ମା’ଙ୍କ ମୃତ୍ୟୁ ପରେ ନିରାଶ୍ରୟ ହୋଇଗଲେ ତିନି ଝିଅ
କୁଡୁମୁଲୁଗୁମ୍ମା,୧୨ା୯(ଡି.ଏନ.ଏ.): ମାଲାକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ରାସବେଡା ପଞ୍ଚାୟତର ତାଗାବେଡା ଗ୍ରାମରେ ଗୋଟିଏ ପରିବାରର ୩ ଭଉଣୀ ନିରାଶ୍ରୟ ହୋଇପଡିଛନ୍ତି। ସେମାନେ ପିଲାଟି ଦିନରୁ ବାପାଙ୍କୁ ହରାଇଥିବା ବେଳେ ଗତମାସରେ ମା’ ଛନକି ଶିଶାଙ୍କ ମୃତ୍ୟୁ ହୋଇଛି। ଫଳରେ ଏହି…
ରାମମନ୍ଦିର ନିର୍ମାଣ ବଜେଟ ୧୮ ଶହ କୋଟି ଟଙ୍କା ଟପିଲା…
ଅଯୋଧ୍ୟା, ୧୨।୯ : ରବିବାର ରାମ ଜନମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାମ ମନ୍ଦିର ନିର୍ମାଣରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ ଆଲୋଚନା ହୋଇଥିଲା ଯେଉଁଥିରେ ପ୍ରାୟ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଆକଳନ…
କାର୍ଯ୍ୟକ୍ଷମ ହେଉନି ଆଦିବାସୀ ଛାତ୍ରୀନିବାସ
ଝାରସୁଗୁଡ଼ା ଅଫିସ,୧୨ା୯: ଝାରସୁଗୁଡା ଜିଲା କୋଲାବିରା ପଞ୍ଚାୟତ ସମିତି ଡିଗ୍ରୀ କଲେଜ ପରିସରରେ ଆଦିବାସୀ କଲ୍ୟାଣ ବିଭାଗ ତରଫରୁ ୮ ଲକ୍ଷ ଟଙ୍କା ବ୍ୟୟରେ ଛାତ୍ରୀନିବାସ ନିର୍ମାଣ ହୋଇଛି। ୨୦୦୧ ମେ ୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ହେମାନନ୍ଦ…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୫ ଜଣ ଚିହ୍ନଟ ହୋଇଥିବା…
୫୦ ବର୍ଷ ପରେ ଭାରତକୁ ପୁଣି ଆସିବେ ଚିତାବାଘ, ଜନ୍ମଦିନରେ ଏନକ୍ଲୋଜରରେ ଛାଡ଼ିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୧୨।୯ : ଦୁନିଆର ଦ୍ରୁତତମ ଦୌଡ଼ୁଥିବା ପ୍ରାଣୀ ଚିତା ବିଲୁପ୍ତ ହେବାର ପ୍ରାୟ ୫୦ ବର୍ଷ ପରେ ସେପ୍ଟେମ୍ବର୧୭ ରେ ଭାରତକୁ ପୁଣି ଆସିିବାକୁ ଯାଉଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ କହିଛନ୍ତି…
କ୍ଷତି ଆଶଙ୍କାରେ ଧାନଚାଷୀ ହତାଶ
ଲେଫ୍ରିପଡ଼ା,୧୨।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅଞ୍ଚଳରେ ହତାଶରେ ଧାନ ଚାଷୀ ରହିଥିବା ଦେଖିବାକୁ ମିଳିଛି। ଚାଷୀଙ୍କ ଅଭିଯୋଗ ଅନୁଯାୟୀ ଚଳିତ ଖରିଫ ଚାଷ ଆରମ୍ଭରେ ଖରଡ଼ି ଧାନ ବୁଣା ସାଙ୍ଗକୁ ରୁଆ ପାଇଁ ତଳି ପକାଇଥିଲେ। କିନ୍ତୁ ଜୁଲାଇ ଏବଂ…
କରୋନା ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୮ ହଜାର ତଳେ ରହିଛି।କେରଳରେ ସତର୍କ ସୂଚନା…
ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା: ୨୪ ଘଣ୍ଟାରେ ୩୭୩ ମି.ମି. ବର୍ଷିଲା
କାମାକ୍ଷାନଗର,୧୨।୯(ଡି.ଏନ୍.ଏ.): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହୋଇଛି। ଶନିବାର ଅପରାହ୍ନରୁ ରବିବାର ସକାଳ ପର୍ଯ୍ୟନ୍ତ ହୋଇଥିବା ଅବିଶ୍ରାନ୍ତ ବର୍ଷାରେ ବେହାଲ ହୋଇଛି ଜୀବନଯାତ୍ରା। ଜିଲା ଜରୁରୀ ଓ ଆପାତକାଳୀନ ବିଭାଗ ପକ୍ଷରୁ…
ଆଜିଠୁ ଓଜେଇଇ ଓ୍ବେବ୍ କାଉନସେଲିଂ
ଭୁବନେଶ୍ୱର,୧୨ା୯(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଓଜେଇଇ ଓ୍ବେବ୍ କାଉନସେଲିଂ। ଆଜି ଏମ୍ବିଏ, ଏମ୍ସିଏ, ଏମ୍.ଟେକ୍, ଏମ୍.ଆର୍ଚ ଏବଂ ଏମ୍. ପ୍ଲାନ୍ ପାଇଁ କାଉନସେଲିଂ ହେବ। ସେହିପରି ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ବି.ଟେକ୍, ବି.ଆର୍ଚ, ବି. ପ୍ଲାନ୍, ବି.କ୍ୟାଟ୍, ଏମ୍.ଏସ୍ସି ଆଦି ପାଇଁ…
୧୫ ମଣ୍ଡପରେ ପୂଜା ପାଇବେ ମା’ ଦଶଭୁଜା
କାମାକ୍ଷାନଗର, ୧୨।୯(ଡି.ଏନ୍.ଏ.):ମଣ୍ଡପରେ ମା’ଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣରେ ନିମଗ୍ନ ଶିଳ୍ପୀ। ପ୍ରତିଯୋଗିତାମୂଳକ ପୂଜାରେ ସର୍ବାଗ୍ରେ ରହିବାକୁ ତିଆରି ଚାଲିଛି ସୃଦୃଶ୍ୟ ତୋରଣ। କେଉଁଠି ମୂର୍ତ୍ତିକୁ ତ ଆଉ କେଉଁଠି ସାଜସଜ୍ଜା ଓ ଉଜ୍ଜ୍ୱଳ ଆଲୋକମାଳାକୁ ଦିଆଯାଉଛି ଗୁରୁତ୍ୱ। କରୋନା ପ୍ରଭାବିତ ବିଶ୍ୱରେ…
ଗଡକରୀଙ୍କ ଟୁଇଟ ପୋଷ୍ଟକୁ ନେଇ ବିବାଦ, ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ଆଣିଲା ଶିବସେନା …
ମୁମ୍ବାଇ, ୧୨।୯ : କାରରେ ଥିବା ୬ ଟି ଏୟାରବ୍ୟାଗ ଉପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ପୋଷ୍ଟକୁ ବିବାଦ ସୃଷ୍ଟି ହୋଇଛି। ସେ ସଡକ ସୁରକ୍ଷା ଅଭିଯାନ ସହ ଜଡିତ ଏକ ଭିଡିଓ ଶେୟାର କରିଥିଲେ। ଏହା ଯୌତୁକ…
ବନ୍ୟା ପାଣିରେ ବଗି ନଦୀ କେନାଲ ଭାଙ୍ଗିଲା
ପାତ୍ରପୁର,୧୨ା୯(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷାରେ ଚାଷି କୁଳ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପାତ୍ରପୁର ବ୍ଲକ ଭୀମପୁର ଗ୍ରାମ ନିକଟ ବଗି ନଦୀ କେନାଲ ଭାଙ୍ଗିଯାଇଛି। ଉପର…

