Home

ଇତିହାସ ରଚିଲେ ପୁନିଆ

ନୂଆଦିଲ୍ଲୀ,୧୯।୯: ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ବିଶ୍ୱ ରେସଲିଂ ଚାମ୍ପିଅନଶିପରେ ଇତିହାସ ସୃଷ୍ଟି କରିଛନ୍ତି। ବେଲଗ୍ରେଡରେ ଚାଲିଥିବା ବିଶ୍ୱ ରେସଲିଂ ଚାମ୍ପିଅନଶିପରେ ବଜରଙ୍ଗ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ସମ୍ମାନଜନକ ଚାମ୍ପିଅନସିପରେ ସାମଗ୍ରିକ ଭାବେ ବଜରଙ୍ଗଙ୍କ ଚତୁର୍ଥ ପଦକ। ଏହା…

ରୋମାଣ୍ଟିକ ଫଟୋ ଶେୟାର କଲେ ପ୍ରିୟଙ୍କା…

ମୁମ୍ବାଇ, ୧୯।୯ : ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସଙ୍କର ଏକ ଫଟୋକୁ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେପ୍ଟେମ୍ବର ୧୬ରେ ନିକଙ୍କର ୩୦ ତମ ଜନ୍ମଦିନ ଥିଲା। ଯାହାକୁ ସେ ପ୍ରିୟଙ୍କାଙ୍କ ସହ ଚମତ୍କାର ଭାବରେ ପାଳନ…

ଭାରତ ଠାରୁ ଦୂରେଇ ପାକିସ୍ତାନର ନିକଟତର ହେଉଛି ରୁଷିଆ…

ମସ୍କୋ, ୧୯।୯ : ରୁଷିଆ ସର୍ବଦା ଭାରତର ଏକ ପୁରୁଣା ଏବଂ ବିଶ୍ୱସ୍ତ ବନ୍ଧୁ ହୋଇ ରହି ଆସିଛି । କିନ୍ତୁ ସମ୍ପ୍ରତି ରୁଷିଆର ମନୋଭାବରେ କିଛିଟା ବଦଳିଥିବା ଜଣାପଡିଛି। ଉଜବେକିସ୍ତାନର ସମରକନ୍ଦରେ ଆୟୋଜିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ)ରେ ଏହା…

ଧାରଣାରେ ବସିଲେ ଅଖିଳେଶ…

ଲକ୍ଷ୍ନୌ, ୧୯।୯ : ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ପାର୍ଟି ବିଧାୟକ ଏବଂ କର୍ମକର୍ତ୍ତାଙ୍କ ସହ ଦଳୀୟ କାର୍ଯ୍ୟାଳୟରୁ ବିଧାନ ଭବନ ଅଭିମୁଖେ ପଦଯାତ୍ରା ଆରମ୍ଭ କରିଛନ୍ତି। ପଦଯାତ୍ରା ସମୟରେ ରୁଟ ପରିବର୍ତ୍ତନକୁ ନେଇ ଦଳୀୟକର୍ମୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହିତ…

ଥରିଲା କାର୍ଗିଲରୁ ଲଦାଖ…

ନୂଆଦିଲ୍ଲୀ, ୧୯।୯ : ସୋମବାର ପୂର୍ବାହ୍ନ ୯ ଟା ୩୦ରେ କାର୍ଗିଲରୁ ଲଦାଖ ପର୍ଯ୍ୟନ୍ତ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିଲା ବୋଲି ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।…

ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପୂର୍ବତନ ମନ୍ତ୍ରୀ ବିଜୟ…

ଦଶହରା ରାଲି: ଉଦ୍ଧବଙ୍କୁ ଶିବାଜୀ ପାର୍କ-ଶିନ୍ଦେଙ୍କୁ ମିଳିପାରେ ବିକେସି ପଡ଼ିଆ…

ମୁମ୍ବାଇ, ୧୯।୯ : ମୁମ୍ବାଇରେ ଶିବସେନାମର ଦଶହରା ରାଲି ପାଇଁ ପରିସ୍ଥିତି ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ହୋଇନାହିଁ। କିନ୍ତୁ କୁହାଯାଉଛି ଯେ ଦଳର ମୁଖ୍ୟ ଉଦ୍ଧବ ଠାକରେ ପୁଣି ଥରେ ଶିବାଜୀ ପାର୍କରେ ଶିବସୈନିକମାନଙ୍କୁ ସମ୍ବୋଧିତ କରିପାରିବେ। ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

ଇନ୍‌ସୁଲିନ୍‌ର ଆବିଷ୍କାର: ସ୍ବପ୍ନରୁ ସୂଚନା

”ଇନ୍‌ସୁଲିନ୍‌ ଆମ ଶରୀରର ଏକ ହରମୋନ୍‌। ଏହା ପ୍ରାଣୀମାନଙ୍କ ଶରୀରରେ ରହିଥିବା ଅଗ୍ନ୍ୟାଶୟ ନାମକ ଗ୍ରନ୍ଥିରୁ କ୍ଷରିତ ହୋଇ ରକ୍ତରେ ଗ୍ଲୁକୋଜର ମାତ୍ରାକୁ ଅନୁମୋଦିତ ସ୍ତରରେ ରଖେ। ରକ୍ତରେ ଗ୍ଲୁକୋଜର ମାତ୍ରା ବଢ଼ିଗଲେ ତାକୁ ଗାଇକ୍ଲୋଜେନ୍‌ ନାମକ ଉପାଦାନରେ ପରିଣତ କରିଦେଇ…

ଭାରତ-ପାକିସ୍ତାନ ଏସିଆ କପ୍‌ ମ୍ୟାଚ୍‌ ପରେ ବ୍ରିଟେନରେ ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା, ୨୭ ଗିରଫ…

ଲଣ୍ଡନ, ୧୯।୯ : ବ୍ରିଟେନରେ ହିନ୍ଦୁ ଏବଂ ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଅଗଷ୍ଟ ୨୮ ରେ ଭାରତ-ପାକିସ୍ତାନ ଏସିଆ କପ୍‌ ମ୍ୟାଚ୍‌ ପରେ ଇଂଲଣ୍ଡର ଲିସେଷ୍ଟର ସହରର ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଫଳରେ ହିଂସା ଘଟଣା…

ପରମ୍ପରା ବଞ୍ଚାଇଛନ୍ତି ୨୫ ବ୍ୟବସାୟୀ

ଭୁବନ, ୧୯।୯(ଡି.ଏନ୍‌.ଏ.):ମଣିଷ-ଭାରବାହୀ ପ୍ରାଣୀଙ୍କ ମଧ୍ୟରେ ରହିଥିବା ମଧୁର ସମ୍ପର୍କର ପ୍ରତିଫଳନ ଐତିହାସିକ ବଳଦଯାତ୍ରା। ବାଣିଜ୍ୟ ପରମ୍ପରାକୁ ନେଇ ପିଢ଼ି ପରେ ପିଢ଼ି ଶାରଦୀୟ ଦୁର୍ଗାପୂଜାରେ ଆୟୋଜିତ ହୋଇଆସୁଛି ଏହି ପ୍ରସିଦ୍ଧ ପର୍ବ। କରୋନା ମହାମାରୀ ପ୍ରଭାବିତ ବିଶ୍ୱରେ ଦୀର୍ଘ ଦୁଇବର୍ଷ ହେଲା…

ଆଜି ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୪…

ତାଲିବାନର ନିର୍ଦ୍ଦେଶ, ୧ ମାସ ମଧ୍ୟରେ ଟିକ୍‌ଟକ୍‌- ୩ ମାସ ସୁଦ୍ଧା ପବ୍‌ଜି ଉପରେ ପ୍ରତିବନ୍ଧକ ଲାଗିବ…

କାବୁଲ, ୧୯।୯ : ତାଲିବାନ ଆସନ୍ତା ତିନି ମାସ ମଧ୍ୟରେ ଟିକ୍‌ଟକ୍‌ ଏବଂ ପବ୍‌ଜି ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ତାଲିବାନ ନେତୃତ୍ୱାଧୀନ ଟେଲିକମ ବିଭାଗ ଏହା ଘୋଷଣା କରିଛି। ଆଫଗାନିସ୍ତାନ ନ୍ୟୁଜ ଏଜେନ୍ସିର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?