ଟଙ୍କା ଟଳମଳ, ଡଲାର ସବଳ
ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍କା ଲାଗିଛି। ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ୍ ଡଲାରରେ…
୨ହଜାର ଟଙ୍କାରେ ଦୁଇ ପିଲାଙ୍କୁ ବିକିଥିଲେ
ନୀଳଗିରି,୨୩।୯(ସ୍ବ.ପ୍ର): ଦାରିଦ୍ର୍ୟର କଷାଘାତରେ ଏକ ଦମ୍ପତି ସେମାନଙ୍କ ଦୁଇ ଶିଶୁଙ୍କୁ ମାତ୍ର ୨ ହଜାର ଟଙ୍କାରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେବା ଘଟଣା ପଦାକୁ ଆସିଛି। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ପୋଲିସ ପହଞ୍ଚି ଶିଶୁ…
୭୦ ହଜାର ହେକ୍ଟର ଜମିକୁ ଜଳସେଚନ
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ଯୋଗାଇ ଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜଳାଶୟରୁ ୪୦ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ୧୧ ଜିଲାର ପ୍ରାୟ ୭୦ ହଜାର ହେକ୍ଟର…
ଦୁର୍ବୁତ୍ତଙ୍କ ଗୁଳିରେ ଆଇଏସ୍ଆଇ ଏଜେଣ୍ଟଙ୍କ ମୃତ୍ୟୁ
କାଠମାଣ୍ଡୁ, ୨୨ା୯: ଭାରତକୁ ବିପୁଳ ସଂଖ୍ୟାରେ ନକଲି ନୋଟ ପଠାଉଥିବା ପାକିସ୍ତାନ ଇଣ୍ଟର-ସର୍ଭିସ୍ ଇଣ୍ଟେଲିଜେନ୍ସ(ଆଇଏସ୍ଆଇ) ଏଜେଣ୍ଟ ଲାଲ୍ ମହମ୍ମଦ ଓରଫ୍ ମହମ୍ମଦ ଦରଜି(୫୫) ଗତ ୧୯ ତାରିଖରେ ନେପାଳରେ ନିହତ ହୋଇଛନ୍ତି। କେତେଜଣ ଅଚିହ୍ନା ଦୁର୍ବୃତ୍ତ ତାଙ୍କୁ ଗୁଳି କରୁଥିବା ସିସିଟିଭି…
ଉତ୍ତରପ୍ରଦେଶ ସମେତ ଏହି ୫ ରାଜ୍ୟର ନିର୍ବାଚନରେ ଭାଜପା ଖର୍ଚ୍ଚ କରିଛି ୩୪୦ କୋଟି
ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ଆରମ୍ଭରେ ହୋଇଥିବା ୫ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ୩୪୦ କୋଟିରୁ ଊର୍ଦ୍ଧ୍ୱ ଅର୍ଥ ଖର୍ଚ୍ଚ କରିଛି। ଅନ୍ୟପକ୍ଷରେ କଂଗ୍ରେସ ଏହି ରାଜ୍ୟଗୁଡ଼ିକରେ ନିର୍ବାଚନ ପ୍ରଚାରରେ ୧୯୪ କୋଟି ଟଙ୍କା ବ୍ୟୟ କରିଥିବା ସେମାନଙ୍କ ନିର୍ବାଚନ ଖର୍ଚ୍ଚ ରିପୋର୍ଟରୁ…
ବ୍ରହ୍ମୋସ୍ ପାଇଁ ୧,୭୦୦ କୋଟିର ଡିଲ୍
ନୂଆଦିଲ୍ଲୀ,୨୨।୯: ନୌସେନାର ଫ୍ରଣ୍ଟଲାଇନ୍ ଯୁଦ୍ଧଜାହାଜରେ ଅତିରିକ୍ତ ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ମୁତୟନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ୧,୭୦୦ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି। ୨୯୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ଥିବା ବ୍ରହ୍ମୋସ୍ ଉଭୟ ସ୍ଥଳଭାଗ ଓ ଶତ୍ରୁପକ୍ଷ…
ଶୁକ୍ରବାର କେରଳରେ ହରତାଳ
ଥିରୁଭାନନ୍ଥପୁରମ୍,୨୨।୯(ପି.ଟି.): ଏନ୍ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର କାର୍ଯ୍ୟକୁ ବିରୋଧ କରି ଉକ୍ତ ସଂଗଠନ ପକ୍ଷରୁ ସେପ୍ଟେମ୍ବର ୨୩ ଅର୍ଥାତ୍ ଶୁକ୍ରବାର…
‘ପେ ସିଏମ୍’ ପୋଷ୍ଟର ବିବାଦ ମାମଲାରେ ୫ କଂଗ୍ରେସ କର୍ମକର୍ତ୍ତା ଗିରଫ
ବେଙ୍ଗାଲୁରୁ,୨୨।୯: ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ ଦଳ ଭାଜପାକୁ ଟାର୍ଗେଟ କରିଥିବା ‘ପେ ସିଏମ୍’ ପୋଷ୍ଟର ବିବାଦ ମାମଲାରେ କର୍ନାଟକ ପୋଲିସ ୫ଜଣ କଂଗ୍ରେସ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ତେବେ ଗିରଫ ହୋଇଥିବା ଉଭୟ ବ୍ୟକ୍ତି କର୍ନାଟକ ପ୍ରଦେଶ କଂଗ୍ରେସ…
ଶୁଦ୍ଧିକ୍ରିୟାକୁ ଯାଉଥିଲେ, ବାଟରେ ଚାଲିଗଲା ଜୀବନ
ଖୁଣ୍ଟା,୨୨।୯(ଡି.ଏନ.ଏ.): ଏକ ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଯାଉଥିଲେ,ହେଲେ ବାଟରେ ଜଗିଥିଲା ଜମ। କିଛି ଏଭଳି ଦୁଃଖଦ ଘଟଣା ଘଟିଛି ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳରେ। ଗୁରୁବାର ପୂର୍ବାହ୍ନରେ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ମୃତ ମହିଳା ହେଲେ ଖୁଣ୍ଟା…
ଜେଲର ୧୦କଏଦୀ ଏଚ୍ଆଇଭି ପଜିଟିଭ୍
ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍ଆଇଭି ସଂକ୍ରମିତ ଅଛନ୍ତି ସେନେଇ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥିଲା। ତେବେ ସଦ୍ୟ ରିପୋର୍ଟ ଅନୁଯାୟୀ…
ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ: ପୀଡ଼ିତାଙ୍କୁ ଦେବେ ଆର୍ଥିକ ସହାୟତା
ବ୍ରହ୍ମପୁର ଅଫିସ,୨୨ା୯: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ ଜଜ୍ ଗଣେଶ୍ୱର ପତି ଗୁରୁବାର ଜନୈକା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି।…
ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି
ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ ଉମର ଅହମ୍ମଦ ଇଲିୟାସିଙ୍କୁ ଭେଟିଛନ୍ତି । କସ୍ତୁରବା ଗାନ୍ଧୀ ମାର୍ଗ ମସଜିଦରେ ବନ୍ଦ କୋଠରି…

