Home

ପୃଥିବୀଠାରୁ ବଡ଼ ୨ ସୂର୍ଯ୍ୟ ଥିବା ଗ୍ରହ ଠାବ

ନୂଆଦିଲ୍ଲୀ, ୨୫ା୮: ପୃଥିବୀ ଭଳି ଜୀବଜଗତ ଉପଯୋଗୀ ଗ୍ରହ ସନ୍ଧାନରେ ବୈଜ୍ଞାନିକଙ୍କ ଉଦ୍ୟମ ଜାରିଥିବା ବେଳେ ଗବେଷକମାନେ ଏକ ସୁପରଆର୍ଥ ଠାବ କରିଛନ୍ତି। ଏହି ଗ୍ରହର ନାମ ଟିଓଆଇ-୧୪୫୨ ରଖାଯାଇଛି। ଆଶ୍ଚର୍ଯ୍ୟକର କଥା ହେଉଛି ପୃଥିବୀଠାରୁ ପ୍ରାୟ ୧୦୦ ଆଲୋକବର୍ଷ ଦୂରରେ…

କୋଭିଡ୍‌, ମଙ୍କିପକ୍ସ, ଏଚ୍‌ଆଇଭିରେ ସଂକ୍ରମିତ ହେଲେ ଯୁବକ

ରୋମ, ୨୫ା୮: ଇଟାଲୀର ଜଣେ ୩୬ ବର୍ଷୀୟ ଯୁବକ ଏକାସଙ୍ଗେ କୋଭିଡ୍‌-୧୯, ମଙ୍କିପକ୍ସ ଏବଂ ଏଚ୍‌ଆଇଭିରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣକ ଜୁନ୍‌ରେ ସ୍ପେନ୍‌ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ଗଳା ବ୍ୟଥା ହେବ ସହ ଥକା ଲାଗିବା, ଥଣ୍ଡା,…

କୋର୍ଟରେ ପଡ଼ିିଛି ସିବିଆଇର ୬,୭୦୦ ଦୁର୍ନୀତି ମାମଲା

ନୂଆଦିଲ୍ଲୀ, ୨୫ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ତଦନ୍ତ କରୁଥିବା ପ୍ରାୟ ୬,୭୦୦ ଦୁର୍ନୀତି ମାମଲା ବିଭିନ୍ନ ଅଦାଲତରେ ବିଚାରାଧୀନ ରହିଛି। ସେଥିମଧ୍ୟରୁ ୨୭୫ଟି ୨୦ ବର୍ଷ ହେଲା ପଡ଼ିରହିଛି ବୋଲି ସେଣ୍ଟ୍ରାଲ ଭିଜିଲାନ୍ସ କମିଶନ (ସିଭିସି)ର ବାର୍ଷିକ ରିପୋର୍ଟରେ କୁହାଯାଇଛି। ୨୦୨୧…

ପରଲୋକରେ ‘ସନମ ବଓ୍ବେଫା’ର ନିର୍ଦ୍ଦେଶକ

ମୁମ୍ବାଇ,୨୫।୮: ବେଶ୍‌ ଜଣାଶୁଣା ତଥା ଲୋକପ୍ରିୟ ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ, ଗୀତିକାର ତଥା ଲେଖକ ସାୱନ କୁମାର ଟାକଙ୍କର ପରଲୋକ ଘଟିଛି। ଗୁରୁବାର ଅପରାହ୍ନ ପ୍ରାୟ ୪ଟା ୧୫ରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ୮୬ ବର୍ଷରେ ସେ ଶେଷ…

ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ କରାଯିବ।…

ଅକ୍ଟୋବର ୧୨ରୁ ଦେଶରେ ଆରମ୍ଭ ହେବ ୫-ଜି ସେବା

ନୂଆଦିଲ୍ଲୀ,୨୫।୮: ୨୦୨୨ ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ଦେଶରେ ୫-ଜି ମୋବାଇଲ ସେବା ଆରମ୍ଭ ହେବ। ଆସନ୍ତା ଅକ୍ଟୋବର ୧୨ସୁଦ୍ଧା ଦେଶରେ ୫-ଜି ମୋବାଇଲ ସେବା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହାପରେ ଦେଶର ସମସ୍ତ ବଡ଼ ଏବଂ ଛୋଟ ସହରରେ ଏହି…

ସୋନାଲୀଙ୍କ ଶରୀରରେ ରହିଛି କ୍ଷତ ଚିହ୍ନ: ହତ୍ୟା ନେଇ ରୁଜୁ ହେଲା ଏଫ୍‌ଆଇଆର

ପଣଜୀ,୨୫।୮: ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମଙ୍ଗଳବାର ପରଲୋକ ଘଟିଛି। ଆରମ୍ଭରୁ ତାଙ୍କର ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ନେଇ କୁହାଯାଉଥିଲା। ହେଲେ ଗୁରୁବାର ଆସିଥିବା ତାଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆଉ କିଛି ବୟାନ କରୁଛି। ବର୍ତ୍ତମାନ…

ପ୍ରଥମ ଥର ଭାରତ ୟୁଏନ୍‌ଏସ୍‌ସିରେ ରୁଷିଆ ବିରୋଧରେ ଦେଲା ଭୋଟ

ଓ୍ବାଶିଂଟନ୍‌,୨୫।୮: ରୁଷିଆ-ୟୁକ୍ରେନ ମଧ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେଲାଣି ଯୁଦ୍ଧ ଜାରି ରହିଛି। ହେଲେ ଏହାପୂର୍ବରୁ ମିଳିତ ଜାତିସଂଘରେ ହୋଇଥିବା ମତଦାନ ସମୟରେ ଭାରତ ନିଜକୁ ଦୂରେଇ ରଖିଥିଲା। ହେଲେ ପ୍ରଥମ ଥର ଭାରତ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ ବୁଧବାର…

୮ ସ୍ତ୍ରୀଙ୍କ ପାଇଁ ବିଳାସପୂର୍ଣ୍ଣ ପ୍ରାସାଦ ନିର୍ମାଣ କରୁଛନ୍ତି ଏହି ବ୍ୟକ୍ତି

ବ୍ରାଜିଲର ପ୍ରସିଦ୍ଧ ମଡେଲ ଏବଂ ଇନ୍‌ଫ୍ଲୁଏନ୍ସର ଆର୍ଥର ଓ ଉର୍ସୋଙ୍କର ଜଣେ କିମ୍ବା ଦୁଇଜଣ ନୁହେଁ, ମୋଟ ଆଠ ଜଣ ସ୍ତ୍ରୀ ଅଛନ୍ତି। ସେ ସମସ୍ତ ସ୍ତ୍ରୀଙ୍କ ସହିତ ଏକାଠି ରୁହନ୍ତି। ସମସ୍ତଙ୍କୁ ଖୁସିରେ ରଖିବା ପାଇଁ ଆର୍ଥର ୭୫୦୦ ବର୍ଗଫୁଟର…

ଚାଇନାରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ଗରମ

ବେଜିଂ,୨୫ା୮: ଏବେ ଚାଇନାରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଏପରିକି ୬୧ ବର୍ଷ ମଧ୍ୟରେ ଏମିତି ଖରା, ଗରମ କେବେ ହୋଇ ନ ଥିଲା। ପ୍ରବଳ ଗରମ ଯୋଗୁ ଲୋକେ ନାନା ଯନ୍ତ୍ରଣା ଭୋଗୁଛନ୍ତି। ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ଫଳରେ ଅନେକ…

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କହିଛନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ଗୋଟିଏ ଦିନରେ ୩୦୯ ରନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ଙ୍କ ରେକର୍ଡ

ବ୍ରିସ୍‌ବେନ୍‌,୨୭।୮: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri