Home

କାର୍‌-ବାଇକ୍‌ ମୁହାଁମୁହିଁ: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର ନିକଟ କେଶେଇପାଲି ଗ୍ରାମର ଗଣେଶ ରାମ ସାହୁ ଓ ତାଙ୍କ ସ୍ତ୍ରୀ ସନ୍ତୋଷିନୀ …

ରାଜଧାନୀରେ ପ୍ରବଳ ବର୍ଷା, ୧୦୦ରୁ ଅଧିକ ବିମାନ ଉଡ଼ାଣ ପ୍ରଭାବିତ…

ନୂଆଦିଲ୍ଲୀ, ୨୩।୫ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ପବନ ଏବଂ ବଜ୍ରପାତ ଯୋଗୁ ୧୯ ଟି ବିମାନର ଲକ୍ଷ୍ୟସ୍ଥଳକୁ…

ଆଇପିଏଲ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ମୁମ୍ବାଇ,୨୩।୫: ଆଇପିଏଲ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ସିଜିନ୍‌ରେ ୧୦୦୦ ଛକା ମାରିବାର ରେକର୍ଡ ସୃଷ୍ଟି ହୋଇଛି। ପଞ୍ଜାବ କିଙ୍ଗସ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ ଚଳିତ ସିଜିନ୍‌ରେ ୧୦୦୦ ତମ ଛକା ମାରିଥିଲେ। ଚଳିତ ଆଇପିଏଲ୍‌ରେ ଏପର୍ଯ୍ୟନ୍ତ ୧୦୦୧ଟି ଛକା ମରାଯାଇଛି।…

‘ଚାଇନା ବିପଦ ସହ ଖେଳୁଛି’

ଓ୍ବାଶିଂଟନ,୨୩ା୫: ଜାପାନର ରାଜଧାନୀ ଟୋକିଓରେ କ୍ୱାଡ୍‌ ସମ୍ମିଳନୀ ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟ ମଧ୍ୟରେ, ତାଇବାନକୁ ଚାଇନାର ଆକ୍ରୋଶରୁ ରକ୍ଷା କରିବାରେ ଆମେରିକା ସାହାଯ୍ୟ କରିବ…

ବାଇଡେନ୍‌ଙ୍କ ଖୋଲା ଧମକ, ତାଇଓ୍ବାନ ଉପରେ ଆକ୍ରମଣ କଲେ ଆମେରିକା ସୈନ୍ୟ ଚାଇନାକୁ ଦେବେ ଜବାବ…

ଓ୍ବାଶିଂଟନ/ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ଜାପାନର ଟୋକିଓରେ ପହଞ୍ଚିଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଚାଇନାକୁ ଖୋଲା ଧମକ ଦେଇଛନ୍ତି। ବାଇଡେନ୍‌ କହିଛନ୍ତି ଯେ ତାଇଓ୍ବାନ ଉପରେ ଚାଇନା କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଆମେରିକା…

ସିଂହ ସହ କରୁଥିଲେ ଭିଡିଓ, ପାଇଲେ ପାନେ

କୁହାଯାଏ, ଦୂରରୁ ବି ସିଂହ ଭୟଙ୍କର। ସେଥିପାଇଁ ଏମାନଙ୍କୁ ପଞ୍ଜୁରି ଭିତରେ ରଖାଯାଏ। ଏବେ ଆଫ୍ରିକୀୟ ପ୍ରାଣୀ ଉଦ୍ୟାନର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବ୍ୟକ୍ତି ସିଂହକୁ ବିରକ୍ତ କରିବାରୁ ଏହାର କୁପରିଣାମ କିପରି…

ବାପା ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମସନ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ତାଙ୍କ ପ୍ରେମିକା ସାରା ରହିମ୍‌ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୱିଲିୟମସନ ଇନଷ୍ଟାଗ୍ରାମରେ ପ୍ରେମିକା ଏବଂ ପୁଅର ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ ଏହି…

କରୋନା ସଙ୍କଟରେ ୩ ସଂକ୍ରମଣର ଦୋହରା ମାଡ଼…

ଜେନେଭା, ୨୩।୫ : କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଙ୍କଟରେ ଯୁଝୁ ଥିବା ପୃଥିବୀ ଉପରେ ୩ ସଂକ୍ରମଣର ଦୋହରା ମାଡ଼ ଆରମ୍ଭ ହୋଇଛି। ଟମାଟୋ ଫ୍ଲୁ , ହେପାଟାଇଟିସ୍‌ ଏବଂ ମଙ୍କିପକ୍ସ୍‌ ସଂକ୍ରମଣ ଯୋଗୁ ପୃଥିବୀର…

ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ…

ଓ୍ବାଶିଂଟନ/ମସ୍କୋ, ୨୩।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪ ମାସ ବିତିଛି। ଯୁଦ୍ଧ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ ହେବାରେ ଲାଗିଛି। ଯୁଦ୍ଧରେ ଦୁର୍ବଳ ୟୁକ୍ରେନ ବର୍ତ୍ତମାନ ପର୍ଯ୍ୟନ୍ତ ଶକ୍ତିଶାଳୀ ରୁଷିଆକୁ ଚ୍ୟାଲେଞ୍ଜ ଦେଇ ଚାଲିଛି। ଏହା…

ମଦ ପିଇ ଟ୍ରେନ୍‌ ଇଞ୍ଜିନ୍‌ ତଳେ ଶୋଇପଡ଼ିଲେ, ଆଉ ତା’ ପରେ…

ମଦନିଶାରେ ଜଣେ ବ୍ୟକ୍ତି ଏପରି କିଛି କରିଥାଏ, ଯାହାକି ନିଶା ଛାଡ଼ିବା ପରେ ଲୋକେ ଥଟ୍ଟା ପରିହାସ କରିଥାନ୍ତି। ମଧ୍ୟପ୍ରଦେଶର ଏକ ଷ୍ଟେଶନରେ ଏମିତି ଘଟଣା ଦେଖିବାକୁ ମିଳିଛି। ଖବରଦାତା ଶରତ ଶ୍ରୀବାସ୍ତବ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର…

ଭାରତୀୟ ଦଳରେ ସ୍ଥାନ ପାଇଲେ ଫଳ ବିକ୍ରେତାଙ୍କ ପୁଅ

ଶ୍ରୀନଗର,୨୩।୫:ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ ଇଣ୍ଡିଆକୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ଆଶା କରାଯାଉଥିବା ପରି ଏହି ଦଳରେ ଦ୍ରୁତ ବୋଲର ଉମରାନ…

ବିଜ୍ଞାନ କଥାଶିଳ୍ପୀ ଗୋକୁଳାନନ୍ଦ

ଓଡ଼ିଆ ବିଜ୍ଞାନ ସାହିତ୍ୟକୁ ସର୍ବଭାରତୀୟ ସ୍ତରରେ ପ୍ରତିଷ୍ଠିତ କରିବାରେ ଯେଉଁ କେତେଜଣ ଯୋଗଜନ୍ମା କର୍ମଯୋଗୀମାନଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ ସେମାନଙ୍କ ମଧ୍ୟରେ ସର୍ବାଗ୍ରେ ରହିବେ ବିଜ୍ଞାନ କଥାଶିଳ୍ପୀ ପ୍ରଫେସର ଗୋକୁଳାନନ୍ଦ ମହାପାତ୍ର। ସେ ୧୯୫୦ ଦଶକରେ କଲିକତା ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri