ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୮(ବ୍ୟୁରୋ): ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରୂପେ ମାନ୍ୟତା ପାଇଛନ୍ତି। ‘ଇଣ୍ଡିଆ ଟୁଡେ’ ପତ୍ରିକା ପକ୍ଷରୁ କରାଯାଇଥିବା ‘ମୁଡ୍ ଅଫ୍ ଦି ନେଶନ’ ସର୍ଭେରେ ନବୀନଙ୍କ ପ୍ରଦର୍ଶନ ଉପରେ ଓଡ଼ିଶାର ୭୮%…
ଜିଓର ନୂତନ ସୁବିଧା ସାଙ୍ଗକୁ ଆକର୍ଷଣୀୟ ଅଫର
ଭୁବନେଶ୍ୱର,୧୫।୮: ସ୍ବାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଜିଓର ୩ସ୍ବତନ୍ତ୍ର ଅଭିଯାନ ସହ ସ୍ବାଧୀନତା ଦିବସ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଭାରତୀୟଙ୍କୁ ଜିଓ ଡିଜିଟାଲ ଜୀବନର ନୂତନ ଲାଭ ପ୍ରଦାନ କରିବ। ବିଶେଷକରି ‘ହର୍ ଘର୍ ତ୍ରିରଙ୍ଗା, ହର୍…
ଆଜିଠୁ ଗଡ଼ିବ ଅହିଂସା ରଥ
ଭୁବନେଶ୍ୱର,୧୫।୮(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିଛି ସାରା ଭାରତ। ସୋମବାର ଦେଶ ପାଳନ କରିବ ୭୬ତମ ସ୍ବାଧୀନତା ଦିବସ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ୟୁନିଟ୍-୩ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ…
ଦେଶଭକ୍ତିର ଅନନ୍ୟ ଉଦାହାରଣ: କାର୍କୁ ତ୍ରିରଙ୍ଗା ଥିମ ଦେବା ପାଇଁ ଖର୍ଚ୍ଚ କଲେ ୨ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୧୫ା୮: ଭାରତ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରତ୍ୟେକ ଭାରତୀୟ ଦେଶପ୍ରେମର ରଙ୍ଗରେ ବୁଡି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ଯୋଗଦେଇ ଦେଶବାସୀ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛନ୍ତି। ଗୁଜରାଟ ସୁରଟର…
ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ
ଭୁବନେଶ୍ୱର,୧୫।୮: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଚଳିତ ବର୍ଷ ଅଗଷ୍ଟ ୧୪ରେ ଦେଶ ବିଭାଜନ ସମୟର ବିଭୀଷିକାକୁ ସ୍ମରଣ ଦିବସ ଭାବେ ପାଳନ କରୁଛି। ଏପରିକି ନରେନ୍ଦ୍ର ମୋଦି ଗତ…
ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୭୬ତମ #ସ୍ୱାଧୀନତାଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ ପାଇଁ…
ପିଏନ୍ବି ପକ୍ଷରୁ ତ୍ରିରଙ୍ଗା ବଣ୍ଟନ
ଭୁବନେଶ୍ୱର,୧୫।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶବାସୀ ‘ଆଜାଦୀ କା ଅମୃତ ମହୋତ୍ସବ’ ଅନ୍ତର୍ଗତ ହର ଘର ତ୍ରିରଙ୍ଗା ଅଭିଯାନରେ ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଓଡ଼ିଶାର ରାଜ୍ୟପାଳ…
୨୨,୪୫୨କୋଟିର ପିଏଫ୍ଆଇ ନିବେଶ
ନୂଆଦିଲ୍ଲୀ,୧୫।୮ ଗତ କିଛି ମାସର ଅସ୍ଥିରତା ଓ ଭାରତ ସରକାରଙ୍କ ଦୃଢ ପଦକ୍ଷେପ ଯୋଗୁ ବିଦେଶୀ ପୋର୍ଟଫୋଲିଓ ନିବେଶକ (ପିଏଫଆଇ)ରେ ଆଶାତୀତ ବୃଦ୍ଧି ଦେଖାଦେଇଛି। ଏପରିକି ଅଗଷ୍ଟ ମାସର ଗତ ୨ସପ୍ତାହରେ ଭାରତୀୟ ଶେୟାର ବଜାରରେ ବେଶ ଉତ୍ସାହ ଦେଖାଯାଇଛି। ସେହିଭଳି…
ଶ୍ୟାମ ଷ୍ଟିଲର ନୂଆ ଡିଜିଟାଲ ପ୍ରଚାର ଅଭିଯାନ
ଭୁବନେଶ୍ୱର,୧୫।୮: ପ୍ରାଥମିକ ଟିଏମ୍ଟି ବାରର ଅନ୍ୟତମ ଅଗ୍ରଣୀ ଉପତ୍ାଦନକାରୀ ଏବଂ ବିନିର୍ମାଣକାରୀ ଶ୍ୟାମ ଷ୍ଟିଲ ଅଲିମ୍ପିକ ପଦକ ବିଜେତା ଲଭଲିନା ବୋରଗୋହେନ ଏବଂ ମନପ୍ରୀତ ସିଂଙ୍କୁ ନେଇ ତାହାର ନୂଆ ଡିଜିଟାଲ ପ୍ରଚାର ଅଭିଯାନ ଆରମ୍ଭ କରିଛି। ଶ୍ୟାମ ଷ୍ଟିଲ ଅପନା…
୨୫ ଜିଲାରେ ଏକ ସମୟରେ ଦେଶାତ୍ମବୋଧକ ସଙ୍ଗୀତ ଗାନ
ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ଅନନ୍ୟ ଓ ଅଭିନବ କବିତା ପାଠୋତ୍ସବର ଆୟୋଜନ କରାଯାଇଛି। ସୋମବାର ଅପରାହ୍ନ ୩ଟାରେ ରାଜ୍ୟର ୨୫ଟି ଜିଲାର ୧୨୫ଟି ସ୍ଥାନରେ ୨୦ଜଣ କରି ମୋଟ ଅଢ଼େଇ…
ଷ୍ଟାର୍ଟଅପ୍ କ୍ଷେତ୍ରରେ ଭାରତ ମାର୍ଗଦର୍ଶକ
ନୂଆଦିଲ୍ଲୀ,୧୫।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉତ୍ସବକୁ ସାରା ଦେଶ ମହାଆଡମ୍ବର ସହକାରେ ପାଳନ କରୁଛି। ଏପରିକି ସ୍ବାଧୀନତା ପରଠାରୁ ଦେଶ ଅନେକ କ୍ଷେତ୍ରରେ ଆଗକୁ ବଢିସାରିଛି। ହେଲେ ଏକବିଂଶ ଶତାବ୍ଦୀରେ ଭାରତ ଆଜି ଷ୍ଟାର୍ଟଅପ କ୍ଷେତ୍ରରେ ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ…
୭୬ ତମ ସ୍ବାଧୀନତା ଦିବସ, ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାବାର ରାଜଘାଟେରେ ମହାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଲାଲ୍ କିଲ୍ଲା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ସ୍ବାଧୀନତାର ଏହି ଅମୃତ ମହୋତ୍ସବରେ…
Archives


