Home

ଇଞ୍ଜିନିୟରିଂ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଭୁବନେଶ୍ୱର ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁନାମା ଗେଟ୍‌ ନିକଟ ଏକ ଭଡ଼ାଘରେ ରହୁଥିବା ଜଣେ ଇଞ୍ଜିନିୟରିଂ ଛାତ୍ର ରବିବାର ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଜଗତ୍‌ସିଂପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଗୋରଡ଼ା ଗ୍ରାମର…

ରାହୁଲଙ୍କୁ ଅଧ୍ୟକ୍ଷ କରିବା ଲାଗି ଛତିଶଗଡ଼ କଂଗ୍ରେସରେ ପ୍ରସ୍ତାବ ଗୃହୀତ

ରାୟପୁର/ନୂଆଦିଲ୍ଲୀ,୧୯।୯ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ସପ୍ତାହେ ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ଦଳର ମୁଖ୍ୟ କରିବା ଲାଗି ଛତିଶଗଡ଼ କଂଗ୍ରେସରେ ରବିବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଏଥିପାଇଁ ଅନୁଷ୍ଠିତ ଦଳୀୟ ବୈଠକରେ ପ୍ରଦେଶ କଂଗ୍ରେସ କମିଟିର…

ଏଏପି ଖବର ପ୍ରକାଶ ନ କରିବାକୁ ଗଣମାଧ୍ୟମ ଉପରେ ଚାପ ପକାଉଛନ୍ତି ମୋଦି

ନୂଆଦିଲ୍ଲୀ,୧୯।୯: ଗୁଜରାଟ ବିଧାନସଭା ନିର୍ବାଚନରେ ହାରିଯିବା ଭୟ ଏବେ ଭାଜପା ନେତାମାନଙ୍କୁ ବିଚଳିତ କରିଛି। ସେମାନେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ନେତାମାନଙ୍କ ବିରୋଧରେ ମିଛ ଦୁର୍ନୀତି ଅଭିଯୋଗ ଆଣି ଦଳକୁ ବଦନାମ କରିବାକୁ ଉଦ୍ୟମ ଚଳାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ପୁଣି ରାସ୍ତାକୁ ଓହ୍ଲାଇଲେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ):ପୁଣି ରାସ୍ତାକୁ ଓହ୍ଲାଇଛି ନିଖିଳ ଓଡ଼ିଶା ୬୬୨ (+୨ ଓ +୩) ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ। ପ୍ରସ୍ତାବିତ ତ୍ରୁଟିପୂର୍ଣ୍ଣ ଗ୍ରେଡ୍‌ ପେ’ ସଂଶୋଧନ ଓ ସମାନ କାମକୁ ସମାନ ଦରମା ବ୍ୟବସ୍ଥା ଦାବି କରି ରବିବାର ଲୋୟର…

୨୫ କୋଟି ଲଟେରି ଜିତିଲେ ଅଟୋଚାଳକ

ଥିରୁଭାନନ୍ତପୁରମ୍‌,୧୯।୯: କେରଳର ଜଣେ ଅଟୋ ଚାଳକ ୨୫ କୋଟି ଟଙ୍କାର ଲଟେରି ଜିତିଛନ୍ତି। ଅଟୋରୁ ରୋଜଗାର ଭଲ ହେଉ ନ ଥିବାରୁ କେରଳର ଶ୍ରୀବରହାମରେ ରହୁଥିବା ଅନୂପ ମାଲେସିଆରେ ରୋଷେୟା ଚାକିରି କରିବାକୁ ମନସ୍ଥିର କରିଥିଲେ। ଏଥିଲାଗି ବ୍ୟାଙ୍କରେ ୩ ଲକ୍ଷ…

ବନ୍ଧୁକ ଦେଖାଇ ବଟି ମାଗୁଛନ୍ତି ଯୁବକ

ଖୋର୍ଦ୍ଧା ଅଫିସ,୧୯ା୯:ଖୋର୍ଦ୍ଧା ସଦର ଥାନା ଅଧୀନ ଗ୍ରାମାଞ୍ଚଳରେ ନିଶା ଓ ଚୋରା ବନ୍ଧୁକ କାରବାର ଚାଲିଛି। ଅସାମାଜିକ ଯୁବକମାନେ ବନ୍ଧୁକ ଧରି ବୁଲୁଛନ୍ତି। ଦିନଦ୍ୱିପ୍ରହରରେ ଲୋକଙ୍କୁ ବନ୍ଧୁକ ଦେଖାଇ ଡରାଇ ଧମକାଇ ବଟି ଆଦାୟ କରୁଛନ୍ତି। ଏଭଳି ଏକ ଭିଡିଓ ଏବେ…

ସାଇବର ଠକଙ୍କ ହାତରେ ୟୁପିଆଇ

ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଆପଣଙ୍କ ଅଜାଣତରେ ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଯାଇପାରେ ଟଙ୍କା। କାରଣ ସାଇବର ଠକଙ୍କ ହାତକୁ ଚାଲିଯାଇପାରେ ଟଙ୍କା ଟ୍ରାନ୍ସଫର ପାଇଁ ବ୍ୟବହୃତ ହେଉଥିବା ୟୁପିଆଇ ନମ୍ବର। ଏପରି ଭାବେ ଭୁବନେଶ୍ୱରରେ ଜଣେ ରାଜମିସ୍ତ୍ରୀଙ୍କ ଆକାଉଣ୍ଟ୍‌ରୁ ୟୁପିଆଇ ମାଧ୍ୟମରେ ସାଇବର…

ଚିତା ଆସିଲା, ଜାଗା ଯିବ: କୁନୋ ପାର୍କ ଅଞ୍ଚଳରେ ବିସ୍ଥାପନ ଭୟ

ଶେଓପୁର,୧୯ା୯: ମଧ୍ୟପ୍ରଦେଶର ଶେଓପୁର ଜିଲା କୁନୋ ଜାତୀୟ ଉଦ୍ୟାନ (କେଏନ୍‌ପି)କୁ ଶନିବାର ଅଣାଯାଇଥିବା ୮ ଚିତାଙ୍କୁ ନେଇ ସ୍ଥାନୀୟ ଅଞ୍ଚଳରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ନୂଆ ଅତିଥିଙ୍କ ଯୋଗୁ ଏହି ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ। ଏଥିସହ କର୍ମନିଯୁକ୍ତି…

ଶୋଭାପାଇବ ଲୋଧିଫୋର୍ଟ

ପୁରୁଣା ଭୁବନେଶ୍ୱର, ୧୯ା୯(ଡି.ଏନ୍‌.ଏ.):ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଗଲାଣି। ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ କରି ଆଗରେ ରହିବାକୁ ବିଭିନ୍ନ କମିଟି ପକ୍ଷରୁ ଚାଲିଛି…

ସମୁଦ୍ର ତଳେ ବିସ୍ତୀର୍ଣ୍ଣ ଜଙ୍ଗଲ

ନୂଆଦିଲ୍ଲୀ, ୧୯।୯: ବିଶ୍ୱରେ ଆମାଜନ, ବୋରନେଓ, କଙ୍ଗୋ ଓ ଡାଇନ୍‌ଟ୍ରି ଭଳି ଅନେକ ବିଶାଳ ଜଙ୍ଗଲ ରହିଛି। ଏହାଛଡ଼ା ଆଖି ନ ପାଇଲା ଭଳି ଆର୍ଦ୍ର ଅରଣ୍ୟମାନ ମଧ୍ୟ ପୃଥିବୀରେ ମହଜୁଦ ଅଛି। ଭୂତଳ ଗଭୀର ସମୁଦ୍ର ଭିତରେ କ୍ଷୁଦ୍ର ଗୁଳ୍ମ…

ଲଳିଥା ପ୍ୟାଲେସ୍‌ରେ ବିରାଜିବେ ମା’

ଭୁବନେଶ୍ୱର,୧୯।୯(ବ୍ୟୁରୋ):ପାଖେଇ ଆସିଲାଣି ଦୁୁର୍ଗାପୂଜା। ବିରାଜମାନ କରିବେ ମା’। ଏବେ ରାଜଧାନୀ ଉତ୍ସବମୁଖର। ଦୀର୍ଘ ୨ବର୍ଷ ପରେ ବଡ଼ ଧୁମଧାମରେ ପାଳନ ହେବ ଦୁର୍ଗାପୂଜା। ଏଥିପାଇଁ ବମିଖାଲ ଦୁର୍ଗା ମଣ୍ଡପ ବେଶ୍‌ ସଜେଇ ହେଲାଣି। ଚଳିତବର୍ଷ ମହୀଶୂରର ଲଳିଥା ମହଲ ପ୍ୟାଲେସ୍‌ରେ ମନ…

ରାସ୍ତା ଖରାପ ପାଇଁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ବିଳମ୍ବରୁ ମହିଳାଙ୍କ ମୃତ୍ୟୁ

ସାଲେପୁର,୧୯।୯(ଡି.ଏନ୍‌.ଏ.):ଦୁଇଟି ପଞ୍ଚାୟତର ବିବାଦ ଯୋଗୁ ବର୍ଷ ବର୍ଷ ଧରି ରାସ୍ତା ନିର୍ମାଣ ହୋଇପାରୁନାହିଁ। ଫଳରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହାର ପରିଣତି ସ୍ବରୂପ ରବିବାର ଜଣେ ମହିଳା ଡାକ୍ତରଖାନା ପହଞ୍ଚତ୍ବାରେ ବିଳମ୍ବ ହେବାରୁ ତାଙ୍କର ଜୀବନ ହାନି ହୋଇଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?