ଭାରତୀୟ ବଂଶୋଦ୍ଭବ ରିଷି ସୁନକ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ
ଲଣ୍ଡନ,୭।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇ ଦିନ ମଧ୍ୟରେ ୪୦ରୁ ଅଧିକ ମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେବା ପରେ ତାଙ୍କ ଉପରେ ଚାପ ପଡିବାରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ…
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବୋରିସ୍ ଜନ୍ସନ୍
ଲଣ୍ଡନ,୭।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବୋରିସ ଜନ୍ସନ୍। କ୍ୟାବିନେଟରୁ ୪୦ମନ୍ତ୍ରୀ ଇସ୍ତଫା ଦେବା ପରେ ବୋରିସ ଜନ୍ସନ୍ଙ୍କ ଇସ୍ତଫା ଦେବା ଏକପ୍ରକାର ସ୍ଥିର ହୋଇଯାଇଥିଲା। ଏଭଳି ସ୍ଥିତିରେ ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ପଦରୁ ବୋରିସ୍ ଇସ୍ତଫା ଦେଇଛନ୍ତି। ଗୁରୁବାର…
ଦଶମ-ଦ୍ୱାଦଶ ଶ୍ରେଣୀରେ ଏତିକି ନମ୍ବର ରଖିଥିଲେ ବିଶ୍ୱର ସବୁଠୁ ସଫଳ ଅଧିନାୟକ
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନିଜ ପରିବାର ସହ ଲଣ୍ଡନରେ ଜନ୍ମଦିନ ପାଳନ କରିଛନ୍ତି। ସେ ବିଶ୍ୱର ସବୁଠୁ ସଫଳ ଅଦତ୍ନାୟକ ହୋଇଥିଲେ ମଧ୍ୟ ପାଠପଢାରେ ସେତେଟା…
ପ୍ରବଳ ବର୍ଷା, ମୃତ୍ୟୁସଂଖ୍ୟା ୭୭କୁ ବୃଦ୍ଧି
ଇସଲାମାବାଦ,୭ା୭: ପାକିସ୍ତାନରେ ପ୍ରବଳ ବର୍ଷାରେ ବର୍ତ୍ତମାନ ସୁଦ୍ଧା ୭୭ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। କେବଳ ବେଲୁଚିସ୍ତାନରେ ବର୍ଷା ଯୋଗୁ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଦେଶର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶେରି ରେହମାନ ବର୍ଷା କାରଣରୁ ମୃତ୍ୟୁ ଏକ ଜାତୀୟ ଦୁଃଖଦ…
ଶିକ୍ଷା ନୀତି ଯୋଗାଇବ ନୂଆ ଦିଶା: ମୋଦି
ବାରାଣସୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରାଣସୀ ଗସ୍ତରେ ଅଛନ୍ତି। ସେ ବାରାଣସୀର ଏଲଟି କଲେଜରେ ଅକ୍ଷୟ ପାତ୍ର କିଚେନ୍ର ଉଦଘାଟନ କରିଥିଲେ। ଏଥିରେ ପ୍ରାୟ ଏକ ଲକ୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଖାଦ୍ୟ ରାନ୍ଧିବାର କ୍ଷମତା ଅଛି। ଏହା ପରେ ପ୍ରଧାନମନ୍ତ୍ରୀ…
ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଲେ ସ୍ବାମୀ
ବାଲିଗୁଡ଼ା,୭ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ଲେତିଙ୍ଗିଆ ନିକଟସ୍ଥ ବୁହୁକିଆରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଛନ୍ତି ସ୍ବାମୀ। ଗୁରୁବାର ସକାଳୁ ପାରିବାରିକ କହଳରୁ ଏହି କାଣ୍ଡ ଘଟିଛି। ଅଳ୍ପକେ…
ଆଲିଆଙ୍କ ଉପରେ ଖୁସି ନାହାନ୍ତି ଶାଶୁ!
ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ତାଙ୍କୁ ଏନେଇ ଅନେକ ଅଭିନନ୍ଦନ ଆସୁଛି। ଏହି ଖୁସି ଖବର ପରେ କପୁର ଏବଂ ଭଟ୍ଟ ପରିବାର ବେଶ୍ ଆନନ୍ଦିତ ଅଛନ୍ତି। ଆଲିଆ ଏବଂ ରଣବୀର କପୁର…
ପୋଲିସ ବାବୁଙ୍କ ଦାଦାଗିରି: ଟିଟିଇଙ୍କୁ ନିସ୍ତୁକ ପିଟିଲେ
ପାଟନା,୭।୭: ଭାଗଲପୁର ଇଣ୍ଟରସିଟି ଏକ୍ସପ୍ରେସ୍ରେ ଏକ ଅମାନବୀୟ ଘଟଣା ଘଟିଛି। ଟ୍ରେନ୍ରେ ବିନା ଟିକେଟରେ ଯାତ୍ରା କରୁଥିବା ଜିଆରପି ଏଏସଆଇଙ୍କୁ ବରିଷ୍ଠ ଟିଟିଇ ଟିକେଟ୍ ମାଗିବାରୁ ସେ ତାଙ୍କୁ ନିସ୍ତୁକ ପିଟିଛନ୍ତି। ଏହି ଘଟଣା ପରେ ଟିଟିଇ ଦିନେଶ କୁମାର ସିଂ…
ରୁଷିଆର ଏୟାର ଷ୍ଟ୍ରାଇକ୍ରେ ବ୍ରାଜିଲ ମଡେଲ୍ଙ୍କ ମୃତ୍ୟୁ
କିଭ୍,୭।୭: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରେ ଅନେକ ସାଧାରଣ ଲୋକଙ୍କ ଠାରୁ ସେନା ଏବଂ ଜଣାଶୁଣା ବ୍ୟକ୍ତି ସାମିଲ ଅଛନ୍ତି। ରୁଷିଆର ଏୟାର ଷ୍ଟ୍ରାଇକ୍ରେ ୟୁକ୍ରେନ ସେନାରେ ଯୋଗ ଦେଇଥିବା…
କେବଳ ଅଣ୍ଡରଓ୍ବେୟାର ପିନ୍ଧି ଚୋରି କରନ୍ତି ଏହି ଚୋର, କାରଣ ଜାଣିଲେ…
ରବିନ୍ ହୁଡ୍ଙ୍କ ବିଷୟରେ ଶୁଣିଥିବେ ନିଶ୍ଚିତ। ସେ ଧନୀମାନଙ୍କଠାରୁ ଟଙ୍କା ଚୋରି କରି ଗରିବ ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେଉଥିଲେ। ଆଜି ବି ଏକବିଂଶ ଶତାବ୍ଦୀର ରବିନ ହୁଡ୍ଙ୍କ ପରି ଜଣେ ବ୍ୟକ୍ତି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛନ୍ତି। ଏହି ବ୍ୟକ୍ତି…
ଭାବନାକୁ ବୁଝିବା ଜରୁରୀ,ମହୁଆଙ୍କୁ ମମତାଙ୍କ ପରାମର୍ଶ…
କୋଲକାତା, ୭।୭ : କାଳୀ ଫିଲ୍ମ ପୋଷ୍ଟର ବିବାଦ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳୀ ସଦସ୍ୟା ମହୁଆ ମୋଇତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଭାବନାକୁ ବୁଝି ମନ୍ତବ୍ୟ ଦେବା ଉପରେ ମମତା ଗୁରୁତ୍ୱାରୋପ କରିଛନ୍ତି। ମମତା କହିଛନ୍ତି ଭାବନାକୁ ବୁଝାଯାଉ…
ଇସ୍ତଫା ଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ!
ଲଣ୍ଡନ,୭ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାଲାଗି ପ୍ରସ୍ତୁତ ହୋଇଗଲେଣି । ସରକାରରୁ ପ୍ରାୟ ୪୦ ମନ୍ତ୍ରୀ ଇସ୍ତଫା ଦେବା ପରେ ଜନସନ ଇସ୍ତଫା ଦେବାକୁ ପ୍ରସ୍ତୁତ ହୋଇଯାଇଛନ୍ତି । ହେଲେ ସେ ଯେପର୍ଯ୍ୟନ୍ତ ଇସ୍ତଫା…
Archives


