ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସିଦ୍ଧୁଙ୍କ ପ୍ରଥମ ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୯।୫: ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟ ନବଜୋତ ସିଂ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଲାବେଳେ ସିଦ୍ଧୁ ଏକ ହାତୀ ଉପରେ…
ସ୍କୁଲରେ ଫୁଟିଲା ଗୁଳି, ଜଣେ ଛାତ୍ରୀ ଆହତ
ବର୍ଲିନ,୧୯ା୫: ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିଛି। ଉତ୍ତର ଜର୍ମାନୀର ଏକ ସ୍କୁଲରେ ଗୁଳି ଫୁଟିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। ଏଥିସହ ପୋଲିସ ଟିମ୍ ଅଭିଯୁକ୍ତଙ୍କୁ ସେମାନଙ୍କ ହେପାଜତକୁ ନେଇଛି। ଆହତ ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଅଭିଯୁକ୍ତମାନେ…
ସୋନୁଙ୍କୁ ସହାୟତାର ହାତ ବଢାଇଲେ ସୋନୁ
ଆଜିକାଲି ସୋସିଆଲ ମିଡିଆରେ ବିହାରର ସୋନୁ କୁମାର ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ପଞ୍ଚମ ଶ୍ରେଣୀରେ ପଢୁଥିବା ୧୨ ବର୍ଷର ବାଳକ ସୋନୁ ନିକଟରେ ବିବାହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ତାଙ୍କ ପାଠପଢା ପାଇଁ ସହାୟତା ମାଗି ଚର୍ଚ୍ଚାକୁ ଆସିଥିଲେ। ଏହାର ଭିଡିଓ…
ଜାଣନ୍ତି ବବଲ୍ ର଼୍ୟାପ୍ ଦେଖିବା କ୍ଷଣି କାହିଁକି ଫୁଟାଇବାକୁ ମନ ଚାହେଁ
ଯେତେବେଳେ ଆମେ କିଛି ଜିନିଷ କିଣୁ ଏହା ଅତ୍ୟନ୍ତ ସୂକ୍ଷ୍ମ ଏବଂ ବହୁତ ଭଲ ଭାବରେ ପ୍ୟାକ୍ ହୋଇଥାଏ। ଗ୍ଲାସ ବ୍ୟତୀତ ଚାଇନା ମାଟିର ବାସନ ହେଉ କିମ୍ବା ଅନ୍ୟ କୌଣସି ସୂକ୍ଷ୍ମ ସାମଗ୍ରୀ ହେଉ ଏହି ଜିନିଷଗୁଡ଼ିକ ପ୍ରାୟତଃ ବବଲ୍…
୨ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦିନକର ଦରମା ବନ୍ଦ
ଛତ୍ରପୁର,୧୯।୫(ଡି.ଏନ.ଏ.)-ସ୍କୁଲରେ ଅନୁପସ୍ଥିତ ରହିବା ନେଇ ଗଞ୍ଜାମ ଜିଲାର ୨ ଜଣ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଉକ୍ତ ୨ ଶିକ୍ଷକଙ୍କୁ ଭଞ୍ଜନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସେମାନେ ହେଲେ ଭଞ୍ଜନଗର ବ୍ଳକ…
ସିଦ୍ଧୁଙ୍କୁ ବର୍ଷେ ଜେଲ୍
ନୂଆଦିଲ୍ଲୀ,୧୯।୫:ପଞ୍ଜାବର କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ୩୪ ବର୍ଷ ପୁରୁଣା ରାସ୍ତା ପାର୍କିଂ ବଚସା ମାମଲାରେ ସିଦ୍ଧୁଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରିଭ୍ୟୁ ପିଟିଶନ୍ର ଶୁଣାଣି ବେଳେ ଦେଶର…
ଆଫଗାନିସ୍ତାନରେ ବିସ୍ଫୋରଣ: ୩ ଆହତ
କାବୁଲ୍,୧୯ା୫: ଉତ୍ତର ଆଫଗାନିସ୍ତାନର ମଜାର-ଇ-ସରିଫ୍ରେ ଗୁରୁବାର ଏକ ବଡ଼ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ତିନି ଜଣ ଆହତ ହୋଇଥିବା ଜଣାଯାଇଛି। ଜାତୀୟ ସେନାର ସାଧାରଣ ନାଗରିକ ଥିବା ଆହତମାନଙ୍କୁ ସାମରିକ ଡାକ୍ତରଖାନାକୁ ନିଆଯାଇଛି। ଏହି ଆକ୍ରମଣ ପାଇଁ କେହି ଦାୟୀ…
ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍ପିଙ୍କୁ ଭାଜପାର ଦାବିପତ୍ର
କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସମେତ ପୌରଧ୍ୟକ୍ଷା…
ମଥୁରା ଶାହି ଇଦ୍ଗାହା ମାମଲା, ଆବେଦନ ଗ୍ରହଣ କଲେ ଜିଲା କୋର୍ଟ,ସିଭିଲ କୋର୍ଟରେ ଶୁଣାଣି…
ମଥୁରା, ୧୯।୫ : କାଶୀର ଜ୍ଞାନବ୍ୟାପି ମସଜିଦ ପରେ ବର୍ତ୍ତମାନ ମଥୁରାରେ ଶ୍ରୀକୃଷ୍ଣ ଜନ୍ମଭୂମି ପ୍ରସଙ୍ଗରେ ବିବାଦ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ମଥୁରାର ଜିଲା ଜଜ କୋର୍ଟ ଗୁରୁବାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ ଶାହି ଇଦ୍ଗାହାଙ୍କ ମାମଲାର ଶୁଣାଣି ବେଳେ…
ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…
ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍ ଏବେ ଆଉ ଏକ ନୂଆ ମାମଲାରେ ଛନ୍ଦି ହୋଇଛନ୍ତି। ମନି ଲଣ୍ଡରିଂ ମାମଲାରେ ତାଙ୍କ ନାଁ ଉଠିଛି।…
ହଲିଉଡ୍ ଅଭିନେତ୍ରୀଙ୍କ ପୁଅ ସହ ଭିଡିଓ କଲ୍ରେ ଆରାଧ୍ୟା
ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନ କାନ୍ସ ଫିଲ୍ମ ଫେଷ୍ଟିଭାଲ ପାଇଁ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ଗୋଟିଏ ଦିନ ପୂର୍ବରୁ କାନ୍ସର ରେଡ୍ କାର୍ପେଟରେ ବୁଲୁଥିବାର ନଜର ଆସିଥିଲେ। ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ…
ଅନ୍ତିମ ସଂସ୍କାରରେ ଡିଜେ ବଜାଇ ନାଚିଲେ
ଖୁସିର ସମୟରେ ଲୋକମାନେ ନାଚିଥାନ୍ତି, ପାର୍ଟି କରିଥାନ୍ତି। ହେଲେ ଆପଣ କେବେ କେହି ମରିଗଲେ ଉତ୍ସବ ପାଳନ କରିବା ଦେଖିଛନ୍ତି କି? ହୁଏତ ନା। ହେଲେ ଏବେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ…
Archives


