ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ
ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ ମଧ୍ୟ ବ୍ୟାପକ ଭାବେ କ୍ଷତି ହୋଇପଡ଼ିଥିବା ଜଣାପଡ଼ିଛି। ଗଞ୍ଜାମ ବ୍ଲକ ଝାରେଡ଼ି ରାଧା…
କେଏସ୍ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…
ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ଗ୍ଲୋବାଲ ଇଣ୍ଟରଭ୍ୟୁ ଆଣ୍ଡ୍…
ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…
ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ ଜୀବନର ସଂଘର୍ଷ ଓ ଅନେକ ଅକୁହା କାହାଣୀ ମଧ୍ୟ ସାମ୍ନାକୁ ଆସିଥାଏ। ଏହିପରି…
ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା
କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ ୨୪ ତାରିଖ ରାତିରେ ଧାନ ଚାଷକୁ ହାତୀ କବଳରୁ ରକ୍ଷା କରିବା ପାଇଁ…
ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…
କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସିରିଲ କୁଲୁ(୬୬)। ଖବର ପାଇ ବୀରମିତ୍ରପୁର…
ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ
କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ ମଦ ପିଇବା ଫଳରେ ଅତିକମରେ ୧୯ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ…
ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ
କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି ଯାଇଥିବାରୁ ଅନେକ କ୍ଷୟକ୍ଷତି ହୋଇଥିବା ଜଣାଯାଇଛି। ବ୍ଲକର ପୌରକେଲା ପଞ୍ଚାୟତର କୁନ୍ଦେଇପାଲି, ତେରେକେଲା…
ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍ରେ ଲକ୍ଷାଧିକ ଲୋକ ଜଳବନ୍ଦୀ
ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍ ଖୋଲାଯାଇ ଉଦ୍ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ ଶନିବାର ମଧ୍ୟାହ୍ନରୁ ରାଜଘାଟ ଗେଜଠାରେ ବନ୍ୟାଜଳ ବୃଦ୍ଧିପାଇ ବିପଦ ସଙ୍କେତ ୧୦. ୩୬…
କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା
ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ ବିଜେପୁର ବନବିଭାଗ ଅନ୍ତର୍ଗତ ବେଥିଆପଡ଼ା ଗ୍ରାମର ଡ୍ରିମ୍ବା ମାଝୀ (୪୫) ଅଟେ। କଳାହାଣ୍ଡି…
ଘୋଡ଼ାହାଡ଼ ଡ୍ୟାମ୍ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍ ଖୋଲି ନଦୀକୁ ଛଡ଼ାଗଲା ପାଣି
ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ ୮ ଟାରୁ ପାଣି ଛଡ଼ାଯାଉଥିବା ଜଳସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.…
‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…
ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ ବିଶ୍ୱ ମଞ୍ଚରେ ଏହି ଘଟଣାକୁ ପୁନର୍ବାର ଉଲ୍ଲେଖ କରିଛନ୍ତି। ଶୁକ୍ରବାର (ସ୍ଥାନୀୟ ସମୟ)…
ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ
ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି। ମିଳିଥିବା ସୂଚନାନୁସାରେ, ବ୍ଲକ ଅଧିକ ସ୍ଥାନୀୟ କେବି ଦାଣ୍ଡୁଆ ପାଞ୍ଚାୟତ ସ୍ଥାନୀୟ ରଡିଆ-କଂସାର…

