Home

ସୁରକ୍ଷାକର୍ମୀଙ୍କୁ ସଫଳତା,୨ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

ଶ୍ରୀନଗର, ୬।୭ : ଜମ୍ମୁ-କଶ୍ମୀରର କୁଲଗାମର ହଦିଗାମ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାକର୍ମୀଙ୍କୁ ଏହି ଅପରେଶନ୍‌ରେ ସଫଳତା ମିଳିଛି। ଦୁଇଜଣ ଆତଙ୍କବାଦୀ ଆତ୍ମସମର୍ପଣ କରିଛନ୍ତି। ମିଳିଥିବା ଗୁପ୍ତ ସୂଚନା ଆଧାରରେ ଆତଙ୍କବାଦୀମାନଙ୍କୁ ମିଳିତ ସୁରକ୍ଷାକର୍ମୀ…

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୬ ।୭: ରୋଷେଇ ଘରେ ପୁଣି ମହଙ୍ଗା ମାଡ । ସାଧାରଣ ଜନତାଙ୍କୁ ପୁଣି ଲାଗିଲା ଝଟକା । ବୁଧବାର ଅର୍ଥାତ୍ ଜୁଲାଇ ୬ରୁ ବୃଦ୍ଧି ପାଇଛି ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ । ଏଥର ପ୍ରତି ସିଲିଣ୍ଡର ଦାମ…

ବାଣିଜି୍ୟକ ବିବାଦ ତୁଟାଇବ ମଧ୍ୟସ୍ଥତା: ସିଜେଆଇ

ନୂଆଦିଲ୍ଲୀ,୬ା୭: ବାଣିଜି୍ୟକ ବିବାଦ ତୁଟାଇବା ଲାଗି ମଧ୍ୟସ୍ଥତା ପ୍ରମୁଖ ପନ୍ଥା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଭାରତ-ବ୍ରିଟେନ୍‌ ବାଣିଜି୍ୟକ ବିବାଦରେ ମଧ୍ୟସ୍ଥତା ସମ୍ପର୍କିତ ଏକ କନ୍‌ଫରେନ୍ସରେ ଭାଗନେଇ ମଙ୍ଗଳବାର ସିଜେଆଇ ରମନା ବିଶ୍ୱ…

ଆଧାର ତଥ୍ୟ ଲିକ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ:ଇସି

ନୂଆଦିଲ୍ଲୀ,୬ା୭: ଭୋଟର ତାଲିକାରେ ଜାଲିଆତି ରୋକିବା ପାଇଁ ଏହାକୁ ଆଧାର ସହ ସଂଯୋଗ କରିବା ଲାଗି ଭାରତର ନିର୍ବାଚନ କମିଶନ (ଇସିଆଇ) ନିୟମ ପ୍ରଣୟନ କରିବା ପରେ ଏବେ ଏହି କ୍ଷେତ୍ରରେ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। କୌଣସି ଇଲେକ୍ଟୋରାଲ ରେଜିଷ୍ଟ୍ରେଶନ୍‌ ଅଧିକାରୀ…

ଲଗାତାର ଦ୍ୱିତୀୟ ଦିନ ଗୁଳିକାଣ୍ଡରେ ଥରିଲା ଆମେରିକା, ଇଣ୍ଡିଆନାରେ ୩ ମୃତ, ୨୪ ଘଣ୍ଟାରେ ତୃତୀୟ ଗୁଳିକାଣ୍ଡ

ୱାଶିଂଟନ,୬ ।୭: ଆମେରିକାରେ ଲାଗାତାର ଭାବେ ଦ୍ୱିତୀୟ ଦିନରେ ପୁଣି ଏକ ଗୁଳିକାଣ୍ଡ ସମସ୍ତଙ୍କୁ ଚମକାଇ ଦେଇଛି । ଏହି ଗୁଳିକାଣ୍ଡ ପରେ ଲୋକଙ୍କ ମନରେ ଛନକା ପଶିଯାଇଛି । ଗଣମାଧ୍ୟମ ସୂଚନା ଅନୁଯାୟୀ, ଏଥର ଇଣ୍ଡିଆନାର ଗେରି ଷ୍ଟ୍ରିଟରେ ଏକ…

ନ୍ୟାୟ ବ୍ୟବସ୍ଥାରେ ଅଲିଭା ଦାଗ

ନୂଆଦିଲ୍ଲୀ, ୬ା୭: ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଯୋଗୁ ଦେଶରେ ହିଂସାତ୍ମକ ବିକ୍ଷୋଭ ଏବଂ ଉଦୟପୁର ଦରଜି କହ୍ନେୟାଲାଲ ହତ୍ୟାକାଣ୍ଡ ଆଦି ପାଇଁ ସୁପ୍ରିମକୋର୍ଟ ଭାଜପା ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଏକାକୀ ଦାୟୀ କରିଥିଲେ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ…

ବାସ୍ତୁବିତ୍‌ ଚନ୍ଦ୍ରଶେଖରଙ୍କୁ ହତ୍ୟା

ବେଙ୍ଗାଲୁରୁ,୬ା୭: ବାସ୍ତୁବିତ୍‌ ଚନ୍ଦ୍ରଶେଖର ଗୁରୁଜୀଙ୍କୁ ମଙ୍ଗଳବାର କର୍ନାଟକର ହୁବଲି ଜିଲାସ୍ଥିତ ଏକ ହୋଟେଲରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ସମ୍ପୃକ୍ତ ଦୁଇ ଯୁବକ ମାଲତେଶ ଏବଂ ମଞ୍ଜୁନାଥଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟ ସମ୍ବନ୍ଧରେ ଜନୈକ ବ୍ୟକ୍ତିଙ୍କୁ ଭେଟିବା…

ନିର୍ଭୀକ ସ୍ବର ହେବାକୁ ଚାହେଁ

ନୂଆଦିଲ୍ଲୀ, ୬ା୭: ସୋସିଆଲ ମିଡିଆରେ ଟ୍ରୋଲ ଏବଂ ବିଭିନ୍ନ ଥାନାରେ ମାମଲା ରୁଜୁ ସତ୍ତ୍ୱେ ଫିଲ୍ମ ନିର୍ଦ୍ଦେଶିକା ଲୀନା ମାନିମେକଲାଇ ସବୁପ୍ରକାର ଫଳାଫଳାକୁ ସାମ୍‌ନାକୁ କରିବାକୁ ପ୍ରସ୍ତୁତ ଥିବା କହିଛନ୍ତି। କାହାକୁ ଭୟ ନ କରି ସେ ନିର୍ଭୀକର ଏକ ସ୍ବର…

କାଳୀ ମୋ ପାଇଁ ମାଂସଖିଆ ଦେବୀ: ମହୁଆ ମୋଇତ୍ରା

ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ଉପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘କାଳୀ ମୋ ପାଇଁ ମାଂସଖିଆ, ମଦ ଗ୍ରହଣ କରୁଥିବା ଦେବୀ। ଜଣେ କିପରି ନିଜ ଦେବୀଙ୍କୁ…

ଲୀନାଙ୍କ ନାଁରେ ମାମଲା

ଭାରତୀୟ ଫିଲ୍ମ ନିର୍ଦ୍ଦେଶିକା ଲୀନା ମାନିମେକଲାଇଙ୍କ ଫିଲ୍ମ ‘କାଳୀ’ର ଏକ ପୋଷ୍ଟରକୁ ନେଇ ବିବାଦ ତେଜିବାରେ ଲାଗିଛି। ପୋଷ୍ଟରରେ ହିନ୍ଦୁ ଦେବୀ କାଳୀଙ୍କ ବେଶରେ ଜଣେ ମହିଳା ସିଗାରେଟ୍‌ ଟାଣୁଥିବାର ଦୃଶ୍ୟ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବା ଅଭିଯୋଗରେ ଲୀନାଙ୍କ ନାମରେ…

ଇସ୍ତଫା ଦେଲେ ଋଷି ସୁନକ

ଲଣ୍ଡନ, ୬ା୭: ଇନ୍‌ଫୋସିସ୍‌ ସହପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ତଥା ବ୍ରିଟେନ ଅର୍ଥମନ୍ତ୍ରୀ ଋଷି ସୁନକ ମଙ୍ଗଳବାର ବୋରିସ୍‌ ଜନ୍‌ସନ୍‌ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ଋଷିଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ ମଧ୍ୟ ପଦ ଛାଡ଼ିଛନ୍ତି। ଫଳରେ ଲକ୍‌ଡାଉନ ପାର୍ଟି ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri