Home

ଶ୍ରେଣୀଗୃହରେ ୧୮ ଘଣ୍ଟା ବନ୍ଦ ରହିଲେ ଛାତ୍ରୀ

ଲକ୍ଷ୍ନୌ,୨୨।୯: ଉତ୍ତର ପ୍ରଦେଶ ସମ୍ଭାଲର ଧନରିପତ୍ତି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀର ଜଣେ ଛାତ୍ରୀ ୧୮ ଘଣ୍ଟା କାଳ ଶ୍ରେଣୀଗୃହରେ ବନ୍ଦ ରହିଥିବା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସ୍କୁଲ ଛୁଟି ହେବା ପରେ ଛାତ୍ରୀ ଜଣକ ଘରକୁ ଫେରି ନ ଥିଲେ।…

କର୍ନାଟକ ବିଧାନସଭାରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ

ବେଙ୍ଗାଲୁରୁ, ୨୨ା୯: କର୍ନାଟକ ବିଧାନସଭାରେ ବୁଧବାର ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ହଟ୍ଟଗାଳ ମଧ୍ୟରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ ହୋଇଛି। ଗତ ସପ୍ତାହରେ ସାମାନ୍ୟ ସଂଶୋଧନ ପରେ ବିଧାନ ପରିଷଦରେ ଗୃହୀତ ହୋଇଥିବା ଏହି ବିଲ୍‌କୁ ବିଧାନସଭାର ମଞ୍ଜୁରୀ ମିଳିବା…

ଜଙ୍ଗଲରେ ଶିକ୍ଷକ, ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ଲକ୍ଷ୍ନୌ,୨୨ା୯: ଉତ୍ତରପ୍ରଦେଶର ସାହାରନ୍‌ପୁର ନିକଟ ଜଙ୍ଗଲରୁ ବୁଧବାର ଜଣେ ଶିକ୍ଷକ ଓ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟେ ଗତ ୩ ତାରିଖରୁ ନିଖୋଜ ଥିଲେ। ଦୁହଁିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା ବୋଲି ଚର୍ଚ୍ଚା ହେଉଛି। ପୋଲିସ ସୂଚନା…

ତିସ୍ତାଙ୍କ ବିରୋଧରେ ଚାର୍ଜଶିଟ୍‌

ଅହମଦାବାଦ, ୨୨ା୯: ୨୦୦୨ ଗୁଜରାଟ ଦଙ୍ଗା ମାମଲାରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ବୁଧବାର ଆକ୍ଟିଭିଷ୍ଟ ତିସ୍ତା ସିତଲଭାଡ୍‌ଙ୍କ ସମେତ ୩ ଅଭିଯୁକ୍ତଙ୍କ ବିରୋଧର ଚାର୍ଜଶିଟ୍‌ ଦାଖଲ କରିଛି। ଅନ୍ୟ ଦୁଇଜଣ ହେଲେ ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌.ବି. ଶ୍ରୀକୁମାର…

ଘୃଣା ମନ୍ତବ୍ୟ ହତ୍ୟା ସଦୃଶ

ନୂଆଦିଲ୍ଲୀ,୨୨ା୯: ଘୃଣା ମନ୍ତବ୍ୟ ପ୍ରସଙ୍ଗରେ ସୁପ୍ରିମକୋର୍ଟ ବୁଧବାର ଟିଭି ଉପସ୍ଥାପକଙ୍କ ଭୂମିକାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ଚ୍ୟାନେଲଗୁଡ଼ିକ ଉପରେ ବର୍ଷିଛନ୍ତି। ଏଥିସହ ସରକାର କାହିଁକି ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ମୁଖ୍ୟସ୍ରୋତର ଗଣମାଧ୍ୟମ କିମ୍ବା…

ଭୟ ଦେଖାଇଲେ ପୁଟିନ୍‌

ମସ୍କୋ/କିଭ୍‌/ଲଣ୍ଡନ,୨୨ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ବୁଧବାର ୩ ଲକ୍ଷ ରିଜର୍ଭ ସୈନ୍ୟଙ୍କୁ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ପାଇଁ ପଠାଇବାକୁ ଘୋଷଣା କରିଛନ୍ତି। ଏଥିସହ ୟୁକ୍ରେନ୍‌ର କେତେକ ଅଞ୍ଚଳକୁ ରୁଷିଆ ସହ ମିଶ୍ରଣ ଯୋଜନା ଉପରେ ମୋହର ମାରିଛନ୍ତି। ରୁଷିଆକୁ ସୁରକ୍ଷା…

ମଣିଷଠୁ ୨.୫ ନିୟୁତ ଗୁଣ ଅଧିକ ପିମ୍ପୁଡ଼ି ସଂଖ୍ୟା

ହଂକଂ,୨୨।୯: ଜୀବଜଗତର ପରିଶ୍ରମୀ କୀଟ କହିଲେ ପିମ୍ପୁଡିକୁ ବୁଝାଏ। ଘର, ଗଛ, ମାଟିତଳ ହେଉ ଅବା ଗାତ ପ୍ରତ୍ୟେକ ସ୍ଥାନରେ ଏମାନେ ଦେଖାଯାଆନ୍ତି। ବିଶେଷ କରି ସ୍ଥଳ ଭାଗ ଏମାନଙ୍କ ପାଇଁ ବାସୋପଯୋଗୀ। ପିମ୍ପୁଡ଼ିଙ୍କ ପରିମାଣ ଅନ୍ୟ କୀଟପତଙ୍ଗ ତୁଳନାରେ କାହିଁ…

ଚାଇନାକୁ ହିମାଳୟ ଭୂମି ଛାଡ଼ି ଦେଇଛି ଭାରତ

ନୂଆଦିଲ୍ଲୀ,୨୨ା୯: ସୀମାରେ ଚାଇନା ସହ ବିବାଦ ପରେ ଭାରତ ସରକାର ହିମାଳୟ ନିକଟ ଭୂମିକୁ ବେଜିଂକୁ ଛାଡ଼ି ଦେଇଛନ୍ତି ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଉଭୟ ପକ୍ଷ ସେନା ମଧ୍ୟରେ ବିବାଦୀୟ ସୀମାରୁ ସୈନ୍ୟ ପ୍ରତ୍ୟାହାର ଏବଂ ସେଠାରେ ବଫର…

୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ହେବେ କଂଗ୍ରେସର ଅଧ୍ୟକ୍ଷ, ନିର୍ବାଚନ ଅଧିସୂଚନା ଆଜି

ନୂଆଦିଲ୍ଲୀ,୨୨ ।୯: ବଂଶବାଦକୁ ନେଇ ସବୁବେଳେ ଟାର୍ଗେଟରେ ରହୁଥିବା କଂଗ୍ରେସରେ ୨୪ ବର୍ଷ ପରେ ପୁଣିଥରେ ଗାନ୍ଧୀ ପରିବାର ବାହାରୁ କେହି ଅଧ୍ୟକ୍ଷ ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଦଳ ସ୍ପଷ୍ଟ କରିଛି କି ରାହୁଲ ଗାନ୍ଧୀ ଅଧ୍ୟକ୍ଷ…

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି…

ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଡି.କେ ସିଂ ଉତ୍ତରପ୍ରଦେଶ ସରକାରଙ୍କ…

ମୋର ବ୍ୟକ୍ତିଗତ ଇଚ୍ଛା କିଛି ନାହିଁ: ନୀତୀଶ

ପାଟନା,୨୧।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶର ଫୁଲପୁର ଅଞ୍ଚଳରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୌଣସି ବ୍ୟକ୍ତିଗତ ଆକାଂକ୍ଷା ନାହିଁି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?