Home

‘ମୋ ବାପା ପୋଲିସ, ଗୁଳି ମାରିଦେବି’

ସୋସିଆଲ ମିଡିଆରେ ଏମିତି କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ, ଯାହା ବେଳେବେଳେ ଚର୍ଚ୍ଚାର ବିଷୟ ପାଲଟିଥାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ କୁନି ଶିଶୁଟି ନିଜ ସ୍କୁଲ ଶିକ୍ଷକଙ୍କୁ ଧମକ ଦେଇଛନ୍ତି। ଭିଡିଓ ଦେଖି…

ମାସ୍କ ଦୋଳିରେ ଝୁଲୁଛି ଶୁଆ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। କିଛି ଭିଡିଓ ଲୋକଙ୍କୁ ବେଶ୍‌ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ଏବେ ସେମିତି ଏକ ଭିଡିଓ ଦେଖିବାକୁ ମିଳିଛି। ଯେଉଁଥିରେ ଏକ ଶୁଆ କାର୍‌ରେ ଏକ ମାସ୍କକୁ ଦୋଳି କରି ଝୁଲୁଛି। ଶୁଆଟିର…

ଶିବାଜୀ ପାର୍କ ଦଶହରା ରାଲି ପାଇଁ କାହାକୁ ମିଳିଲାନି ଅନୁମତି…

ମୁମ୍ବାଇ, ୨୨।୯ : ମହାରାଷ୍ଟ୍ରରେ ଶିବାଜୀ ପାର୍କ ଦଶହରା ରାଲି ପାଇଁ ଉଦ୍ଧବ ଠାକରେ ଅବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ କାହାକୁ ମଧ୍ୟ ଅନୁମତି ମିଳିନାହିଁ। ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି) ଏନେଇ ଗୁରୁବାର ସୂଚନା ପ୍ରଦାନ କରିଛି। ଅକ୍ଟୋବର ୫ରେ…

ବିରୋଧ ସତ୍ତ୍ୱେ ବାର୍‌ ଖୋଲିବାକୁ ଉଦ୍ୟମ: ପ୍ରତିବାଦରେ ଦୋକାନ, ବଜାର ବନ୍ଦ

ବରଗଡ଼ ଅଫିସ,୨୨ା୯: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲି କ୍ୟାମ୍ପ ଛକରେ ସ୍ଥାନୀୟ ଲୋକଙ୍କ ବିରୋଧ ସତ୍ତ୍ୱେ ଏକ ବାର୍‌ (ଅନ୍‌ ଅଫ୍‌ ବିଦେଶୀ ମଦ ଦୋକାନ) ଖୋଲିବାକୁ ଉଦ୍ୟମ ଚାଲିଛି। ଏହାକୁ ନେଇ ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ ଚାପା…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ଭୁଭିଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ନୂପୁର

ନୂଆଦିଲ୍ଲୀ,୨୨।୯: ଆଜିକାଲି ଭାରତର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହେଉଛନ୍ତି। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ଏସିଆ କପରେ ତାଙ୍କର ୧୯ତମ ଓଭର ଭାରତ ପାଇଁ ମହଙ୍ଗା ପ୍ରମାଣିତ ହୋଇଥିଲା ଏବଂ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷ…

ହାଇକମାଣ୍ଡଙ୍କ ଇଛା-ମୁଖ୍ୟମନ୍ତ୍ରୀ ପଦବୀ ମୋହରେ ଫଶି ରହିଛନ୍ତି ଗେହଲୋଟ…

ନୂଆଦିଲ୍ଲୀ, ୨୨।୯ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅଧିକ ଚର୍ଚ୍ଚା ହେଉଥିବା ରାଜ୍ୟ ହେଉଛି ରାଜସ୍ଥାନ। ଏହାର କାରଣ ହେଉଛି ଅଶୋକ ଗେହଲୋଟ ଜାତୀୟ ଅଧ୍ୟକ୍ଷ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। କିନ୍ତୁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭୂମିକାକୁ ନେଇ…

ଏଥର ଓଡ଼ିଆ ଭାଷାରେ ହେବ ଓଏଏସ୍‌ ପରୀକ୍ଷା

ଭୁବନେଶ୍ୱର,୨୨ା୯(ବ୍ୟୁରୋ): ଏଥର ଓଏଏସ୍‌ ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ତେବେ ଇଂରାଜୀ ଭାଷା ସହ ଓଡ଼ିଆରେ ବି ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ପରୀକ୍ଷାର୍ଥୀମାନେ ନିଜ ମନ ମୁତାବକ ଭାଷା ବାଛି ପରୀକ୍ଷା ଦେବେ। ମେନ୍‌ ଓ ଇଣ୍ଟରଭିୟୁ ସବୁ କିଛି ପୂର୍ବରୁ…

ଶାହାଙ୍କ ବୈଠକରେ ଲେଖାଯାଇଥିଲା ପିଏଫଆଇ ସର୍ଜିକାଲ ଷ୍ଟ୍ରାଇକ୍‌ର କାହାଣୀ…

ନୂଆଦିଲ୍ଲୀ, ୨୨।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ବିରୋଧରେ କେନ୍ଦ୍ରର ବିଭିନ୍ନ ଏଜେନ୍ସି ଏକ ବଡ ପଦକ୍ଷେପ ନେଇଛନ୍ତି। ପ୍ରକାଶ ଯେ, ଦେଶର ୧୨ ଟି ରାଜ୍ୟରେ ୧୦୬ ଟି ସ୍ଥାନରେ ଚଢ଼ାଉ କରାଯାଇ ୧୦୦ରୁ ଅଧିକ ଲୋକଙ୍କୁ…

ଗଛରେ ପିଟିହେଲା ସ୍କୁଲ୍‌ ବସ୍‌

କଟକ ଅଫିସ,୨୨ା୯: ଗୁରୁବାର ସକାଳେ ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କଟକ ସିଡିଏ-୮ ଅଭିମୁଖେ ଯାଉଥିବା ଏହି ବସ୍‌ରେ ପ୍ରାୟ ୩୦ ପିଲା ଥିବା ବେଳେ ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। ସୂଚନାନୁଯାୟୀ, ଆଜି ସକାଳୁ ୩୦ ପିଲାଙ୍କୁ ନେଇ…

ସାଧାରଣ ବର୍ଗରେ ୩୫ ପ୍ରତିଶତ ଭୂମିହୀନ-୫.୮ କୋଟି ବିପିଏଲ, ଇଡବ୍ଲୁଏସ ସଂରକ୍ଷଣ ନେଇ ସୁପ୍ରିମ୍‌କୋର୍ଟରେ ସରକାରଙ୍କ ଜବାବ…

ନୂଆଦିଲ୍ଲୀ, ୨୨।୯ : ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବିଭାଗକୁ ଦିଆଯାଇଥିବା ୧୦ ପ୍ରତିଶତ ଇଡବ୍ଲୁଏସ ସଂରକ୍ଷଣକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସମ୍ପ୍ରତି ସୁପ୍ରିମକୋର୍ଟରେ ଏକ ଜୋରଦାର ବିତର୍କ ଚାଲିଛି। ଗୋଟିଏ ପଟେ ଏହି ସଂରକ୍ଷଣକୁ ଚ୍ୟାଲେଞ୍ଜ କରୁଥିବା ଆବେଦନଗୁଡିକରେ କୁହାଯାଇଛି…

ଟ୍ରମ୍ପଙ୍କ ବିରୋଧରେ ଠକେଇ ଅଭିଯୋଗ

ଓ୍ବାଶିଂଟନ,୨୨ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,ତାଙ୍କର ତିନିପୁଅ ଏବଂ ଟ୍ରମ୍ପ ସଂଗଠନ ନାମରେ ଏକ ଠକେଇ ମାମଲା ଦାୟର ହୋଇଛି। ଏକ ରିପୋର୍ଟ ଅନୁଯାୟୀ ଡେମୋକ୍ରାଟ ଆଟର୍ନିଂ ଜେନେରାଲ ଲେଟିଟିଆ ଜେମ୍ସ ଟ୍ରମ୍ପଙ୍କ ନାମରେ ୨୦୦ ପୃଷ୍ଠା ସମ୍ବଳିତ ମୋକଦ୍ଦମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?