟ ୩ଟି ସେଣ୍ଟର୍ରେ ପରୀକ୍ଷା ହେଉଛି। ତେବେ ପରୀକ୍ଷା ଆରମ୍ଭ ନ ହେଉଣୁ ପ୍ରଶ୍ନର ଉତ୍ତର ସିଟ୍ ଭାଇରାଲ ହୋଇଛି। ଏହି ଓଟିଇଟି ପରୀକ୍ଷା ପାଇଁ…
Archives


