Home

ସିରିଜ ବରାବର କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୩।୯: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ବାଜିମାତ କରିଛି ଟିମ୍‌ ଇଣ୍ଡିଆ। ଦଳ ଏହି କର ବା ମର ମ୍ୟାଚ୍‌କୁ ୬ ଉଇକେଟରେ ଜିତିନେଇ ସିରିଜକୁ ବରାବର କରିଛି। ଦ୍ୱିତୀୟ ଟି୨୦ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ…

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ ତାଙ୍କ…

ଟି୨୦ ବିଶ୍ୱକପ୍‌ ପରେ ବାଜିବ ଆଇପିଏଲ୍‌ ବିଗୁଲ୍‌

ନୂଆଦିଲ୍ଲୀ,୨୩।୯: ଟି୨୦ ବିଶ୍ୱକପ୍‌ ପରେ ବାଜିପାରେ ଆଇପିଏଲ୍‌ର ଆଗାମୀ ସିଜନର ବିଗୁଲ୍‌। ଡିସେମ୍ବରରେ ଆଇପିଏଲ୍‌-୨୦୨୩ ଲାଗି ଅକ୍ସନ କରାଯାଇପାରେ। ଏହା ଏକ ମିନି ଅକ୍ସନ ହେବାକୁ ଯାଉଥିବା ବେଳେ ଏହା କେଉଁଠି ହେବ ତାହା ସ୍ଥିର କରାଯାଇନାହିଁ। ଡିସେମ୍ବର ଦ୍ୱିତୀୟ ଅଥବା…

ସନ୍ନ୍ୟାସ ନେଇ ଘୋଷଣା କଲେ ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର

ନୂଆଦିଲ୍ଲୀ,୨୩।୯: ଭାରତୀୟ କିମ୍ବଦନ୍ତୀ ମହିଳା ପେସର୍‌ ଝୁଲନ ଗୋସ୍ବାମୀ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶନିବାର(ସେପ୍ଟେମ୍ବର ୨୪)ରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ତାଙ୍କର ଶେଷ ମୁକାବିଲା…

ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ନିମନ୍ତ୍ରଣ: ୨ ପରିବର୍ତ୍ତନ ସହ ଓହ୍ଲାଇଛି ଟିମ୍‌ ଇଣ୍ଡିଆ

ନାଗପୁର,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଏଠାରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତ ଏକାଦଶରେ…

ଜାଣନ୍ତୁ ଆମିରଙ୍କ ଭାବିଜ୍ୱାଇଁ ନୁପୁର କିଏ?ଆୟରାଙ୍କୁ ବିବାହ କରିବାକୁ କରିଛନ୍ତି ପ୍ରପୋଜ…

ବମ୍ବେ: ଦୀର୍ଘଦିନର ପ୍ରେମ ସମ୍ପର୍କ ପରେ ବିବାହ କରିବାକୁ ସହମତି ପ୍ରକାଶ କରିଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାଁଙ୍କ ଝିଅ ଆୟରା। ଖୁବ୍‌ଶୀଘ୍ର ନୁପୁର ଶିଖରଙ୍କର ସହ ତାଙ୍କର ବିବାହ ହୋଇପାରେ। ଫିଲ୍ମ ଷ୍ଟାଇଲରେ ଇଟାଲୀରେ ସେ ଆୟରାଙ୍କୁ ପ୍ରପୋଜ କରିଛନ୍ତି।…

ସୁନା-ରୂପା କିଣିବା ହେବ ଅଧିକ ମହଙ୍ଗା; ବଢ଼ିଲା ହଲମାର୍କିଂ ଚାର୍ଜ

ନୂଆଦିଲ୍ଲୀ,୨୩।୯: ସୁନା ଓ ରୂପା ହଲ୍‌ମାର୍କିଂ ଉପରେ ଫି’ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ବ୍ୟୁରେ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଏସ୍‌)ର ବିଜ୍ଞପ୍ତି ଅନୁଯାୟୀ ସୁନା ଅଳଙ୍କାର ଲାଗି ହଲମାର୍କିଂ ଫି’ ୩୫ରୁ ୪୫ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିସହ ରୂପା ଅଳଙ୍କାର ଏବଂ…

ବର୍ଷକର ପୁଅକୁ କୋଳରେ ଧରି ଇ-ରିକ୍ସା ଚଳାଉଛନ୍ତି ଏହି ମା’; ଅନେକଙ୍କ ପାଇଁ ସାଜିଛନ୍ତି ପ୍ରେରଣା

ସନ୍ତାନଟିଏ ପାଇଁ ମା’ କେବଳ ନଅ ମାସ ଗର୍ଭରେ ଧରିବା ସହ ଯନ୍ତ୍ରଣା ସହେ ନାହିଁ, ଆବଶ୍ୟକ ପଡ଼ିଲେ ସେ ପିତାର ଦାୟିତ୍ୱ ମଧ୍ୟ ତୁଲାଇପାରେ। ଆଜିକାଲି ସମୟରେ ପରିବାର ଏବଂ ପିଲାଙ୍କୁ ଭଲ ପୋଷଣ ଦେବାରେ ମହିଳାମାନେ ପଛରେ ନାହାନ୍ତି।…

ନାଗପୁରରେ ଟି-୨୦ ମ୍ୟାଚ: ଟସ୍‌ରେ ବିଳମ୍ବ

ନାଗପୁର,୨୩।୯: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଶୁକ୍ରବାର ନାଗପୁର ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଟି-୨୦ ମ୍ୟାଚର ଟସ୍‌ ଆରମ୍ଭରେ ବିଳମ୍ବ ହୋଇଛି। ସୂଚନାଯୋଗ୍ୟ, ବୁଧବାର ରାତିରେ ନାଗପୁରରେ ପ୍ରବଳ ବର୍ଷା ହୋଇଥିଲା। ଏନେଇ ଗୁରୁବାର ଉଭୟ…

ତ୍ରିପୁରାରେ ଭାଜପାକୁ ଝଟ୍‌କା

ଅଗରତାଲା,୨୩।୯: ତ୍ରିପୁରାରେ ଭାଜପାକୁ ଏକ ଝଟ୍‌କା ଲାଗିଛି। ରାଜ୍ୟର କାର୍ବୁକ ବିଧାନସଭାର ବିଧାୟକ ବୁର୍ବା ମୋହନ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଟିପ୍ରା ମୋଥା ପାର୍ଟିରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଶୁକ୍ରବାର ବୁର୍ବା ମୋହନ ତ୍ରିପୁରା ବିଧାନସଭା ସଦସ୍ୟତାରୁ ଇସ୍ତଫା…

ଲାଲ୍‌ ରଙ୍ଗର ସାଲଓ୍ବାର ସାଙ୍ଗକୁ ଲମ୍ବା କେଶ: ଭାଇରାଲ ହେଉଛି ଆୟୁଷ୍ମାନଙ୍କ ଯୁବତୀ ବେଶ…

ବମ୍ବେ: ଆଗାମୀ ଫିଲ୍ମ ‘ଡ଼୍ରିମଗର୍ଲ-୨’ ଲାଗି ଘୋଷଣା ପରେ ଶୁଟିଂ ଆରମ୍ଭ କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନା। ଯୁବତୀ ବେଶରେ ତାଙ୍କୁ ସ୍ପଟ୍‌ ମଧ୍ୟ କରାଯାଇଛି। ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ଲାଲ ରଙ୍ଗର ସାଲଓ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?