ନିର୍ବାଚନ ଡ୍ୟୁଟି କରୁଛନ୍ତି କି ଧୋନୀ? ଲୋକଙ୍କ ଭିଡ ପରେ ଜଣାପଡିଲା ପ୍ରକୃତ ରହସ୍ୟ
ରାଞ୍ଚି,୨୪।୫:ଆଇପିଏଲ୍ ୨୦୨୨ରେ ଚେନ୍ନାଇ ସୁପର୍ କିଙ୍ଗ୍ସ(ସିଏସ୍କେ)ର ଯାତ୍ରା ସମାପ୍ତ ହୋଇଛି। ଚଳିତ ସିଜିନ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ସିଏସ୍କେ ପଏଣ୍ଟ ଟେବୁଲରେ ନବମ ସ୍ଥାନ ଅଧିକାର କରିଥିଲା। ଧୋନୀ ଝାଡଖଣ୍ଡର ରାଜଧାନୀ ରାଞ୍ଚିରୁ ଆସିଛନ୍ତି। ଏବେ ଝାଡଖଣ୍ଡରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ…
୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଗଠନ ହେଲା ଟାସ୍କ ଫୋର୍ସ
ନୂଆଦିଲ୍ଲୀ,୨୪।୫: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏବେଠାରୁ ନିଜର ରଣନୀତି ପ୍ରସ୍ତୁତ କରିବାକୁ ଲାଗିପଡ଼ିଲାଣି। ମଙ୍ଗଳବାର ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କଂଗ୍ରେସରେ ଆଠ ଜଣିଆ ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଏବଂ ୨୦୨୪…
ଆଜି ପ୍ଲେ ଅଫ୍ରେ ଗୁଜରାଟ-ରାଜସ୍ଥାନ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କୋଲକତା,୨୪।୫:ଆଇପିଏଲ ୨୦୨୨ର ପ୍ଲେ ଅଫ ମ୍ୟାଚ୍ ଆଜିଠୁ ଆରମ୍ଭ ହେବ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍-୧ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସକୁ ଭେଟିବ। କ୍ୱାଲିଫାୟର ୧ର ବିଜେତା ଦଳ ଆଇପିଏଲ ୨୦୨୨ର ଫାଇନାଲ ପାଇଁ ଟିକେଟ ପାଇବ। ତେଣୁ…
ଚହଲଙ୍କୁ ପଛରୁ କିକ୍ ମାରିଲେ ଗୁଜରାଟ ଟାଇଟାନ୍ସ କୋଚ୍
କୋଲକତା,୨୪।୫: ଗୁଜରାଟ ଟାଇଟାନ୍ସ ଦଳର ମୁଖ୍ୟ କୋଚ ଆଶିଷ ନେହେରା ଆଇପିଏଲ ୨୦୨୨ କ୍ୱାଲିଫାୟର ୧ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ ବୋଲର ୟୁଜଭେନ୍ଦ୍ର ଚହଲଙ୍କୁ ପଛରୁ ଏକ କିକ୍ ମାରିଛନ୍ତି। ଏହାର ଫଟୋ ଗୁଜରାଟ ଟାଇଟାନ୍ସ ଦ୍ୱାରା ସୋସିଆଲ ମିଡିଆ…
ମୁଖ୍ୟମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ପୋଷ୍ଟ କଲେ ୧୫ ବର୍ଷର ବାଳକ: ମିଳିଲା ନିଆରା ଦଣ୍ଡ
ମୁରାଦାବାଦ୍,୨୪।୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପରେ ସୋସିଆଲ୍ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିବା ଅଭିଯୋଗରେ ୧୫ ବର୍ଷୀୟ ବାଳକଙ୍କୁ ଏକ ନିଆରା ଦଣ୍ଡ ଦିଆଯାଇଛି। କିଶୋର ନ୍ୟାୟ ବୋର୍ଡ(ଜେଜେବି) ପକ୍ଷରୁ ବାଳକଙ୍କୁ ଦଣ୍ଡ ସ୍ବରୂପ ୧୫ ଦିନ ପାଇଁ…
ପାକିସ୍ତାନରେ ବଢୁଛି ଆର୍ଥତ୍କ ସଙ୍କଟ:ପେଟ୍ରୋଲ ଏବଂ ଡିଜେଲ ବଞ୍ଚାଇବା ପାଇଁ ଆସିବ ନୂଆ ଯୋଜନା
ଇସଲାମାବାଦ୍,୨୪।୫: ଗତ ବର୍ଷେ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ନୂଆ ସରକାର ଆସିବା ପରେ ମଧ୍ୟ ସୁଧୁରିବାର ନାଁ ଧରୁନି। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ଆର୍ଥିକ ସମସ୍ୟାକୁ ଆହୁରି ବଢାଇ ଦେଇଛି। ଏହି…
‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’
ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ ଏହାକୁ…
କମୁନି ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୦୨୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ପୁଣି ଦୀପିକାଙ୍କ ଜଲଓ୍ବା
ଫ୍ରାନ୍ସରେ ଚାଲିଥିବା ଫିଲ୍ମର ସବୁଠୁ ବଡ ଇଭେଣ୍ଟ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ପୁଣି ଜଲଓ୍ବା ଦେଖାଇଛନ୍ତି ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ। କଳା ଗାଉନରେ ରେଡ୍ କାର୍ପେଟରେ ଏଣ୍ଟ୍ରି କରିଥିଲେ ସେ। ଦୀପିକାଙ୍କ ସୁନ୍ଦର ଅନ୍ଦାଜ୍ ସମସ୍ତଙ୍କୁ ଆକର୍ଷିତ କରିଥିଲା। ତେବେ…
କମ ସମୟ ମଧ୍ୟରେ ପ୍ରଭାବି ହେଲା କ୍ୱାଡ: ମୋଦି
ଟୋକିଓ,୨୪ ।୫: ଜାପାନର ଟୋକିଓରେ ଚାଲିଥିବା କ୍ୱାଡ ସମ୍ମିଳନୀରେ ୪ ଦେଶର ରାଷ୍ଟ୍ରମୁଖ୍ୟଙ୍କ ବୈଠକରେ ୟୁକ୍ରେନ୍-ରୁଷିଆ ପ୍ରସଙ୍ଗ ସମେତ ଅନ୍ୟ କିଛି ବିଷୟକୁ ନେଇ ଆଲୋଚନର ହୋଇଛି । ମଙ୍ଗଳବାର ବୈଠକ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ଆଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ…
ଆରମ୍ଭ ହେଲା କ୍ୱାଡ ସମ୍ମିଳନୀ
ଟୋକିଓ,୨୪ ।୫: ଜାପାନ ଗସ୍ତର ଦ୍ୱିତୀୟ ଦିନରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୱାଡ ନେତାଙ୍କ ସହ ଚତୁର୍ଥ ଶିଖର ବୈଠକରେ ଯୋଗ ଦେଇଛନ୍ତି । କ୍ୱାଡ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ଏଠାରେ ୪ ଦେଶର ରାଷ୍ଟ୍ର ମୁଖ୍ୟ ହିନ୍ଦ…
ପନ୍ତଙ୍କ ସହ ଧୋକା:୧.୫ କୋଟି ଟଙ୍କା ଠକି ନେଲେ ସାଥୀ କ୍ରିକେଟର୍
ମୁମ୍ବାଇ,୨୪।୫: ଜଣେ ହରିୟାଣା କ୍ରିକେଟର ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କଠାରୁ ୧.୫ କୋଟିରୁ ଅଧିକ ଟଙ୍କା ଠକି ନେଇଛନ୍ତି। ସେହି କ୍ରିକେଟରଙ୍କ ନାମ ହେଉଛି ମ୍ରିନାଙ୍କ ସିଂ। ଚଳିତ ମାସରେ ଅନ୍ୟ ଏକ ମାମଲାରେ ପୋଲିସ ତାଙ୍କୁ ଗିରଫ କରିଛି।…
Archives


