ଉଦ୍ଧବଙ୍କ ହାତ ଛାଡିବାକୁ ପ୍ରସ୍ତୁତ ହେଲେଣି ୧୨ ଏମ୍ପି
ମୁମ୍ବାଇ,୭ ।୭: ଶିବସେନାର ୪୦ ବିଧାୟକଙ୍କ ପରେ ଏବେ ଦଳର ୧୨ ଏମ୍ପି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗ୍ରୁପରେ ସାମିଲ ହେବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି । ଶିନ୍ଦେ ଗ୍ରୁପର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଗୁଲାବରାଓ ପାଟିଲ ଏହି ଦାବି…
କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ମିଳିବ ସରକାରୀ ଚାକିରି
ଜୟପୁର,୬।୭: ଉଦୟପୁରର ଦରଜି କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ସରକାରୀ ଚାକିରି ଦିଆଯିବ। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏହି ଘୋଷଣା କରିଛନ୍ତି। କ୍ୟାବିନେଟରେ ଆସିଥିବା ଏହି ପ୍ରସ୍ତାବରେ ସମସ୍ତ ମନ୍ତ୍ରୀ ମଧ୍ୟ ସହମତ ହୋଇଛନ୍ତି। ଏହାପୂର୍ବରୁ ରାଜ୍ୟ ସରକାର କହ୍ନେୟାଲାଲଙ୍କ…
ଟଙ୍କା ଭର୍ତ୍ତି ଏଟିଏମ୍ ଗାଡ଼ି ନେଇ ଡ୍ରାଇଭର ଛୁ’
ଖଡ଼ିଆଳ,୬।୭(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ଷ୍ଟେଟ ବ୍ୟାଙ୍କ ଶାଖାରୁ ବିଭିନ୍ନ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଟଙ୍କା ଭର୍ତ୍ତି ଏଟିଏମ୍ ଗାଡ଼ିକୁ ନେଇ ଡ୍ରାଇଭର ଫେରାର ହୋଇଛନ୍ତି। ଏଟିଏମ୍ରେ ୫୭ ଲକ୍ଷ ୧୨ ହଜାର ଟଙ୍କା ରହିଥିବା ବ୍ୟାଙ୍କ ପକ୍ଷରୁ ସୂଚନା…
ଗାଁକୁ ଫେରିଲେ ବନ୍ଧକ ଥିବା ଦାଦନ ଶ୍ରମିକ
ଭବାନୀପାଟଣା/କୋକସରା,୬।୭(ସ୍ବ.ପ୍ର./ଡି.ଏନ.ଏ.):କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟରେ ବନ୍ଧକ ପଡ଼ିବା ଘଟଣାର ଭିଡିଓ ଭାଇରାଲ ସହ ଗଣମାଧ୍ୟମରେ ଖବର ପ୍ରକାଶ ହୋଇଥିଲା। ଏହା ପରେ ଜିଲା ପ୍ରଶାସନର ଉଦ୍ୟମ କ୍ରମେ ବୁଧବାର ବନ୍ଧକ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି।…
ପି.ଟି ଉଷା, ଇଲିୟାରାଜା ରାଜ୍ୟ ସଭାକୁ ମନୋନୀତ
ନୂଆଦିଲ୍ଲୀ,୬।୭: ପ୍ରଖ୍ୟାତ ଆଥଲେଟ ପି.ଟି ଉଷା ଏବଂ ଗୀତିକାର ତଥା ଗାୟକ ଇଲିୟାରାଜାଙ୍କ ସମେତ ୪ ଜଣଙ୍କୁ ରାଜ୍ୟ ସଭା ପାଇଁ ମନୋନୀତ କରାଯାଇଛି। ସମାଜସେବୀ ବିରେନ୍ଦ୍ର ହେଗଡେ ଏବଂ ଫିଲ୍ମ ନିର୍ଦ୍ଦେଶକ ଭି. ବିଜୟେନ୍ଦ୍ର ପ୍ରସାଦ ମଧ୍ୟ ରାଜ୍ୟ ସଭାକୁ…
ସମ୍ବିଧାନ ଉପରେ ବିବାଦୀୟ ମନ୍ତବ୍ୟ ଦେବା ପଡିଲା ମହଙ୍ଗା: ଇସ୍ତଫା ଦେଲେ ମନ୍ତ୍ରୀ
ଥିରୁଭାନନ୍ତପୁରମ,୬।୭: ସମ୍ବିଧାନ ବିରୋଧୀ ମନ୍ତବ୍ୟ ଦେଇ ଅଡୁଆରେ ପଡିଥିବା ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇ-ଏମ) ନେତା ତଥା କେରଳର ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ ସାଜି ଚେରିୟନ ବୁଧବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଚେରିୟନ…
ସଙ୍କଟରେ ବୋରିସ ଜନସନ ସରକାର
ଲଣ୍ଡନ,୬।୭: ବ୍ରିଟେନରେ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସରକାରରୁ ଆଉ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ୱିଲ କୁଇନ୍ସ ଏବଂ ଲୌରା ଟ୍ରଟ ଇସ୍ତଫା ଦେଇଛନ୍ତି। ଏପର୍ଯ୍ୟନ୍ତ ଚାରିଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀଙ୍କ ଇସ୍ତଫା ପରେ ବୋରିସ ଜନସନଙ୍କ ଉପରେ…
ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ
ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ବଜେଟ୍ ଆଲୋଚନା ବିରତି ପାଇଁ ଜୁଲାଇ ୭ରୁ ୧୨ ଯାଏ ବିଧାନସଭା ସାମୟିକ ଭାବେ ବନ୍ଦ ରହିବ। ଆସନ୍ତା ୧୨ରୁ ଅଧିବେଶନରା ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ସୂଚନାଯୋଗ୍ୟ,…
ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ
ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଅନ୍ୟପକ୍ଷେ ବଲାଙ୍ଗୀର ସଦର ଥାନା ପୋଲିସ ଏହି ମାମଲାରେ…
ଭିସ୍ତାରା ଯାତ୍ରୀବାହୀ ବିମାନରେ ତ୍ରୁଟି: ସିଙ୍ଗିଲ୍ ଇଞ୍ଜିନ୍ରେ କଲା ଲ୍ୟାଣ୍ଡିଂ
ନୂଆଦିଲ୍ଲୀ,୬।୭: ଆଜିକାଲି ଦେଶରେ ବିମାନର ତ୍ରୁଟିପୂର୍ଣ୍ଣ ମାମଲା କ୍ରମାଗତ ଭାବେ ବଢିବାରେ ଲାଗିଛି। ବ୍ୟାଙ୍କକରୁ ଦିଲ୍ଲୀ ଫେରୁଥିବା ଭିସ୍ତାରା ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ (UK-122 (BKK-DEL)ର ଇଞ୍ଜିନ ଫେଲ ହୋଇଯାଇଛି। ଇଞ୍ଜିନ ଫେଲ ହୋଇଥିବା ସତ୍ତ୍ୱେ ବିମାନଟିକୁ ସିଙ୍ଗିଲ ଇଞ୍ଜିନ୍ରେ…
ବୁଷ୍ଟର ଡୋଜ୍ ମଧ୍ୟରେ ବ୍ୟବଧାନ କମିଲା
ନୂଆଦିଲ୍ଲୀ,୬।୭: ଦେଶରେ କରୋନାଙ୍କ ଗତି ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦୁଇଟି କରୋନା ଟିକାର ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନକୁ ୯ ମାସରୁ ୬ ମାସକୁ ହ୍ରାସ କରିଛି। ୧୮ ରୁ ୫୯ ବର୍ଷର ସମସ୍ତ…
ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%
ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି । ଜିଲାର ଏହି ପାସହାରରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଆଗରେ ରହିଛନ୍ତି। ଜିଲାରେ…
Archives


