Home

ଜୁଲାଇ ୧୧ରୁ ରି-ଚେକିଂ ଲାଗି କରିପାରିବେ ଆବେଦନ

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ ରହିଛି।…

୨୧ ବର୍ଷ ପରେ ମିଳିଲା ମୁଲ୍ଲା ଓମାରଙ୍କ ଟୟୋଟା କାର୍‌…

କାବୁଲ, ୬।୭ : ତାଲିବାନ ପ୍ରତିଷ୍ଠାତା ମୁଲ୍ଲା ଓମାରଙ୍କ ୨୧ ବର୍ଷ ପୁରୁଣା କାରକୁ ଖୋଜି ବାହାର କରାଯାଇଛି। ଆମେରିକାର ଆକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମୁଲ୍ଲା ଓମାର ଲାୁଚି ରହିଥିଲେ। କାଙ୍କ କାରକୁ ମାଟି ତଳେ ପୋତି ଦିଆଯାଇଥିଲା। ଆମେରିକାରେ…

ସରକାରୀ କର୍ମଚାରୀଙ୍କ ମଧ୍ୟରେ ହାହାକାର, ୫୦ ବର୍ଷରୁ ଅଧିକ ବୟସ୍କଙ୍କୁ ବାଧ୍ୟତା ମୂଳକ ଅବସର…

ଲକ୍ଷ୍ନୌ, ୬।୭ : ଉତ୍ତରପ୍ରଦେଶର ରାଜ୍ୟ ସରକାରୀକର୍ମଚାରୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ୫୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଜବରଦସ୍ତ ଅବସର ଦେବାକୁ ଯାଉଛନ୍ତି। ଜୁଲାଇ ୩୧ ସୁଦ୍ଧା…

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ପ୍ରକାଶ କରିଛନ୍ତି। ତେବେ ଚଳିତ ବର୍ଷ…

ଅଭିନେତା ବିଜୟ ବାବୁଙ୍କ ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୬।୭ : ବଳାତ୍କାର ମାମଲାରେ ଅଭିନେତା ବିଜୟ ବାବୁଙ୍କୁ ଦିଆଯାଇଥିବା ଅଗ୍ରୀମ ଜାମିନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ବୁଧବାର ମନା କରି ଦେଇଛନ୍ତି। ତେବେ ଶୀର୍ଷକୋର୍ଟ ସ୍ପଷ୍ଟ କରିଛି ଯେ କୋର୍ଟଙ୍କ ପୂର୍ବ ଅନୁମତି ବିନା ବିଜୟ ବାବୁ କେରଳ…

ଟିଏମ୍‌ସି ଟୁଇଟର ହ୍ୟାଣ୍ଡେଲକୁ ଅନ୍‌ଫଲୋ କଲୋ ମହୁଆ

କୋଲକାତା,୬।୭: ପଶ୍ଚିମବଙ୍ଗର କୃଷ୍ଣନଗରର ଏମ୍‌ପି ମହୁଆ ମୋଇତ୍ରା ନିଜ ଦଳ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଟୁଇଟର ହ୍ୟାଣ୍ଡେଲକୁ ଅନ୍‌ଫଲୋ କରିଛନ୍ତି। ସୂଚନାଯୋଗ୍ୟ, ମହୁଆ ମା’ କାଳୀଙ୍କ ଉପରେ ଏକ ବୟାନ ଦେଇଥିଲେ। ଏହା ପରେ ଦଳ ତାଙ୍କ ବୟାନରୁ ନିଜକୁ ଦୂରେଇ ରଖିଥିଲା।…

ଆମେରିକା ଲ୍ୟାବ୍‌ରୁ ଲିକ୍‌ ହୋଇଥିଲା କରୋନା, ଅର୍ଥଶାସ୍ତ୍ରୀ କଲେ ଦାବି…

ଓ୍ବାଶିଂଟନ, ୬।୭ : ଆମେରିକାର ଅର୍ଥନୀତିଜ୍ଞ ଜେଫରି ସାସ ଦାବି କରିଛନ୍ତି ଯେ ଚାଇନାର ଉହାନ ଲ୍ୟାବ୍‌ ନୁହେଁ ଆମେରିକାର ଏକ ଲ୍ୟାବ୍‌ରୁ କରୋନା ଭୂତାଣୁ ଲିକ୍‌ ହୋଇଛି। ମହାମାରୀର ଉତ୍ପତ୍ତି ବିଷୟରେ ଦୁଇ ବର୍ଷର ଅନୁସନ୍ଧାନର ନେତୃତ୍ୱ ନେଇଥିବା ଜେଫରି…

ପିଏମ୍‌ ସ୍ପେଶାଲ ଯୋଜନା, ଘରେ ବରିଷ୍ଠ ନାଗରିକଙ୍କୁ ମିଳିବ ଚିକିତ୍ସା ସୁବିଧା…

ନୂଆଦିଲ୍ଲୀ, ୬।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମାଜର ପ୍ରତ୍ୟେକ ବର୍ଗକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତି ଜାରି ରଖିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାର ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ପାଇଁ ଏକ ନୂତନ ଯୋଜନା ଆରମ୍ଭ କରିବାକୁ…

କୁଲୁରେ ବାଦଲ ଫଟା ବର୍ଷା, ଶିମଲାରେ ଭୂସ୍ଖଳନ…

ଶିମଲା, ୬।୭ : ହିମାଚଳ ପ୍ରଦେଶରେ ପାଣିପାଗ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହାକୁ ଯୋଗୁ ଧନଜୀବନ କ୍ଷତି ଘଟିବା ଆରମ୍ଭ ହୋଇଛି। ବାଦଲ ଫଟା ଯୋଗୁ କୁଲୁରେ ପ୍ରବଳ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଅନେକ ଘର ଓ ବ୍ରିଜ…

ଆସାମରେ ୫ ମୁସଲମାନ ସମ୍ପ୍ରଦାୟ ସ୍ବଦେଶୀ…

ଗୁଆହାଟୀ, ୬।୭ : ଆସାମ ମୁଖ୍ୟମନ୍ତ୍ରୀର ହିମନ୍ତ ବିଶ୍ୱ ସରମାଙ୍କ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ପାଞ୍ଚଟି ଆସାମ ଭାଷାଭାଷୀ ମୁସଲମାନ ସମ୍ପ୍ରଦାୟକୁ ସରକାର ସ୍ବଦେଶୀ ମାନ୍ୟତା ଦେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ପଦକ୍ଷେପ ପରେ, ଏହି ସମ୍ପ୍ରଦାୟର…

ମୁସଲମାନ୍‌ ଧର୍ମଗୁରୁଙ୍କୁ ଗୁଳି କରି ହତ୍ୟା…

ନାସିକ, ୬।୭ : ମହାରାଷ୍ଟ୍ରର ନାସିକରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଜଣେ ମୁସଲମାନ ଧର୍ମଗୁରୁଙ୍କୁ ହତ୍ୟା କରାଯାଇଥିଲା। ଆକ୍ରମଣକାରୀମାନେ ତାଙ୍କ ମୁଣ୍ଡରେ ଗୁଳି ଚଳାଇଥିବା ପୋଲିସ କହିଛି। ଏହି ଘଟଣାରେ ପୋଲିସ କହିଛି ଯେ ଚାରି ଜଣ ଅଜ୍ଞାତ…

କେନ୍ଦ୍ରକୁ ଟୁଇଟର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୬ା୭:ଟୁଇଟରରୁ କଣ୍ଟେଣ୍ଟ ହଟାଇବା ପାଇଁ ଗତବର୍ଷ କେନ୍ଦ୍ର ସରକାର ଦେଇଥିବା ନିର୍ଦ୍ଦେଶକୁ ଏହି ସୋସିଆଲ ମିଡିଆ କମ୍ପାନୀ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି। ୨୦୨୧ରେ କେନ୍ଦ୍ର ଟୁଇଟର, ଫେସ୍‌ବୁକ୍‌ ଓ ଇନ୍‌ଷ୍ଟାଗ୍ରାମ୍‌ରୁ କେତେକ କଣ୍ଟେଣ୍ଟ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri