Home

ଓଡ଼ିଆ ଭାଷା ପୁସ୍ତକରେ ପିଲା ପଢ଼ୁଛନ୍ତି ଇଂଲିଶ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ଲାଗି ସବୁ ପ୍ରକାର ଚେଷ୍ଟା କରୁଥିଲେ ମଧ୍ୟ ଅନେକଥର ତ୍ରୁଟି ପରିଲକ୍ଷିତ ହେଉଛି। କେଉଁଠି ନା କେଉଁଠି ନିଜ କାର୍ଯ୍ୟଦକ୍ଷତାକୁ ନେଇ ଲୋକହସା ହେଉଛି। ଏବେ ତୃତୀୟ…

ଘନେଇଲା କୋଇଲା ସଙ୍କଟ, ଚିନ୍ତାରେ ମନ୍ତ୍ରଣାଳୟ …

ନୂଆଦିଲ୍ଲୀ, ୧୬।୫ : ଘରୋଇ କୋଇଲା ଚାହିଦା ପୂରଣ କରିବାରେ ଦେଶ ଅସୁବିଧାର ସମ୍ମୁଖୀନ ହେଉଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି। କୋଇଲା ଅଭାବକୁ ଦୂର କରିବାରେ ଉଭୟ ବ୍ୟବସାୟୀ ଏବଂ କୋଇଲା ବ୍ଲକଧାରୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ମନ୍ତ୍ରଣାଳୟ…

ଭିଡିଓ ମେସେଜ ରେକର୍ଡ କଲେ ଇମ୍ରାନ, ହତ୍ୟା ପରେ ଭାଇରାଲ କରିବାକୁ ନିର୍ଦ୍ଦେଶ

ଇସଲାମାବାଦ,୧୬ ।୫: ଗାଦିଚ୍ୟୁତ ହେବା ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ତାଙ୍କ ଜୀବନ ବିପଦରେ ଥିବା ଦେଖାଯାଉଛି । ଇମ୍ରାନ ଫୈସଲାବାଦ ଜଲସାରେ ଏକ ସଭାକୁ ସମ୍ବୋଧନ ଦେବା ବେଳେ କହିଥିଲେ କେତେଜଣ ଲୋକ ତାଙ୍କୁ ହତ୍ୟା କରିବାକୁ…

କୂଳ ଲଂଘୁଛି ମହାନଦୀ: ଚଉମୁହାଣ ପ୍ରତି ବିପଦ

ମହାକାଳପଡ଼ା,୧୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳବର୍ତ୍ତୀ ବରକନ୍ଧା ପଞ୍ଚାୟତ ଦଶରାଜପୁର ଗାଁ ସଂଲଗ୍ନ ଚଉମୁହାଣ ଦେଇ ମହାନଦୀ ପ୍ରବାହିତ ହେଉଛି। ମହାନଦୀ କୂଳ ଲଂଘିବା ଫଳରେ ଅତଡା ଖାଉଥିବାରୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି। ଚାଷୀଙ୍କର…

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬ା୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ ସେହି ମହୁଲ ଫୁଲ ମଧ୍ୟ ଆଦିବାସୀଙ୍କୁ ଦେଉଛି ଜୀବିକା। ହେଲେ ବିକ୍ରି ପାଇଁ…

ଆଖି ବୁଜିଲା ହାତୀ ‘ନନ୍ଦ’

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଗୋଡ଼ିବାରୀରେ ଥିବା ପୋଷାହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି। ରବିବାରଠାରୁ ‘ନନ୍ଦ’  ଅସୁସ୍ଥ ଥିଲା। ଚିକିତ୍ସା ଚାଲୁ ରହିଥିଲେ ହେଁ ଶେଷରେ ଆଖି ବୁଜିଛି । ସୂଚାନୁଯାୟୀ, ୨୦ ଦିନ ତଳେ ‘ନନ୍ଦ’କୁ କୁମାରଖୁଣ୍ଟି ଅଞ୍ଚଳରେ ଟ୍ରାଙ୍କୁଳାଇଜ…

ପୁଟିନ୍‌ଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର…

କ୍ୱିଭ୍‌/ମସ୍କୋ, ୧୬।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର ଚାଲିଛି ବୋଲି ୟୁକ୍ରେନର ଜେନେରାଲ ଅଫ ଆର୍ମି ଇଣ୍ଟେଲିଜେନ୍ସ ଦାବି କରିଛି। ୟୁକ୍ରେନର ମେଜର ଜେନେରାଲ କିର୍ଲୋ ବୁଡାନୋଭାନ ଦାବି କରିଛନ୍ତି ଯେ ଅଗଷ୍ଟ ସୁଦ୍ଧା ରୁଷିଆ-ୟୁକ୍ରେନ…

ପାକିସ୍ତାନକୁ କ୍ରୀତଦାସ କରିଛି ଆମେରିକା, କହିଲେ ଇମ୍ରାନ୍‌…

ଇସଲାମାବାଦ୍‌, ୧୬।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜାରଦାରୀଙ୍କୁ ଟାର୍ଗେଟ କରିଛନ୍ତି। ଇମ୍ରାନ୍‌ କହିଛନ୍ତି ଯେ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ ସମୟରେ ବିଲାୱାଲ ଆମେରିକାର ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଆର୍ଥିକ…

ସିଇସି ଭାବେ ଦାୟିତ୍ୱ ନେଲେ ରାଜୀବ କୁମାର

ନୂଆଦିଲ୍ଲୀ,୧୬।୫: ଭାରତର ୨୫ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ରାଜୀବ କୁମାର ରବିବାର ଦିଲ୍ଲୀର ନିର୍ବାଚନ ସଦନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ସିଇସି ପଦରୁ ସୁଶୀଲ ଚନ୍ଦ୍ରା ଅବସର ନେଇଥିଲେ। ବରିଷ୍ଠ ନିର୍ବାଚନ କମିଶନର ଥିବା…

ପୁଟିନ୍‌ଙ୍କୁ ରକ୍ତ କର୍କଟ, ଆମେରିକା ପତ୍ରିକାର ଦାବି…

ଓ୍ବାଶିଂଟନ/ମସ୍କୋ, ୧୬।୫ : ଆମେରିକାର ଏକ ପତ୍ରିକା ରିପୋର୍ଟ କରିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରକ୍ତ କର୍କଟ ଭଳି ଗୁରୁତର ରୋଗରେ ପୀଡିତ। ନ୍ୟୁ ଲାଇନ୍ସ ପତ୍ରିକା ରୁଷିଆର ନେତାଙ୍କ ନିକଟତର ଜଣେ ବ୍ୟକ୍ତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା…

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ ନାମକୁମାତ୍ର…

ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ବ୍ୟବସାୟୀ ଗିରଫ

ମାଲକାନଗିରି/କାଲିମେଳା,୧୬।୫(ଡି.ଏନ୍‌.ଏ.): ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ଶିକ୍ଷକମାନଙ୍କୁ ବଦଳି କରାଇବା ପାଇଁ ଡିଇଓ ଏବଂ ବିଇଓଙ୍କୁ ଚିଠି କରିବା ଘଟଣାରେ ବ୍ୟବସାୟୀ ମୌସୁମ ଖାଁଙ୍କୁ ମାଲକାନଗିରି ଜିଲା ମୋଟୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, କାଲିମେଳା ବ୍ଲକ ମୋଟୁ ପଞ୍ଚାୟତର ସରପଞ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri