Home

ସ୍ବାସ୍ଥ୍ୟଭିତ୍ତିକ ପ୍ଲାଟଫର୍ମ ଅଲିଭ ରିଡ୍‌ଲେର ଶୁଭାରମ୍ଭ

ଭୁବନେଶ୍ୱର,୧୯।୯: ବର୍ତ୍ତମାନ ସମୟରେ ଉଭୟ ଶାରୀରିକ ବିକାଶ ଓ ମାନସିକ ଶାନ୍ତି ପାଇଁ ପ୍ରତ୍ୟେକ ବ୍ୟକ୍ତି ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏପରିକି କିଏ ଜିମ୍‌ ଯାଇ ବ୍ୟାୟାମ କରୁଛି ତ କିଏ ଯୋଗ ଓ ପ୍ରାଣାୟାମ ଆଦି କରୁଛନ୍ତି। ହେଲେ…

ଷଡ଼ଯନ୍ତ୍ର ବିରୋଧରେ ଖୁଲାସା କଲେ ରାମଦେବ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ପତଞ୍ଜଳିର ସଫଳତାକୁ ସହ୍ୟ ନ କରି ପାରି କିଛି ମିଷ୍ଟଭାଷୀ ଏବଂ କ୍ଷଣ ପ୍ରକୃତିର ସଂସ୍ଥା ଓ ବ୍ୟକ୍ତିବିଶେଷ ପତଞ୍ଜଳି ଆୟୁର୍ବେଦର ଉତ୍ପାଦ ସର୍ମ୍ପକରେ ନାନା ପ୍ରକାରର ଅପପ୍ରଚାର ବିଭିନ୍ନ ପ୍ଲାଟଫର୍ମରେ କରୁଥିବା ପ୍ରତିଷ୍ଠାନର…

ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ

ନୂଆଦିଲ୍ଲୀ,୧୯।୯: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ପୁନଃ ଆରମ୍ଭ କରାଯାଇଥିବା ସଡ଼କ ସୁରକ୍ଷା ସଚେତନତା ଅଭିଯାନ ନିକଟରେ ଅନୁଗୋଳ ଜିଲାରେ ପହଞ୍ଚତ୍ଛି। ଏହି ପରିପ୍ରେକ୍ଷୀରେ ଜିଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ଆରଆଇଏମଆଇଟିଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ଅଗ୍ରିମ ଟିକସ ଆଦାୟ ୧୭% ବଢ଼ିଛି

ନୂଆଦିଲ୍ଲୀ,୧୯।୯: ଦେଶର ବିକାଶ ଓ ଅର୍ଥନୈତିକ କାର୍ଯ୍ୟକଳାପ ପାଇଁ ଟିକସ ଆଦାୟ ଏକ ପ୍ରମୁଖ ଅଂଶ ବା ଭୂମିକା ନିର୍ବାହ କରିଥାଏ। ବିଶେଷକରି ରବିବାର କେନ୍ଦ୍ରୀୟ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ୍‌ (ସିବିଡିଟି) ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଚଳିତ ବର୍ଷ…

ଭିଲଓ୍ବାରା କିଙ୍ଗ୍ସ ବିଜୟୀ

ଲକ୍ଷ୍ନୌ, ୧୯।୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ରବିବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଭିଲ୍‌ଓ୍ବାରା କିଙ୍ଗ୍ସ ୩ ଉଇକେଟରେ ମନିପାଲ ଟାଇଗର୍ସକୁ ପରାସ୍ତ କରିଛି। ଟାଇଗର୍ସ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୫୩ ରନ୍‌ କରିଥିବାବେଳେ କିଙ୍ଗ୍ସ ୧୯.୪ ଓଭରରେ…

ଏସ୍‌ଏଚ୍‌ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି ନିଜ ଘର ଆଗରେ ଜାତୀୟ ପତାକା ଉଡାଇବାକୁ କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ…

‘ରାଜ୍ୟରେ ଦଳିତ ବର୍ଗ ନ୍ୟାୟରୁ ବଞ୍ଚିତ’

ଅନୁଗୋଳ ଅଫିସ, ୧୯।୯:ରାଜ୍ୟରେ ଅନୁସୂଚିତ ବର୍ଗ ନ୍ୟାୟ ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ସେମାନଙ୍କ ବିକାଶ ଲାଗି ଆସୁଥିବା କେନ୍ଦ୍ରୀୟ ଅନୁଦାନ ହଡ଼ପ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବର୍ଷକୁ ଅନ୍ୟୁନ ୩ ଥର ଆଡଭାଇଜରି କମିଟି ବୈଠକ ଅନୁଷ୍ଠିତ ହେବା ନିୟମ…

ଦଣ୍ଡପତି, ଲକ୍ଷ୍ମୀପ୍ରିୟାଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭୋପାଳର ତାନ୍ତିଆ ଟୋପେ ଷ୍ଟାଡିୟମରେ ଚାଲିଥିବା ୧୭ତମ ଜାତୀୟ ୟୁଥ୍‌ (୧୮ ବର୍ଷରୁ କମ୍‌) ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ରବିବାର ଓଡ଼ିଶାର ଦଣ୍ଡପତି ଜୟରାମ ଓ ଲକ୍ଷ୍ମୀପ୍ରିୟା କିଷାନ ରୌପ୍ୟ ପଦକ ହାସଲ କରଛନ୍ତି। ବାଳକ ୧୦୦…

ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍‌ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର…

ବିଦ୍ୟାଳୟ ପାଚେରି ଭୁଶୁଡ଼ିଲା

ବାହାନଗା,୧୯ା୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଥିବା ୫-ଟି ଉଚ୍ଚ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଠିକାଦାରଙ୍କ ଖାମଖିଆଲି ମନୋଭାବରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପାଚେରି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ ଅଭିଯୋଗ…

ଦିଲେଶ୍ୱରଙ୍କୁ ସ୍ବର୍ଣ୍ଣ, ଅମରେନ୍ଦ୍ର ରୌପ୍ୟ, ନୁରୁଲ ବ୍ରୋଞ୍ଜ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଉଗାଣ୍ଡାର କାମ୍ପାଲାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଜଣ ଯାକ ପ୍ରତିଯୋଗୀ ପଦକ ହାସଲ କରିଛନ୍ତି। ଜି. ଦିଲେଶ୍ୱର ରାଓ ସିଙ୍ଗଲ୍ସରେ ରୌପ୍ୟ, ଡବଲ୍ସରେ ସ୍ବର୍ଣ୍ଣ,…

ରାସ୍ତା ମରାମତି କଲେ ଗ୍ରାମବାସୀ

କେନ୍ଦୁଝର,୧୯ା୯(ସ୍ବ.ପ୍ର.):ମୟୂରଭଞ୍ଜ ଜିଲା ଶରତ ଘାଟିରୁ ବ୍ରାହ୍ମଣୀ ଘାଟି ଦେଇ କେନ୍ଦୁଝର ଜିଲା କେ.ବାଲିପାଳ ଓ ଘଷିପୁରା ଡାକ୍ତରଖାନାକୁ ସଂଯୋଗ କରୁଥିବା ବିପର୍ଯ୍ୟସ୍ତ ରାସ୍ତାକୁ କେ.ବାଲିପାଳ ଗ୍ରାମବାସୀ ମରାମତି କରିଛନ୍ତି। ପୂର୍ବରୁ ଗ୍ରାମବାସୀ ଉକ୍ତ ରାସ୍ତାରେ ମାଟି ପକାଇ ଯାତାୟାତ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?