Home

ଗୁଲାମ ନବୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁ ଥିଲେ ମୋଦି, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ, ୨୭।୮ : କଂଗ୍ରେସରୁ ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌ଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଟାର୍ଗେଟ କରିଛନ୍ତି ଅଧୀର ରଞ୍ଜନ ଚୌଧୁରୀ। ସେ କହିଛନ୍ତି ଭାରତରେ କୋଭିଡ ମହାମାରୀ ଯୋଗୁ ଲକ୍ଷ ଲକ୍ଷ ଲୋକ ମୃତ୍ୟୁ ଘଟିବାରେ…

କଂଗ୍ରେସରେ ଏବେ ଚପରାସୀ ବରିଷ୍ଠ ନେତାଙ୍କୁ ଦେଉଛନ୍ତି ଦଳ ସମ୍ପର୍କରେ ଜ୍ଞାନ, ଏହା ହାସ୍ୟାସ୍ପଦ କହିଲେ ମନୀଷ ତିଓ୍ବାରୀ…

ନୂଆଦିଲ୍ଲୀ, ୨୭।୮ : ଗୁଲାମ ନବୀ ଆଜାଦଙ୍କ ଇସ୍ତଫା ସମ୍ପର୍କରେ ଶନିବାର କଂଗ୍ରେସ ଏମ୍‌ପି ମନୀଷ ତିୱାରୀ କହିଛନ୍ତି ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରୁଥିବା ଆଜାଦଙ୍କ ପାଞ୍ଚ ପୃଷ୍ଠାର ଚିଠିର ଦୋଷ ଦୁର୍ବଳତା ଉପରେ ସେ କୌ…

ଭଙ୍ଗା ଗଢ଼ାର କାହାଣୀ, ୬୪ ଥର କଂଗ୍ରେସ ଛାଡି ନେତାମାନେ ଗଠନ କରିଛନ୍ତି ନୂଆ ରାଜନୈତିକ ଦଳ…

ନୂଆଦିଲ୍ଲୀ, ୨୭।୮ : ଦେଶର ସର୍ବ ପୁରାତନ ଦଳ କଂଗ୍ରେସରେ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାବ ନବୀ ଆଜାଦ ଦଳ ଛାଡିଛନ୍ତି। ୨୦୧୪ ପରଠାରୁ ଦଳ ଗୋଟିଏ…

୨ଟି ବସ୍‌ରେ ଝାଡ଼ଖଣ୍ଡର ବିଧାୟକ ପଶ୍ଚିମବଙ୍ଗ-ଛତିଶଗଡ଼ ମୁହାଁ…

ରାଞ୍ଚି, ୨୭।୮ : ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବିଧାନସଭାରେ ଅଯୋଗ୍ୟ ହେବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ସରକାରରେ ଭଙ୍ଗ ହେବ ନେଇ ଚର୍ଚ୍ଚା ହେଊଥିବାରୁ ଶାସକ ଦଳର ବିଧାୟକମାନେ ପଶ୍ଚିମବଙ୍ଗ କିମ୍ବା ଛତିଶଗଡର ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା…

କିଛି ଦିନ ପରେ କଂଗ୍ରେସରେ କେବଳ ସୋନିଆ-ରାହୁଲ-ପ୍ରିୟଙ୍କା ହିଁ ରହିବେ…

ଲକ୍ଷ୍ନୌ,୨୭।୮ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଇସ୍ତଫା ଦେବା ପରେ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ସେ ଜମ୍ମୁ-କଶ୍ମୀରରେ କଂଗ୍ରେସର ମୁଖ୍ୟ ଚେହେରା ଥିଲେ। ଶୁକ୍ରବାର କଂଗ୍ରେସର ପ୍ରାଥମିକ ସଦସ୍ୟତା ସମେତ ସମସ୍ତ ପଦବୀରୁ ସେ…

ଦୈନିକ ସଂକ୍ରମଣ ୧୦ ହଜାର ତଳେ,ସକ୍ରିୟ ମାମଲା ୮୮ ହଜାରରୁ କମ୍‌…

ନୂଆଦିଲ୍ଲୀ, ୨୭।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮୮ ହଜାର…

ଝାଡ଼ଖଣ୍ଡରେ ଘନଉଛି ରାଜନୈତିକ ସଙ୍କଟ: ଛତିଶଗଡ଼ ଯିବା ନେଇ ବିଧାୟକଙ୍କ ପ୍ରସ୍ତୁତି

ରାଞ୍ଚି,୨୭।୮: ନିର୍ବାଚନ କମିଶନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାୟକ ପଦ ରଦ୍ଦ କରିବାକୁ ରାଜ୍ୟପାଳଙ୍କୁ ଦେଇଥିବା ଚିଠି ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଏହିଭଳି ପରିସ୍ଥିତିରେ ଶନିବାର ମୁଖ୍ୟମନ୍ତ୍ରୀ ମେଣ୍ଟ ବିଧାୟକଙ୍କ ସହ ବୈଠକ କରିଛନ୍ତି। ତୃତୀୟଥର ପାଇଁ…

ବିବାହ ମଣ୍ଡପରେ ଲାଗିଲା ନିଆଁ: ୫ ମୃତ

ମୋରାଦାବାଦ,୨୭।୮: ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ବିବାହ ଅନୁଷ୍ଠିତ ହୋଇଥିଲା। ଗୁରୁବାର ରାତିରେ ବିବାହ ଚାଲୁଥିବା ବେଳେ ଏକ ୩ ମହଲା ବିଲ୍ଡିଂରେ ନିଆଁ ଲାଗିଯିବାରୁ ୨ ମହିଳା ଓ ୩ ଶିଶୁଙ୍କ ମୃତ୍ୟୁ ଘଟିଛି। ବିଲ୍ଡିଂରେ ନିଆଁ ଲାଗିଥିବା ଦେଖି ସ୍ଥାନୀୟ…

ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟବିଭାଗ ଜାରି କଲା ଆଡଭାଇଜରୀ

ଲକ୍ଷ୍ନୌ,୨୭।୮: କରୋନା, ମଙ୍କିପକ୍ସ ପରେ ବର୍ତ୍ତମାନ ଟମାଟୋ ଫ୍ଲୁର ପ୍ରକୋପ ଦେଖିବାକୁ ମିଳିଛି। ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଟମାଟୋ ଫ୍ଲୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଟମାଟୋ ଫ୍ଲୁର ଲକ୍ଷଣ ୧୦ବର୍ଷ ବୟସ ପର୍ଯ୍ୟନ୍ତ…

ପାକିସ୍ତାନରେ ବନ୍ୟା ବିଭୀଷିକା: ଗଲାଣି ହଜାରେ ଜୀବନ

ଇସ୍‌ଲାମାବାଦ୍‌,୨୭।୮: ପାକିସ୍ତାନରେ ବନ୍ୟା ବିଭୀଷିକା ଦେଖାଦେଇଛି। ବନ୍ୟା ଯୋଗୁ ସାଧାରଣ ଜୀବନଯାପନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦେଶରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ପରିସ୍ଥିତି ଏଭଳି ହୋଇଛି ଯେ, ଏଥିରେ ପ୍ରାୟ ୧ହଜାର ଲୋକଙ୍କ ଜୀବନ ଗଲାଣି। ଯେଉଁଥିରେ ୩୪୩ ପିଲା…

ସୋନାଲୀଙ୍କ ମତ୍ୟୁ ମାମଲାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: କ୍ଲବ ମାଲିକ ଗିରଫ

ପଣଜୀ,୨୭।୮: ହରିଆଣାର ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ମାମଲାରେ ଗୋଆ ପୋଲିିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ପୋଲିସ ଗୋଆର କର୍ଲିସ୍‌ କ୍ଲବର ମାଲିକଙ୍କୁ ଗିରଫ କରିଛି। ଏଥିସହ ପୋଲିସ ଶୌଚାଳୟରୁ ଡ୍ରଗ୍ସ ଉଦ୍ଧାର…

ଦୁଇଥର ହୋଇଛି ମରଣ

ମେକ୍ସିକୋ ସିଟି: ଆମେରିକାର ମେକ୍ସିକୋରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ୩ ବର୍ଷୀୟା କୁନି ଝିଅଙ୍କର ଦୁଇଥର ମୃତ୍ୟୁ ହୋଇଛି। ପାକସ୍ଥଳୀ ସଂକ୍ରମଣ କାରଣରୁ କାମିଲାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିଛିଦିନର ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri