ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍, ବଢିଲା ହଲଚଲ
ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍ପି ରାଘବ ଚଢା ଭାଜପାରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ଏମିତିରେ ଆପ୍ ନେତା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ ଗସ୍ତରେ ଆସି ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିବା ସହ…
ଔଷଧ ଉପରେ ୧୦୦% ଟାରିଫ୍ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍କା!
ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ ପ୍ରବେଶ କରୁନଥିବା କିମ୍ୱା ସେମାନଙ୍କର ଉତ୍ପାଦନ ସୁବିଧାଗୁଡ଼ିକୁ ଆମେରିକାକୁ ସ୍ଥାନାନ୍ତର କରୁନଥିବା କମ୍ପାନୀଗୁଡ଼ିକ…
ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!
ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିଅରଙ୍କ ଉପରେ ମିସାଇଲ ଏବଂ ଡ୍ରୋନ ଚୁକ୍ତିନାମା ସମ୍ପର୍କରେ ଗଲ୍ଫ…
ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍! ଖାତା ନ ଥିଲେ…
ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି…
ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!
ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ ପ୍ରତିଫଳିତ କରୁଛି ଯେ ପଡ଼ୋଶୀ ରାଷ୍ଟ୍ରରେ ଭାରତ ପ୍ରତି ଏକ ଅକଥନୀୟ ଭୟ…
ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ। ପ୍ରତିରକ୍ଷା ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି ଯେ ୨୦୨୫-୨୬ରେ ଭାରତର ପ୍ରତିରକ୍ଷା ରପ୍ତାନି ୩୮,୪୨୪…
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ…
ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ
ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ ପ୍ରତି ବ୍ୟାରେଲ $100 ଉପରେ ବୃଦ୍ଧି ପାଇଛି, ଯାହାର ସିଧାସଳଖ ପ୍ରଭାବ ଲଜିଷ୍ଟିକ୍ସ,…
ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍ ହାଉସ୍…
ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଦାବି କରାଯାଉଥିବା ବେଳେ ଏବେ ହ୍ବାଇଟ୍ ହାଉସ୍…
ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….
ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ ପରମାଣୁ କେନ୍ଦ୍ର ନିକଟରେ ଆଉ ଏକ ଆମେରିକୀୟ ବିମାନକୁ ଟାର୍ଗେଟ କରି ଖସାଇ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ ନେଇ ଅରୁଣ କହିଛନ୍ତି, କୋଟା ବୃଦ୍ଧି ନେଇ ବିଜେଡି ଦାବି କରୁଥିଲା। ଭାଜପା…

