ଶାଶୁଘର ଆଗରେ ବୋହୂଙ୍କ ଧାରଣା
ଗଞ୍ଜାମ,୨୭।୮(ଡି.ଏନ୍.ଏ.): ଶାଶୁଘର ଆଗରେ ଧାରଣା ଦେଲେ ବୋହୂ। ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାରଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗରେ…
ଶତ୍ରୁର ଶତ୍ରୁ ମିତ୍ର, ଭାରତ ଉଦ୍ଦେଶ୍ୟରେ ଆମେରିକା ନୌସେନା ଅଧିକାରୀଙ୍କ ମନ୍ତବ୍ୟ…
ଓ୍ବାଶିଂଟନ, ୨୭।୮ : କୁହାଯାଏ ଯେ ଶତ୍ରୁର ଶତ୍ରୁ ମିତ୍ର। ଚାଇନା ସହିତ ସମ୍ପର୍କ ଖରାପ ହେବା ମଧ୍ୟରେ ଆମେରିକା ବର୍ତ୍ତମାନ ଭାରତକୁ ମିତ୍ର ଭୂମିକାରେ ଦେଖୁଛି। ଆମେରିକାର ନୌସେନାର କାର୍ଯ୍ୟନିର୍ବାହୀ ମୁଖ୍ୟ ଆଡମିରାଲ ମାଇକ ଗିଲଡେ ଦେଇଥିବା ବିବୃତ୍ତିରୁ ଏହା…
ଆଇଏଏସ୍ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ…
ୟୁନିସେଫର ଚେତାବନୀ. ଦରଦାମ ବୃଦ୍ଧି ଯୋଗୁ ଶ୍ରୀଲଙ୍କାରେ ଛୋଟପିଲା ଭୋକିଲା ଶୋଉଛନ୍ତି…
ଜେନେଭା, ୨୭।୮ : ୟୁନିସେଫ ଚେତାବନୀ ଦେଇଛି ଯେ ଶ୍ରୀଲଙ୍କା ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଲୋକଙ୍କ ପାଇଁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଡ଼ କରିବା କଷ୍ଟସାଧ୍ୟ ହୋଇପଡିଛି। ପୁଷ୍ଟିହୀନତା ଦେଶରେ ସର୍ବାଧିକସ୍ତରରେ ପହଞ୍ଚିଛି। ଗରିବ ଏବଂ ଛୋଟ ପିଲାମାନେ ଏହା…
ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ଚାଷୀ
କର୍ଲାମୁଣ୍ଡା,୨୭ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା, ଗଜବାହଲ, ରିଷିଡ଼ା ପଞ୍ଚାୟତର ସରପଞ୍ଚ ଓ ଚାଷୀ ପ୍ରତିନିଧି ଶନିବାର ବଲାଙ୍ଗୀର ଜିଲା ତୁଷରା ଏନ୍ଏସି ବଙ୍ଗୋମୁଣ୍ଡା ଉଚ୍ଚ ବିଦ୍ୟାପୀଠଠାରେ ଜଳସମ୍ପଦ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ସାକ୍ଷାତ…
ସମାଧାନର ବାଟ ଫିଟିଲା: ସୋମବାରଠାରୁ ସ୍କୁଲ ଯିବେ ପିଲା
କର୍ଲାମୁଣ୍ଡା,୨୭ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଦାଣ୍ଡିଭଜା ପ୍ରାଥମିକ ବିଦ୍ୟାଳୟକୁ ଅଭିଭାବକମାନେ ପିଲା ନ ଛାଡ଼ିବା ଘଟଣାର ୨୭ ଦିନ ପରେ ଶନିବାର ବ୍ଲକ ପ୍ରଶାସନ ଓ ଜନପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ସୋମବାରଠାରୁ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅଭିଭାବକମାନେ…
ମ୍ୟାଚ୍ ପୂର୍ବରୁ ରୋହିତଙ୍କ ରଣହୁଙ୍କାର: ଯୋଜନା ପ୍ରସ୍ତୁତ; ଆମେ ନ ଡ଼ରି…
ଦୁବାଇ,୨୭।୮: ରବିବାରଠାରୁ ଏସିଆ କପ୍ରେ ଭାରତ ନିଜର ଯାତ୍ରା ଆରମ୍ଭ କରିବ। ଭାରତ ପ୍ରଥମ ମୁକାବିଲା ପାକିସ୍ତାନ ବିପକ୍ଷରେ ଖେଳିବ। ପରସ୍ପର ପ୍ରତିନ୍ଦ୍ୱନ୍ଦ୍ୱୀ ଥିବା ଉଭୟ ଦଳର ମୁକାବିଲା ଲାଗି ସମସ୍ତ ପ୍ରସ୍ତୁତି ଶେଷ କରିଛି। ମ୍ୟାଚ୍ ପୂର୍ବରୁ ଅଧିନାୟକ ରୋହିତ…
କନଷ୍ଟେବଳରୁ ସିଧା ଡିଏସ୍ପି ହେଲେ ମହିଳା…
ପାଟନା, ୨୭।୮ : ବିହାର ପୋଲିସର ମହିଳା କନଷ୍ଟେବଳ ବବଲି କୁମାରୀଙ୍କ କାହାଣୀ ପ୍ରତ୍ୟେକଙ୍କ ପାଇଁ ଏକ ପ୍ରେରଣା ପାଲଟିଛି। ବବୁଲି କେବଳ ଏକ କାମ କରି ନୁହେଁ, ବରଂ ଘରେ ଜଣେ ଶିଶୁକନ୍ୟା ଏବଂ ଜଣେ ମା’ କ୍ଷୀର ପିଉଥିବା…
ଟ୍ରକ୍ ଧକ୍କାରେ ପୂର୍ବତନ ବିଧାୟକ ଗୁରୁତର
କୋରାପୁଟ,୨୭ା୮(ସ୍ବ.ପ୍ର.): ମାଲକାନଗିରିର ପୂର୍ବତନ ବିଧାୟକ ନିମାଇଁ ସରକାର ଶନିବାର କୋରାପୁଟ ସହରରେ ଏକ ଟ୍ରକ୍ ଧକ୍କାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଜି ପୂର୍ବତନ ବିଧାୟକ ଓ ତାଙ୍କ ସାଙ୍ଗ ହେମା ରାଓ ମୋଟରସାଇକେଲ ଯୋଗେ ଓଏମ୍ପି ଯାଉଥିବାବେଳେ କୋରାପୁଟ ମ୍ୟୁନିସିପାଲିଟି କାର୍ଯ୍ୟାଳୟ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୫,୭୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ବିଲକିସ ବାନୋ ମାମଲା, ୧୩୪ ପୂର୍ବତନ ଅଧିକାରୀ ସିଜେଆଇଙ୍କୁ ଲେଖିଲେ ଚିଠି, ଭୁଲ ଫଇସଲାକୁ ସୁଧାରିବାକୁ ଅନୁରୋଧ…
ନୂଆଦିଲ୍ଲୀ, ୨୭।୮ : ବିଲକିସ ବାନୋ ମାମଲାରେ ଶନିବାର ୧୩୪ ଜଣ ପୂର୍ବତନ ସରକାରୀ ଅଧିକାରୀ ୧୧ ଜଣ ଦୋଷୀଙ୍କୁ ସମୟପୂର୍ବରୁ ମୁକ୍ତ କରିବା ବିରୋଧରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁୟୁ ଲଳିତଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଭୟାବହ…
୧୦ ବର୍ଷରେ ପ୍ରଥମ ଥର ଏମିତି ହୋଇଛି, ମାସେ ଯାଏ ମୁଁ ବ୍ୟାଟ୍ ଛୁଇଁନି: କୋହଲି
ଦୁବାଇ,୨୭।୮: ଭାରତୀୟ ଟିମ୍ର ପୂର୍ବତନ ଅଧିନାୟକ ବିରାଟ କୋହଲି ଦୀର୍ଘଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏଥିଲାଗି ତାଙ୍କୁ ସମାଲୋଚନାର ଶିକାର ହେବାକୁ ମଧ୍ୟ ପଡ଼ୁଛି। ଦେଢ଼ ବର୍ଷ ଧରି ବ୍ୟାଟ୍ରୁ ଆଖି ଦୃଶିଆ ରନ୍ ନ ବାହାରିବା ଯୋଗୁ…
Archives


