Home

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର ରିସେପଶନ ଦିନ ବାପା ଆତ୍ମହତ୍ୟା କରିବା ଭଳି ଅଭାବନୀୟ ଘଟଣା ରବିବାର ବଲାଙ୍ଗୀର…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ ଜେକ ଅଚିନକ୍ଲସ କହିଛନ୍ତି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆକ୍ରମଣ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ ହେବାପରେ ସୋମବାର ଗ୍ରାମବାସୀଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ଯକ୍ତ ଗ୍ରାମବାସୀ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା କରିବାକୁ ଆସିଥିବା ସମୟରେ ମନ୍ଦିର ଭିତରେ ହୁଣ୍ଡି ବାକ୍ସ ଭଙ୍ଗା ହେବାର ଦେଖିବା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ ମାଡିଗଲା କାର୍ । କାରଟି ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିବା ଜଣାପଡିଛି ।…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର ମନ୍ଦିର ଭାଙ୍ଗିବା ଘଟଣାର ଆଦ୍ୟ ସାହାନାଇ ବଜାଇଥିଲେ କେଶୋଦାସ ମାରୁ। ଦେଉଳ ଭାଙ୍ଗିଯିବାର…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଥିଲେ। ସେ କଟକ ଜିଲା ନିଆଳି ବ୍ଲକର ଓଲଟପୁର ଗ୍ରାମର ବୋଲି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି । ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଗ୍ରାମବାସୀଙ୍କ…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା ପାଇଁ ସାହାଯ୍ୟର ହାତ ବଢ଼ାଉଛନ୍ତି। ଏପର୍ଯ୍ୟନ୍ତ କୋଟି କୋଟି ଟଙ୍କା ଦାନ ସଂଗ୍ରହ…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୋମବାର ସକାଳୁ କମ୍ପାନୀକୁ ସିଲ୍ କରାଯାଇଛି…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚରେ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର – ୨୫୦ରନର ବିଶାଳ ସ୍କୋର କରିବା ପରେ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଶ୍ରମିକ ଓ ଛାତ୍ରଛାତ୍ରୀ ID ଦେଖାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?