Home

୨୨ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ, ୮ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୪।୭ : ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରଭାବ ହେତୁ ଗତ କିଛି ଦିନ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଲଗାତାର ବର୍ଷା ଯୋଗୁ ବିଭିନ୍ନ ନଦୀର ନଦୀର ଜଳ ସ୍ତର ବଢ଼ିବାରେ ଲାଗିଛି। ଏହି କ୍ରମରେ, ଜୁଲାଇ ୧୪…

ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ଆଜି କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲଣ୍ଡନ,୧୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଆଜି ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ୧-୦ ଅଗ୍ରଣୀ ହାସଲ କରିଛି। ଟିମ ଇଣ୍ଡିଆ ଗତି ବଜାୟ…

ସକ୍ରିୟ ମାମଲା ଲକ୍ଷେ ୩୬ ହଜାର ଟପିଲା…

ନୂଆଦିଲ୍ଲୀ, ୧୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୯୨ ପ୍ରତିଶତ ଭାରତୀୟ ନେଇ ନାହାନ୍ତି ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୧୪।୭ : କରୋନା ମହାମାରୀ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ୧୦ ହଜାରରୁ ଅଧିକ ନୂତନ ମାମଲା ରିପୋର୍ଟ କରାଯାଉଛି। ଏଥି ସହିତ ଟିକାକରଣ ବିଷୟରେ ଆଶ୍ଚର୍ଯ୍ୟଜନକ ଆକଳନ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ…

କାନାଡ଼ାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିଲେ…

ଟରୋଣ୍ଟୋ,୧୪।୭ : କାନାଡାର ଟରୋଣ୍ଟୋରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା ମାମଲା ସାମ୍ନାକୁ ଆସିଛି। କାନାଡାର ଟରୋଣ୍ଟୋରେ ଥିବା କନସୁଲେଟ ଜେନେରାଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏକ ଟୁଇଟରେ ସେ କହିଛନ୍ତି, ରିଚମଣ୍ଡ ହିଲସ୍ଥିତ ବିଷ୍ଣୁ ମନ୍ଦିରଠାରେ ଥିବା…

ଉଦ୍ଧବ ସାଇଡ୍‌ଲାଇନ୍‌ !, ସମର୍ଥନ ପରେ ବି ଦ୍ରୌପଦୀଙ୍କୁ ଭେଟିବାର ସୁଯୋଗ ନାହିଁ…

ମୁମ୍ବାଇ,୧୪।୭ : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ ଘୋଷଣା କରିଥିବା ଶିବସେନାର ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଏକ ବଡ଼ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଖବର ମୁତାବକ, ଦଳ ମୁଖ୍ୟ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ସଦସ୍ୟମାନଙ୍କୁ ଦ୍ରୌପଦୀଙ୍କୁ ଭେଟିବାକୁ…

ହିଜାବ ବିରୋଧରେ ଇରାନୀ ମହିଳା…

ତେହେରାନ,୧୪।୭ : ଇସଲାମ ଦେଶ ଇରାନରେ ମହିଳାମାନେ ହିଜାବକୁ ଦୃଢ଼ ବିରୋଧ କରିବା ଆରମ୍ଭ କରିଛନ୍ତି। ସରକାରଙ୍କ ଦ୍ୱାରା ଦେଶରେ ହିଜାବ ଏବଂ ଶୁଦ୍ଧତା ଦିବସ ପାଳନ କରାଯାଉଥିଲା ବେଳେ ରାସ୍ତାରେ ଯାଇଥିବା ମହିଳାମାନେ କଡା ନିୟମକୁ ବିରୋଧ କରି ହିଜାବ…

ବର୍ଷା ପାଇଁ କାଦୁଅରେ ଗାଧୋଇଲେ ବିଧାୟକ

ଲକ୍ଷ୍ନୌ, ୧୪।୭: ଉତ୍ତର ପ୍ରଦେଶର ମହାରାଜଗଞ୍ଜରୁ ଏକ ବିଚିତ୍ର ଘଟଣା ସାମ୍‌ନାକୁ ଆସିଛି। ଇନ୍ଦ୍ର ଦେବତାକୁ ପ୍ରସନ୍ନ କରିବା ପାଇଁ ଗ୍ରାମବାସୀ ଭାଜପା ବିଧାୟକ ଜୟ ମଙ୍ଗଲ କାନୋଜିଆ ଓ ମହାନଗର ପରିଷଦ ଅଧ୍ୟକ୍ଷ କ୍ରିଷ୍ଣା ଗୋପାଳ ଜୈସ୍ବାଲଙ୍କୁ କାଦୁଅରେ ଗାଧୋଇ…

ଇସ୍ରାଏଲରେ ବାଇଡେନ୍‌

ତେଲ ଅଭିଭ୍‌ , ୧୪।୭: ଇସ୍ରାଏଲର ତେଲ ଅଭିଭ୍‌ ବିମାନବନ୍ଦରରେ ବୁଧବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ପ୍ରଧାନମନ୍ତ୍ରୀ ୟେର୍‌ ଲ୍ୟାପିଡ୍‌ଙ୍କ ସହ ରାଷ୍ଟ୍ରପତି ଆଇଜାକ୍‌ ହର୍ଜୋଗ୍‌ ସ୍ବାଗତ କରୁଛନ୍ତି। ବାଇଡେନ୍‌ ପାଲେଷ୍ଟାଇନ ଓ ସାଉଦି ଆରବ ନେତୃବୃନ୍ଦଙ୍କ ସହ ବିଭିନ୍ନ…

ଡାଉନିଂ ଷ୍ଟ୍ରିଟ୍‌ ଦୌଡ଼ ଆଗରେ ଋଷି

ଲଣ୍ଡନ, ୧୪ା୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ଉତ୍ତରାଧିକାରୀ ଚୟନ ପ୍ରକ୍ରିୟା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟ ପରେ ଭାରତୀୟ ବଂଶୋଦ୍ଭବ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ୍‌ ସମସ୍ତ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇଦେଇଛନ୍ତି। ଋଷିଙ୍କ ସପକ୍ଷରେ ୮୮…

ବୈଶ୍ୱିକ ଲିଙ୍ଗଗତ ବ୍ୟବଧାନ ରିପୋର୍ଟ:୧୩୫ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୪ା୭: ଭାରତରେ ଲିଙ୍ଗଗତ ବ୍ୟବଧାନ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି। ଓ୍ବାଲର୍‌ଡ ଇକୋନୋମିକ ଫୋରମ (ଡବ୍ଲ୍ୟୁଇଏଫ୍‌)ର ଜେଣ୍ଡର ଗ୍ୟାପ୍‌ ରିପୋର୍ଟ-୨୦୨୨ରେ ୧୪୬ ଦେଶ ମଧ୍ୟରୁ ଭାରତ ୧୩୫ ତମ ସ୍ଥାନରେ ରହିଛି। ୦ରୁ ୧ ସ୍କେଲରେ ଭାରତର ସ୍କୋର ୦.୬୨୯ ରହିଛି।…

୪,୩୮୯ କୋଟିର ଆମଦାନୀ ଶୁଳ୍କ ଠକେଇ: ଓପୋକୁ ନୋଟିସ

ନୂଆଦିଲ୍ଲୀ, ୧୪ା୭: ଚାଇନା ମୋବାଇଲ ଫୋନ ନିର୍ମାଣକାରୀ କମ୍ପାନୀ ଓପୋକୁ ୪,୩୮୯ କୋଟି ଟଙ୍କା ଆମଦାନୀ ଶୁଳ୍କ ଠକେଇ ଅଭିଯୋଗରେ ଭାରତ ସରକାରଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଏ ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri