Home

ଜିଲାପାଳଙ୍କ କାର୍ଯ୍ୟାଳୟକୁ ମା’ କାନ୍ଧରେ ବୁହା ହୋଇ ଆସିଲେ ଦିବ୍ୟାଙ୍ଗ

ବୌଦ୍ଧ,୧୫ା୭(ସ୍ବ.ପ୍ର.): ସରକାର ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରୁଥିବା ଡିଣ୍ଡିମ ପିଟୁଥିବା ବେଳେ ଅସହାୟ ଗରିବ ଲୋକେ କିପରି କରୁଣ ସ୍ଥିତିରେ ରହୁଛନ୍ତି ତାର ଜ୍ୱଳନ୍ତ ଉଦାହରଣ ବୌଦ୍ଧ ଜିଲାରେ ଦେଖିବାକୁ ମିଳିଛି। ଗୁରୁବାର ଜଣେ ଦିବ୍ୟାଙ୍ଗ ମହିଳା ରାଶନ କାର୍ଡ…

‘ଯୌନ ଉତ୍ପୀଡ଼ନ’ ବଦଳରେ ‘ଗୋଗୋଇ’ କୁହ

ନୂଆଦିଲ୍ଲୀ,୧୫।୭: ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ କେତେକ ଶବ୍ଦକୁ ‘ଅସଂସଦୀୟ’ ଦର୍ଶାଇ ସେଗୁଡ଼ିକ ଉପରେ କଟକଣା ଜାରି କରାଯାଇଥିବାବେଳେ ଉକ୍ତ ବୁକ୍‌ଲେଟ୍‌କୁ ନେଇ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର ଏମ୍‌ପି…

ଅସନ୍ତୋଷ ବ୍ୟକ୍ତକଲେ ସିଜେଆଇ

ନୂଆଦିଲ୍ଲୀ,୧୫ା୭:ଆପଣ ଯଦି ପ୍ରତିଦିନ ଗୋଟିଏ ଲେଖାଏ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିବେ ତେବେ ସେଗୁଡ଼ିକର ଶୁଣାଣି ପାଇଁ ଆମକୁ ଏକ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବାକୁ ପଡ଼ିବ। ଦେଶର ସମସ୍ତ ସ୍କୁଲରେ ଗୋଟିଏ ଡ୍ରେସ୍‌ କୋଡ୍‌ ଲାଗୁ ପାଇଁ ସୁପ୍ରିମକୋର୍ଟର…

ପୁଅକୁ ନେବା ପାଇଁ ମନା କଲେ ମା’

ପୁରୀ ଅଫିସ,୧୫ା୭: ପୁରୀ ବେଳାଭୂମିରେ ଗୁରୁବାର ନିଜ ନାବାଳକ ପୁଅକୁ ମା’ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ସମ୍ପୃକ୍ତ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଚାଇଲ୍ଡ ହେଲ୍ପ ଲାଇନ୍‌ ଟିମ୍‌ ପହଞ୍ଚି ସମ୍ପୃୃକ୍ତ…

ଭାରତରେ ୨ ବିଲିୟନ ଡଲାର ନିବେଶ କରିବ ୟୁଏଇ

ନୂଆଦିଲ୍ଲୀ, ୧୪ା୭: ମିଳିତ ନିବେଶ, କାରବାର ସମେତ ଦକ୍ଷିଣ ଏସିଆ ଓ ମଧ୍ୟପ୍ରାଚ୍ୟରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭାରତ, ଇସ୍ରାଏଲ, ଆମେରିକା ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ମଧ୍ୟରେ ଗୁରୁବାର ପ୍ରଥମ ଆଇ୨ୟୁ୨ ସମ୍ମିଳନୀ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ…

ବିବାଦରେ ଅସଂସଦୀୟ ଶବ୍ଦାବଳୀ

ନୂଆଦିଲ୍ଲୀ,୧୫ା୭:ଜୁମ୍‌ଲାଜୀବୀ, ବାଲ ବୁଦ୍ଧି, କୋଭିଡ୍‌ ସ୍ପ୍ରେଡର୍‌, ଛଳନାକାରୀ, ନିକମ୍ମା, ଦୋହରା ଚରିତ୍ର, ଡିଣ୍ଡିମ ପିଟିବା, କାଲ ସରକାର ଇତ୍ୟାଦି ଇତ୍ୟାଦି। ପାର୍ଲାମେଣ୍ଟରେ ଗୃହକାର୍ଯ୍ୟ ଚାଲିଥିବାବେଳେ ସଦସ୍ୟମାନେ ବେଳେବେଳେ ଏପରି ଶବ୍ଦ ବା ବାକ୍ୟ ବ୍ୟବହାର କରିଥାଆନ୍ତି, ଯାହାକୁ ପରେ ସଦନର ଅଧ୍ୟକ୍ଷଙ୍କ…

ଜମି ଦେବା ନାଁରେ ୭୮ ଲକ୍ଷ ଠକେଇ: ବିଲ୍‌ଡର ଗିରଫ

ମଙ୍ଗୁଳି,୧୫ା୭(ଡି.ଏନ୍‌.ଏ.): ଏକାଧିକ ସ୍ଥାନରେ ଜମି ଦେବାକୁ ପ୍ରତିଶ୍ରୁତି ଦେଇ ୭୮ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ପ୍ରଶାନ୍ତ ବେହେରା ନାମକ ଜଣେ ବିଲ୍‌ଡରଙ୍କୁ ଜଗତ୍‌ପୁର ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ ଥାନା କାଇଞ୍ଚପୁର ଗ୍ରାମରେ…

ଭାରତର ଶୋଚନୀୟ ପରାଜୟ

ଲର୍ଡସ, ୧୪ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳା ଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚକୁ ୧୦୦ ରନରେ ଜିତିନେଇଛି ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୨୪୬ ରନ କରିଥିବା ବେଳେ ଭାରତକୁ ୧୪୬ ରନରେ ସୀମିତ ରଖି…

ଏଥର ‘ସାବାସ୍‌ ମିଠୁ’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ମହିଳା କ୍ରିକେଟର ମିଥାଲି ରାଜ୍‌ଙ୍କୁ ନେଇ ଏଥର ଫିଲ୍ମ ଫ୍ରାଇ ଡେ’ରେ ଆସୁଛି ହିନ୍ଦୀ ଫିଲ୍ମ ‘ସାବାସ୍‌ ମିଠୁ’। ଏହା ହେଉଛି ମିଥାଲିଙ୍କ ବାୟୋପିକ୍‌ । ମିଥାଲିଙ୍କ ସଂଘର୍ଷ ଓ ସଫଳତାକୁ ନେଇ ଦମ୍‌ଦାର ଅଭିନୟରେ ନଜର ଆସିବେ ଅଭିନେତ୍ରୀ…

ଅବହେଳିତ ଅବସ୍ଥାରେ ପ୍ରାଚୀନ ମନ୍ଦିର

ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ସେବତୀପୁର-ପଶ୍ଚିମପାରି ଗ୍ରାମରେ ଅବହେଳିତ ଅବସ୍ଥାରେ ଥିବା ଏକ ପ୍ରାଚୀନ ମନ୍ଦିରର ସନ୍ଧାନ ମିଳିଛି। ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପ୍‌ ଓ ହେରିଟେଜ ଆଣ୍ଡ କଲ୍‌ଚର କ୍ଲବ, ଆଇଆଇଟିଟିଏମ୍‌ ଅନୁଷ୍ଠାନର ଏକ ମିଳିତ ଐତିହ୍ୟ-ଅନୁସନ୍ଧାନକାରୀ…

ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନାଙ୍କ ପରଲୋକ

ଓ୍ବାଶିଂଟନ୍‌, ୧୫ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନା ଟ୍ରମ୍ପ୍‌(୭୩)ଙ୍କ ଗୁରୁବାର ଅପରାହ୍ନରେ ନ୍ୟୁୟର୍କରେ ପରଲୋକ ହୋଇଛି। ଏ ନେଇ ଟ୍ରମ୍ପ୍‌ ନିଜ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁଥ୍‌ ସୋସିଆଲରେ ପୋଷ୍ଟ କରି ଜଣାଇଛନ୍ତି। ଇଭାନାଙ୍କୁ ଟ୍ରମ୍ପ୍‌ ୧୯୭୭ରେ…

ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କ ନାମରେ କୋର୍ଟରେ ମାମଲା

ମାଲକାନଗିରି,୧୫ା୭(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ବିବେଦୀଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢ଼ିବାରେ ଲାଗିଛି। ଆଦିବାସୀ ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ବିଧାନସଭାରେ ପ୍ରସଙ୍ଗ ଉଠି ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଗୁରୁବାର ଏସ୍‌ଡିପିଓ ଦ୍ୱିବେଦୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri