ଫଡନାଭିସ- କୋଶୟାରୀଙ୍କ ସହିତ ମେମନ ସମ୍ପୃକ୍ତି ନେଇ ଉଦ୍ଧବ ସମର୍ଥକ ଭାଜପାକୁ ଘେରିଲେ…
ମୁମ୍ବାଇ, ୧୦।୯ : ମହାରାଷ୍ଟ୍ରର ୟାକୁବ ମେମନଙ୍କ କବରକୁ ମଜାର ଆକାର ଦେବାକୁ ଚେଷ୍ଟା କରିବା ବର୍ତ୍ତମାନ ଏକ ନୂଆ ରାଜନୈତିକ ମୋଡ଼ ନେଇଛି। ଏହାକୁ ନେଇ ଭାଜପା ଏବଂ ଉଦ୍ଧବ ଠାକରେଙ୍କ ଶିବସେନା ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି…
ତହସିଲ କାର୍ଯ୍ୟାଳୟରେ ବିବାହ କଲେ ପ୍ରେମୀଯୁଗଳ
କୋକସରା,୧୦ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି । ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ପ୍ରେମୀଯୁଗଳ ହେଲେ କାଶୀକାହାଲ ଗ୍ରାମର ସୁଜିତ ସରାଫ ଓ ଅଙ୍କିତା ସରାଫ। କୋକସରା ଭାରପ୍ରାପ୍ତ ତହସିଲଦାର ରାକେଶ ପରୁଆଙ୍କ ଉପସ୍ଥିତିରେ…
ଭୋପାଳରେ ହେବ ଦେଶର ପ୍ରଥମ ଛାଡ଼ପତ୍ର ଉତ୍ସବ, ୨୦୦ ଅତିଥି ହେବେ ସାମିଲ, ନିମନ୍ତ୍ରଣ ପତ୍ର ଭାଇରାଲ…
ଭୋପାଳ, ୧୦।୯ : ଭୋପାଳରେ ଏକ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଦେଶର ପ୍ରଥମ ଛାଡପତ୍ର ଉତ୍ସବ ବୋଲି ଦାବି କରାଯାଉଛି। ଏଥିରେ ୧୮ ଜଣ ପୁରୁଷ ଏବଂ ସେମାନଙ୍କ ପରିବାର ଅନ୍ତର୍ଭୁକ୍ତ ହେବେ ଯେଉଁମାନେ ଛାଡପତ୍ର ଆଦେଶ…
ପୁଅଙ୍କ ସାମ୍ନାରେ ଭାସିଗଲେ ବାପା, ୨୪ ଘଣ୍ଟା ପରେ ବି ମିଳିନି ପତ୍ତା
କେନ୍ଦୁଝର,୧୦ା୯(ସ୍ବ.ପ୍ର.): ଦୀର୍ଘ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ବାଂଶପାଳ ବ୍ଲକ କେନ୍ଦୁଘାଟି ନିକଟ ବୈତରଣୀରେ ଶୁକ୍ରବାର ଅପରାହ୍ନରେ ଭାସି ଯାଇଥିବା ବ୍ୟକ୍ତିଙ୍କ ପତ୍ତା ମିଳିନାହିଁ। ପୋଲିସ ଓଡ୍ରାଫ୍ ଟିମ୍ ଜରିଆରେ ଖୋଜାଖୋଜା ଜାରି ରଖିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ…
ସର୍ବଦଳୀୟ ବୈଠକ: ବାହାର ରାଜ୍ୟ ଲୋକଙ୍କୁ ନ ମିଳୁ ମତଦାନ ଅଧିକାର…
ଶ୍ରୀନଗର, ୧୦।୯ : ଜମ୍ମୁ-କଶ୍ମୀରର ନ୍ୟାଶନାଲ କନଫରେନ୍ସ ଅଧ୍ୟକ୍ଷ ଡ. ଫାରୁକ ଅବଦୁଲ୍ଲାଙ୍କ ବାସଭବନରେ ଶନିବାର ଆୟୋଜିତ ହୋଇଥିବା ସର୍ବଦଳୀୟ ବୈଠକରେ ଗୁପକାର ମିଳିତ ମଞ୍ଚ ବ୍ୟତୀତ ଅନ୍ୟ ଚାରିଟି ସଂଗଠନ ଅଂଶଗ୍ରହଣ କରିଥିଲେ। ଏଥିରେ ଜମ୍ମୁ-କଶ୍ମୀରରେ ସ୍ବତନ୍ତ୍ର ସ୍ଥିତିର ପୁନରୁଦ୍ଧାର…
ଦିନଥିଲା କହୁଥିଲେ ଭାରତ ରାଷ୍ଟ୍ର ହିଁ ନୁହେଁ, ଏବେ ବିଦେଶୀ ଟି-ଶର୍ଟ ପିନ୍ଧି ଭାରତ ଯୋଡିବାକୁ ବାହାରିଛନ୍ତି: ଶାହା
ଜୋଧପୁର,୧୦।୯: କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରାକୁ ନେଇ କଟାକ୍ଷ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ରାହୁଲ ବିଦେଶୀ ଟି-ଶର୍ଟ ପିନ୍ଧି ଭାରତ ଯୋଡ଼ିବାକୁ ବାହାରିଛନ୍ତି ବୋଲି ସେ କହିଛନ୍ତି। ଶାହା ଏବେ ଦୁଇଦିନିଆ ରାଜସ୍ଥାନ ଗସ୍ତରେ ଅଛନ୍ତି। ଏହି ଅବସରରେ…
ଚାଇନାରେ ମେଡିକାଲ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କୁ ଭାରତର ଚେତାବନୀ
ନୂଆଦିଲ୍ଲୀ/ବେଜିଂ,୧୦ା୯: ଚାଇନାରେ ମେଡିକାଲ ପଢ଼ିବାକୁ ଅପେକ୍ଷା କରିଥିବା ଛାତ୍ରୀଛାତ୍ରଙ୍କୁ ଭାରତ ଚେତାବନୀ ଦେଇଛି। ନୂତନ ଛାତ୍ର ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବା ପରେ ଚାଇନାରେ ଅଧ୍ୟୟନର ପରବର୍ତ୍ତୀ ସମସ୍ୟା ନେଇ ସତର୍କ କରାଇଛି ଭାରତ। ଯେମିତିକି କମ୍ ପାସ ଶତକଡ଼ା, ଚାଇନାର…
ଏଏପି ସରକାର ଆସିଲେ ଅସ୍ଥାୟୀ ନିଯୁକ୍ତିକୁ ସ୍ଥାୟୀ କରାଯିବ…
ନୂଆଦିଲ୍ଲୀ, ୧୦।୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା ପଞ୍ଜାବ ସରକାରଙ୍କୁ ୮,୭୩୬ ସ୍କୁଲ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମସ୍ତ ରାଜ୍ୟ ସରକାରଙ୍କୁ ମଧ୍ୟ ଏହା କରିବାକୁ…
ଭାରତ ଯୋଡ ବଦଳରେ କଂଗ୍ରେସକୁ ଯୋଡି ଦିଅ…
ରାୟପୁର, ୧୦।୯ : ଛତିଶଗଡ ଗସ୍ତରେ ଥିବା କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଓ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ଟାର୍ଗେଟ କରିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ପଟେଲ କହିଛନ୍ତି ଯେ ବାଘେଲ…
ନପଚାରି ଦେଇଦେଲେ ଡିଆର୍ଏସ୍; ରାଗରେ ବାବର କହିଲେ ‘ଅଧିନାୟକ ମୁଁ’
ଦୁବାଇ,୧୦।୯: ବର୍ତ୍ତମାନ ଭଲ ଫର୍ମରେ ଅଛି ପାକିସ୍ତାନ କ୍ରିକେଟ ଟିମ୍। ଦମ୍ଦାର ପ୍ରଦର୍ଶନ ଯୋଗୁ ଏସିଆ କପ୍ ୨୦୨୨ ସିଜନ ଫାଇନାଲରେ ଦଳ ସ୍ଥାନ ପକ୍କା କରିଛି। ଏଥିରେ ଶ୍ରୀଲଙ୍କା ସହ ଦଳର ମୁକାବିଲା ହେବ। ତେବେ ଏହା ପୂର୍ବରୁ ପାକିସ୍ତାନର…
ଏମିତି ପ୍ରେମରେ ପଡ଼ିଥିଲେ କିମ୍-ଜୋଙ୍ଗ୍-ଉନ୍
ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍-ଜୋଙ୍ଗ୍-ଉନ୍ଙ୍କ ବର୍ବରତାର କାହାଣୀ ସମଗ୍ର ବିଶ୍ୱ ଜାଣିଛି। କିମ୍ଙ୍କ ଜୀବନ ଯେତେ ରହସ୍ୟମୟ, ତାଙ୍କ ବିବାହ ମଧ୍ୟ ସେତିକି ରହସ୍ୟମୟ ଅଟେ। କିମ୍ କେବେ ପ୍ରେମରେ ପଡ଼ିଥିଲେ ଓ କିପରି ବିବାହ କରିଥିଲେ ତାହା କେହି…
ରାମ ଜନ୍ମଭୂମିର ପ୍ରମାଣ ଖୋଜି ବାହାର କରିଥିବା ବିବି ଲାଲଙ୍କ ପରଲୋକ…
ନୂଆଦିଲ୍ଲୀ, ୧୦।୯ : ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣର ପୂର୍ବତନ ମହାନିର୍ଦ୍ଦେଶକ ପଦ୍ମଶ୍ରୀ ତଥା ପଦ୍ମଭୂଷଣ ପ୍ରଫେସର ଡ, ବିବି ଲାଲଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

