ମାର୍କେଟ୍ରେ ମିଳୁନି ଅଣ୍ଡା, ବ୍ରେଡ୍
କଲମ୍ବୋ,୧୬ା୭: ଶ୍ରୀଲଙ୍କାରେ ରାଜନୈତିକ ଏବଂ ଆର୍ଥିକ ସଙ୍କଟ ଯୋଗୁ ସୁପରମାର୍କେଟରେ ଖାଦ୍ୟ ଏବଂ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଶେଷ ହୋଇଗଲାଣି। ଏପରିକି ଶ୍ରୀଲଙ୍କାରେ ଲୋକେ ଗ୍ୟାସ, ରନ୍ଧନ ତୈଳ, ଚିନି, କ୍ଷୀର ପାଉଡର, ଔଷଧ ପରି ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ…
ଶ୍ରୀଲଙ୍କାରେ ଶାନ୍ତିପୂର୍ଣ୍ଣ ସାମ୍ବିଧାନିକ ଭାବେ ହେଉ କ୍ଷମତା ହସ୍ତାନ୍ତର, ଜାତିସଂଘର ଅନୁରୋଧ …
ଜେନେଭା, ୧୬।୭ : ମିଳିତ ଜାତିସଂଘ ଶ୍ରୀଲଙ୍କାର ନେତାମାନଙ୍କୁ ଦେଶର ସମ୍ବିଧାନ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ଅନୁରୋଧ କରିଛି। ସପ୍ତାହେ ଧରି ଶ୍ରୀଲଙ୍କାରେ ଜାରି ରହିଥିବା ବିକ୍ଷୋଭ ପରେ ଗୋଟାବାୟା ରାଜପାକ୍ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି।…
ପାଣିମିଟର ପାଇଁ ବେଆଇନ ଭାବେ ଟଙ୍କା ନେଇ ବନ୍ଧା ହେଲେ ଯୁବକ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗର ‘ଜିରୋ ଟଲେରାନ୍ସ’ ଯୋଗୁ ଓ୍ବାଟ୍କୋ ନାଁରେ ବେଆଇନ ଭାବେ ଅର୍ଥ ଆଦାୟ କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୋଲିସ। ସମ୍ପୃକ୍ତ ଯୁବକ ଏଭଳି ଅର୍ଥ ଆଦାୟ କରୁଥିବାର ଅଭିଯୋଗ…
ଶ୍ରୀଲଙ୍କାରେ ହାହାକାର, ୬୦ ଲକ୍ଷରୁ ଅଧିକ ଲୋକ ଉପାସ …
କଲମ୍ବୋ, ୧୬।୭ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ମୁଦ୍ରାସ୍ଫୀତି ଏତେ ବୃଦ୍ଧି ପାଇଛି ଯେ ଲୋକଙ୍କ ପାଇଁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ଼ କରିବା କଷ୍ଟକର ହୋଇ ପଡୁଛି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଚପି) କହିଛି ଯେ…
ଅଢ଼େଇ କୋଟିରୁ ଅଧିକ ନବଜାତ ଶିଶୁଙ୍କୁ ଦିଆଯାଇନି ଅତ୍ୟାବଶ୍ୟକ ଟିକା, ଡବ୍ଲୁଏଚଓ-ୟୁନିସେଫ୍ ପକ୍ଷରୁ ସତର୍କ ସୂଚନା…
ଜେନେଭା, ୧୬।୭ : ଡବ୍ଲୁଏଚଓ ଏବଂ ୟୁନିସେଫର ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୨୦୨୧ ବର୍ଷରେ ବିଶ୍ୱରେ ଅଢ଼େଇକୋଟିରୁ ଅଧିକ ନବଜାତ ଶିଶୁଙ୍କୁ ଅତ୍ୟାବଶ୍ୟକ ଟିକା ପ୍ରଦାନ କରାଯାଇ ନାହିଁ। ଗତ ୩୦ ବର୍ଷ ମଧ୍ୟରେ ଏଭଳି ସ୍ଥିତି କେବେ ସୃଷ୍ଟି…
ବଡ଼ ଧରଣର ଡକାୟତି ଉଦ୍ୟମ ପଣ୍ଡ: ସିସିଟିଭିରେ କଏଦ ହେଲେ ଦୁର୍ବୁତ୍ତ
ଭବାନୀପାଟଣା,୧୬।୭(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କଲମପୁର ବ୍ଳକ ଖଣ୍ଡିଡଙ୍ଗରିଗୁଡା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଡକାୟତି ପଣ୍ଡ ହୋଇଛି। ପ୍ରାୟ ୧୪ଜଣ ଦୁର୍ବୃତ୍ତ ରାତି ୧୨ଟାରେ ମୁହଁରେ ମୁଖା, ମାରଣାସ୍ତ୍ର ଧରି ଗାଁର ବ୍ୟବସାୟୀ…
କୋର୍ଟରେ ଆଞ୍ଚଳିକ ଭାଷାକୁ ଗୁରୁତ୍ୱ ପ୍ରଦାନ ଜରୁରୀ, ମୌସୁମୀ ଅଧିବେଶରେ ୭୧ ହେବ ଆଇନ ରଦ୍ଦ…
ଜୟପୁର,୧୬।୭ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ଜୟପୁରରେ କହିଛନ୍ତି ଯେ ନିମ୍ନ ଅଦାଲତ ଏବଂ ହାଇକୋର୍ଟରେ ଆଞ୍ଚଳିକ ତଥା ସ୍ଥାନୀୟ ଭାଷାକୁ ଗୁରୁତ୍ୱପ୍ରଦାନ କରାଯିବା ଉଚିତ। ସେ କହିଛନ୍ତି ଯେ ମାତୃଭାଷାକୁ ଇଂଲିଶ୍ଠାରୁ କମ ବିବେଚନା କରାଯିବା…
ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିପାରେ ଭାଜପା
ନୂଆଦିଲ୍ଲୀ,୧୬।୭: ଦେଶରେ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୈତିକ ସରଗରମ ରହିଛି। ଶନିବାର ହେବାକୁ ଥିବା ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ସମ୍ପର୍କରେ ଭାଜପା ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି…
ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …
ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ଏଏପି
ନୂଆଦିଲ୍ଲୀ,୧୬।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ କରିବ ଆମ ଆଦମୀ ପାର୍ଟି(ଏଏପି)। ଶନିବାର ଏନେଇ ରାଜ୍ୟ ସଭା ଏମ୍ପି ସଞ୍ଜୟ ସିଂ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଆମର ସମ୍ମାନ…
ବଦଳିବ ଔରଙ୍ଗାବାଦ-ଓସ୍ମାନାବାଦର ନାମ
ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଏକନାଥ ଶିିନ୍ଦେ ଔରଙ୍ଗାବାଦ ଏବଂ ଓସ୍ମାନାବାଦର ନାମ ପରିବର୍ତ୍ତନ କରିବାକୁ ଘୋଷଣା କରିଛନ୍ତି। ମହାରାଷ୍ଟ୍ର କ୍ୟାବିନେଟର ବୈଠକରେ ଔରଙ୍ଗାବାଦର ନାମ ସମ୍ଭାଜିନଗର ଓ ଓସ୍ମାନାବାଦକୁ ଧରାଶିଭ ନାମରେ ନାମିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ନଭି ମୁମ୍ବାଇ…
୨୯୬ କିଲୋମିଟର ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କଲେ ମୋଦି
କାନପୁର,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାଲୌନରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିଛନ୍ତି । ଶନିବାର ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୋଦି କାନପୁର ଏୟାର ପୋର୍ଟରେ ପହଞ୍ଚିବା ପରେ ସେଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ…
Archives


