Home

ଫେମିନା ମିସ ଇଣ୍ଡିଆ ୨୦୨୨ର ମୁକୁଟ ପିନ୍ଧିଲେ କର୍ନାଟକ ସୁନ୍ଦରୀ ସିନି

ମୁମ୍ବାଇ,୪ ।୭: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି କର୍ନାଟକର ସୁ୍‌ନ୍ଦରୀ ସିନି ସେଟ୍ଟି । ଜୁଲାଇ ୩ରେ ମୁମ୍ବାଇର ଜିଓ ୱାର୍ଲଡ କନଭେନଶନ ସେଣ୍ଟରରେ ଫେମିନା ମିସ୍ ଇଣ୍ଡିଆ ୨୦୨୨ର ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମ…

‘ସୋସିଆଲ୍‌ ମିଡିଆ ଉପରେ ଅଙ୍କୁଶ ଲାଗିବା ଜରୁରୀ’

ନୂଆଦିଲ୍ଲୀ,୩।୭: ଭାଜପାର ପୂର୍ବତନ ଜାତୀୟ ମୁଖପାତ୍ର ନୂପୁର ଶର୍ମାଙ୍କ ବୟାନକୁ ନେଇ ଭର୍ତ୍ସନା କରିଥିବା ସୁପ୍ରିମକୋର୍ଟର ବିଚାରପତି ଜେବି ପର୍ଦ୍ଦିୱାଲା ରବିବାର ଆଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି। କୋର୍ଟଙ୍କ ସମାଲୋଚନା ଗ୍ରହଣୀୟ। କିନ୍ତୁ ବିଚାରପତିମାନେ ବ୍ୟକ୍ତିଗତ ଆକ୍ରମଣର ଶିକାର ହେବା ଉଚିତ୍‌…

ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ତେଲେଙ୍ଗାନାର ଜନତା: ମୋଦି

ହାଇଦ୍ରାବାଦ୍‌,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଭାଜପାର ବିଜୟ ସଙ୍କଳ୍ପ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ତେଲେଙ୍ଗାନାର ଲୋକମାନେ କଠିନ ପରିଶ୍ରମ ପାଇଁ ଜଣାଶୁଣା। ରାଜ୍ୟବାସୀଙ୍କ ପାଖରେ ବହୁତ ପ୍ରତିଭା ଅଛି। ତେଲେଙ୍ଗାନା ଇତିହାସ ଏବଂ…

ପାହାଚରୁ ଖସି ପଡିଲେ ଲାଲୁ ଯାଦବ

ପାଟନା, ୩।୭: ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବ ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ପାହାଚରୁ ଓହ୍ଲାଉଥିବା ବେଳେ ହଠାତ୍‌ ତାଙ୍କ ଗୋଡ ଖସିଯିବାରୁ ସେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଛନ୍ତି। ତାଙ୍କ ଡାହାଣ କାନ୍ଧ ଫ୍ରାକ୍ଚର ହୋଇଯାଇଛି। ତାଙ୍କୁ…

ଶାହାଙ୍କ ଭବିଷ୍ୟବାଣୀ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ରହିବ ଭାଜପା ଯୁଗ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ସମେତ ଦଳର ଅନେକ ହେଭିଓ୍ବେଟ୍‌ ନେତା ଯୋଗ ଦେଇଥିଲେ। ଏହି ଅବସରରେ…

ଇଂଲଣ୍ଡ ୨୮୪ରେ ଅଲ୍‌ଆଉଟ୍‌: ଭାରତ ୧୩୨ ରନ୍‌ରେ ଆଗୁଆ

ଲଣ୍ଡନ,୩।୭: ବର୍ମିଂହାମ୍‌ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି। ଭାରତର ପ୍ରଥମ ଇନିଂସ ସ୍କୋର ୪୧୬ ରନ୍‌ ଜବାବରେ ଜନି ବେୟାରଷ୍ଟୋଙ୍କ ୧୦୬…

ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର

ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ କରି…

‘ସ୍ନେହ ଯାତ୍ରା’ ଆରମ୍ଭ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ଭାଜପାର ଦୁଇଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗ ଦେଇ ହାଇଦ୍ରାବାଦକୁ ଭାଗ୍ୟ ନଗର ବୋଲି କହିଛନ୍ତି। ସେ କହିଛନ୍ତି, ଭାଗ୍ୟନଗରରେ ହିଁ ସର୍ଦ୍ଦାର ପଟେଲ ‘ଏକ ଭାରତ, ଶ୍ରେଷ୍ଠ…

କାମ କରିବାକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ସକାଳୁ ମିଳିଲା ମୃତଦେହ

ଆନନ୍ଦପୁର/ଘସିପୁରା,୩ା୭(ସ୍ବ.ପ୍ର./ଡି.ଏନ୍‌.ଏ.):କେନ୍ଦୁଝର ଜିଲା ଘସିପୁରା ଥାନା ଗୋପାଳପୁର ଗ୍ରାମ ନିକଟରେ ଥିବା ଏକ ଚାଷଜମିରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ଖାଳିଆମେଣ୍ଟା ହରିଜନ ସାହିର ହୃଷୀକେଶ ମଲ୍ଲିକଙ୍କର ବୋଲି ଜଣାପଡିଛି। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

‘ଆତଙ୍କବାଦୀ କସବଙ୍କଠାରୁ ବି ଅଧିକ ସୁରକ୍ଷା ବିଦ୍ରୋହୀ ବିଧାୟକଙ୍କୁ ଦିଆଯାଇଥିଲା’

ମୁମ୍ବାଇ,୩।୭:ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ପରେ ସେଠାରେ ଏକ ନୂତନ ସରକାର ଗଠନ କରାଯାଇଛି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଧେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି। ରବିବାର ବିଧାନସଭା ବାଚସ୍ପତି ନିର୍ବାଚନରେ ଭାଜପା ନେତା ରାହୁଲ ନିର୍ବେକର ଜିତିଛନ୍ତି। ସୋମବାର…

ରାଜଧାନୀରେ କରୋନା ଟେଷ୍ଟ ଜୋରଦାର

ଭୁବନେଶ୍ୱର,୩ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ରବିବାର ଭୁବନେଶ୍ୱରରେ ୨୫ଟି ୟୁପିଏଚ୍‌ସି/ୟୁସିଏଚ୍‌ସିରେ କରୋନା ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ରୁ ୧୧ଟା ୩୦ ଓ ସନ୍ଧ୍ୟା…

ଆତଙ୍କବାଦୀଙ୍କ ଟାର୍ଗେଟରେ ରାଜସ୍ଥାନ, ୫୦୦ରୁ ଅଧିକ ଟେରର ପ୍ରଫେସର ପଢ଼ାଉଛନ୍ତି ଦଙ୍ଗା ପାଠ୍ୟକ୍ରମ…

ନୂଆଦିଲ୍ଲୀ, ୩।୭ : ରାଜସ୍ଥାନ ସମେତ ସମଗ୍ର ଦେଶରେ ଆତଙ୍କବାଦର ଏକ ନୂଆ ଚେହେରା ସୃଷ୍ଟି ହେବାରେ ଲାଗିଛି। ଏବେ ଯେଉଁମାନେ ଆତଙ୍କବାଦ ବିସ୍ତାର କରୁଛନ୍ତି ସେମାନଙ୍କ ହାତରେ ଏକେ-୪୭ ନାହିଁ । ବସ ଏବଂ ଟ୍ରେନରେ ବୋମା ପ୍ଲାଣ୍ଟ ଲଗାଯାଉନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri