ପୁରୀରୁ ଆସୁଥିବା ବସ୍ ଓଲଟିଲା
ପୁରୀ ଅଫିସ,୧୧ା୭: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍ଟି ଭାରସାମ୍ୟ ହରାଇଥିଲା। ଏହି ବସ୍ରେ ଥିବା…
ମଣିଷଠୁ ବି ଚତୁର ଛେଳି, ଭିଡିଓ ଦେଖିଲେ ହିଁ ବିଶ୍ୱାସ କରିବେ
ଅନେକ ଲୋକ ଭାବନ୍ତି ଯେ, କେବଳ ମଣିଷ ହେଉଛି ଦୁନିଆର ସବୁଠାରୁ ବୁଦ୍ଧିମାନ ବ୍ୟକ୍ତି। ପଶୁମାନଙ୍କର କୌଣସି କଥାରେ ଭାବନା ନାହିଁ। କିନ୍ତୁ ଏହି ଧାରଣା ସମ୍ପୂର୍ଣ୍ଣ ଭୁଲ୍। କାରଣ ପ୍ରକୃତି ପ୍ରତ୍ୟେକ ପ୍ରାଣୀକୁ ଚିନ୍ତା କରିବା ଏବଂ ବୁଝିବା ପାଇଁ…
ନୂଆ ସଂସଦ ଭବନ ଉପରେ ୬.୫ ମିଟର ଉଚ୍ଚତାର ଅଶୋକ ସ୍ତମ୍ଭ, ଉଦ୍ଘାଟନ କଲେ ମୋଦି
ନୂଆଦିଲ୍ଲୀ,୧୧।୭: ସଂସଦ ଗୃହର ନୂତନ କୋଠାର ଛାତ ଉପରେ ୬.୫ ମିଟର ଉଚ୍ଚର ଅଶୋକ ସ୍ତମ୍ଭ ନିର୍ମାଣ କରାଯାଇଛି। ଏହାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ସମେତ ଅନେକ…
ଗୋଟିଏ ଓଭରରେ ୩୪ ରନ୍, ଖାଲି ଚୌକା-ଛକା ବର୍ଷା: ଦେଖନ୍ତୁ ଭିଡିଓ
ଲଣ୍ଡନ,୧୦।୭: ଇଂଲଣ୍ଡରେ ଏବେ ଟି-୨୦ ବ୍ଲାଷ୍ଟ ଖେଳାଯାଉଛି। ସମରସେଟ ଏବଂ ଡର୍ବିସାୟାର ମଧ୍ୟରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହି ମ୍ୟାଚରେ ସମରସେଟ ପାଇଁ ଖେଳୁଥିବା ରିଲେ ରୋସୋ ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ…
ମହାରାଷ୍ଟ୍ର ପରେ ଏବେ ଝାଡ଼ଖଣ୍ଡ ପାଳି, ଜେଏମ୍ଏମ୍-କଂଗ୍ରେସ ମଧ୍ୟରେ ବଢୁଛି ଫାଟ !…
ରାଞ୍ଚି,୧୧।୭ : ମହାରାଷ୍ଟ୍ରରେ ଶିବସେନା, କଂଗ୍ରେସ ଏବଂ ଏନସିପି ମିଳିତ ସରକାର ପତନ ପରେ ବର୍ତ୍ତମାନ ଝାଡଖଣ୍ଡରେ ସଙ୍କଟ ଦେଖାଦେଇଛି। ଗୋଟିଏ ପଟେ ଅନୁସନ୍ଧାନକାରୀ ସଂସ୍ଥା ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କର ଘନିଷ୍ଠ ସହଯୋଗୀଙ୍କ ପାଇଁ କଡା ଚ୍ୟାଲେଞ୍ଜ…
କାଜୁ ବଗିଚାରେ ନବଜାତକକୁ ଛାଡ଼ି ଚାଲିଗଲେ
ପାଟଣା,୧୧ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା କାଜୁ ବଗିଚାରୁ ସୋମବାର ସକାଳୁ ଜଣେ ନବଜାତକକୁ ଉଦ୍ଧାର କରାଯାଇଛି। କେହି କାଜୁ ଗଛମୂଳେ ଏକ ଜରି ବ୍ୟାଗ୍ ଉପରେ ଶିଶୁକନ୍ୟାକୁ ଛାଡ଼ି ଚାଲି ଯାଇଥିବା ଜଣାପଡ଼ିଛି। ଶିଶୁକନ୍ୟା ନାଭି କଟା ଯାଇ…
ଅବସାଦ ପାଇଁ ଦାୟୀ ଶୟନରେ ଅନିୟମିତତା
ଠିକ୍ ସମୟରେ ଏବଂ ଆବଶ୍ୟକ ମୁତାବକ ଶୋଇବା ଆମ ଶରୀର ପାଇଁ ବେଶ୍ ହିତକର। ଜଣେ ବ୍ୟକ୍ତି ପ୍ରତିଦିନ ଅତିକମ୍ରେ ୬-୭ ଘଣ୍ଟା ଶୋଇବା ନିହାତି ଦରକାର। ଆଉ ଯଦି ଏଥିରେ ଅନିୟମିତତା ଲାଗିରହେ ତେବେ ତାହା ନିଦ୍ରାଜନିତ ସସମ୍ୟାକୁ ଡାକିଆଣିଥାଏ।…
ଚନ୍ଦ୍ର ଅଭିଯାନର ବର୍ଷ
ମହାକାଶ ଅଭିଯାନ କ୍ଷେତ୍ରରେ ୨୦୨୧ ମସିହାରେ ମଙ୍ଗଳ ଗ୍ରହର ପ୍ରାଧାନ୍ୟ ରହିଥିଲା। ସେହିବର୍ଷ ଫେବୃୟାରୀରେ ସଂଯୁକ୍ତ ଆରବ ରାଷ୍ଟ୍ରର ହୋପ୍ ଯାନ ମଙ୍ଗଳ କକ୍ଷରେ ଏବଂ ଚାଇନାର ଟିଆନଓ୍ବେନ୍-୧ ଓ ଯୁକ୍ତରାଷ୍ଟ୍ର ଆମେରିକା ମାର୍କ ପର୍ଜଭେରନ୍ସ ଯାନ ମଙ୍ଗଳ ପୃଷ୍ଠରେ ପହଞ୍ଚତ୍ଥିଲା।…
ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି କଲେ ସିଆର୍ପିଏଫ୍ ଯବାନ
ଜୟପୁର,୧୧।୭: ରାଜସ୍ଥାନର ଯୋଧପୁର ସିଆର୍ପିଏଫ୍ ତାଲିମ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ୱାର୍ଟରରେ ପରିବାରକୁ ବନ୍ଧକ ରଖି ନିଜକୁ ଗୁଳି ମାରିଛନ୍ତି ଜଣେ ଯବାନ। ପୋଲିସ କମିଶନର ରବିଦତ୍ତ ଗୌଡ ଏନେଇ ସୂଚନା ଦେଇଛନ୍ତି। ଯବାନ ଜଣଙ୍କ ପାଖାପାଖି ୧୮…
ଅଯୋଗ୍ୟ ମାମଲାର ଶୁଣାଣି ଟଳିଲା, ନିଷ୍ପତ୍ତି ନେବାକୁ ଦୁଇପକ୍ଷଙ୍କୁ ରୋକିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳଙ୍କୁ ସୁପ୍ରିମକୋର୍ଟରେ ବଡ଼ ଆଶ୍ୱସ୍ତି ମିଳିଛି।ଶିନ୍ଦେଙ୍କ ଦଳର ୧୬ ଜଣ ବିଧାୟକଙ୍କ ଅଯୋଗ୍ୟତା ମାମଲାର ଶୁଶାଣି ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ ଏକ ବେଞ୍ଚ ଗଠନ କରାଯିବ…
କ୍ରସ୍ ଭୋଟିଂ ରୋକିବା ନେଇ କସରତ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ୨ ଜଣଙ୍କ ମଧ୍ୟରେ ହେବ। ଭାଜପା ସମର୍ଥିତ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଥିବାବେଳେ ତାଙ୍କ ବିପକ୍ଷରେ ବିରୋଧୀ ମେଣ୍ଟ ପ୍ରାର୍ଥୀ…
ସ୍ତ୍ରୀ ଖୋଜୁଛନ୍ତି ମନ୍ତ୍ରୀ, ସୋସିଆଲ ମିଡିଆରେ ଭାଇରାଲ ହେଉଛି ଟୁଇଟ୍
କୋହିମା,୧୧।୭: ନାଗାଲାଣ୍ଡର ଉଚ୍ଚଶିକ୍ଷା ଏବଂ ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ଭାଜପା ନେତା ତେମଜେନ ଇମ୍ନା ଆଲଙ୍ଗଙ୍କ ଏକ ଟୁଇଟ୍ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଆଲଙ୍ଗ ଗୁଗଲ ସର୍ଚ୍ଚର ଏକ ସ୍କ୍ରିନ୍ସର୍ଟ ଟୁଇଟର୍ରେ ଶେୟାର କରିଛନ୍ତି। ସେ ଗୁଗଲରେ…
Archives


