Home

ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି

ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା କରିବାରୁ ୧୮ ଜଣ ଶିଶୁ ଓ ୩ ଜଣ ବୟସ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି…

ଜିଟିର ଲଢୁଆ ବ୍ୟାଟିଂ, ୭ ୱିକେଟରେ ବିଜୟୀ…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୮୯ ରନ୍ ଲକ୍ଷ୍ୟର ପିଛା କରି  ଜିଟି  ଲଢୁଆ ବ୍ୟାଟିଂ କରି…

ଭାଜପାରେ ଯୋଗଦେଲେ ଏଏପି ନେତା ଅଜୟ କୋଠିୟାଲ

ଡେରାଡୁନ୍‌,୨୪।୫: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଥିବା ଅବସରପ୍ରାପ୍ତ କଲୋନେଲ୍‌ ଅଜୟ କୋଠିୟାଲ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ରାଜ୍ୟ ଭାଜପା ସଭାପତି ମଦନ କୌଶିକଙ୍କ ଉପସ୍ଥିତିରେ…

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଲାୟମ…

ପତ୍ନୀଙ୍କ ସହ ଛୁଟି ବିତାଉଛନ୍ତି ରୋହିତ

ନୂଆଦିଲ୍ଲୀ,୨୪।୫: ଆଇପିଏଲ୍‌ ୨୦୨୨ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟୁର୍ନାମେଣ୍ଟରୁ ବିଦା ହୋଇଛି ମୁମ୍ବାଇ ଇଣ୍ଡିଆନ୍ସ। ଏଥିଯୋଗୁ ଅଧିନାୟକ ରୋହିତ ଶର୍ମା ଶୀର୍ଘ ମୁକ୍ତ ହୋଇଛନ୍ତି। ଏବେ ସେ ପରିବାର ସହ ଛୁଟି କଟାଇବାକୁ ମାଳଦ୍ୱିପ ଯାଇଛନ୍ତି। ରୋହିତ ନିଜର ଇନ୍‌ଷ୍ଟାଗ୍ରାମରେ ଏହାର…

ପୁରୀରେ ଗୁଳିକାଣ୍ଡ; ବାଇକ୍‌ରେ ଯାଉଥିବା ବେଳେ ଟଳି ପଡ଼ିଲେ ବ୍ୟବସାୟୀ

ପୁରୀ ଅଫିସ,୨୪।୫ : ପୁଣି ଅଶାନ୍ତ ପୁରୀ ସହର। ପୁରୀ ଏମାର ମଠ ନିକଟ କାକୁଡ଼ିଖାଇ ଛକରେ ଫୁଟିଲା ଗୁଳି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଦୁଇ ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ…

ଜୈଶ୍‌ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌, ୮ ଗିରଫ…

ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍‌ ଘଟିଛି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୁରାରେ ଏହି ଘଟଣାରେ ୮ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଗୋଳା ବାରୁଦ…

ପୁଟିନ୍‌ଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର ରଚିଥିଲା ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌, ୨୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏନେଇ ସାରା ବିଶ୍ୱରେ ସମାଲୋଚନା ହେବାରେ ଲାଗିଛି। ଯୁଦ୍ଧ ପାଇଁ ପୁଟିନଙ୍କୁ ଦାୟୀ କରାଯାଉଛି। ତେବେ ଏାବେ ଆଉ ଏକ ସମ୍ବେଦନଶୀଳ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରେ ସ୍ବତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍‌ ରଘୁରାମ ଆୟାରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କୁ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ…

ଗୁଳି କରି ପୋଲିସଙ୍କୁ ହତ୍ୟା କଲେ ଆତଙ୍କବାଦୀ…

ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୁଣି ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଶ୍ରୀନଗର ଜିଲାର ସୁରା ଅଞ୍ଚଳରେ ଏହି ଆକ୍ରମଣ ଘଟିଛି। ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ପୋଲିସ ସୈଫୁଲ୍ଲା କାଦ୍ରି ଗୁରୁତର ଆହତ ହୋଇଥିଲେ। ଏହି…

କ୍ୱାଡ୍‌ ଫେଲୋଶିପ୍‌ ଶୁଭାରମ୍ଭ, ୧୦୦ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ…

ଟୋକିଓ, ୨୪।୫ : ଜାପାନର କ୍ୱାଡ୍‌ ସମ୍ମିଳନୀରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ‘କ୍ୱାଡ ଫେଲୋଶିପ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri