Home

‘ନବୀନ ସ୍ବଚ୍ଛତା ପ୍ରତିଶ୍ରୁତି ଦେଲେ ଘର ଦିଆଯିବ’

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବ୍ୟାପକ ଅନିୟମିତତା ହୋଇଛି। ଘର ବଣ୍ଟନରେ ଆଦୌ ସ୍ବଚ୍ଛତା ନାହିଁ। ଉପଯୁକ୍ତ ହିତାଧିକାରୀ ଘର ପାଇନାହାନ୍ତି। ବାତ୍ୟା ଫନୀ ଦ୍ୱାରା କ୍ଷତିଗ୍ରସ୍ତ ୩୭% ଲୋକଙ୍କୁ ଘର ମିଳିବାରେ ଏପଟସେପଟ ହୋଇଛି। ଏହି ଯୋଜନାରେ…

ଜବରଦଖଲରେ ପାରାଦୀପ ବନ୍ଦର ଟ୍ରଷ୍ଟ ଜମି

ଯାଜପୁର ଅଫିସ,୧୨ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୩୪.୪୬ ଏକର ଜମି ଗତ ୧୦ ବର୍ଷ ହେଲା ଜବରଦଖଲରେ ରହିଛି। ଏହି ଜମିରେ ଫାର୍ମ ହାଉସ, କ୍ରଶର, ମୋରମ ଖାଦାନ ଇତ୍ୟାଦି ବେଆଇନ…

ରକ୍ଷକ ସାଜୁଛି ଭକ୍ଷକ

ହାତୀ ଏକ ଐତିହ୍ୟ ପ୍ରାଣୀ। ଏହାର ସୁରକ୍ଷା ଜରୁରୀ। ନଚେତ୍‌ ଯେଉଁଭଳି ଭାବେ ହାତୀ ଶିକାର ଏବଂ ମୃତ୍ୟୁ ବଢ଼ିଚାଲିଛି, ଆଗାମୀ ଦଶନ୍ଧିରେ ଏମାନଙ୍କୁ ଆଉ ଦେଖିବାକୁ ମିଳିବା କଷ୍ଟକର ହୋଇପଡ଼ିବ। ବିଶେଷକରି ରାଜ୍ୟରେ ବଢ଼ୁଥିବା ହାତୀ ଶିକାରକୁ ରୋକାଯିବା ସହ…

ମୋବାଇଲ ଗେମ୍‌ ବାଳକର ଜୀବନ ନେଲା

ରାଇଘର,୧୨ା୮ (ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତର ଭାରସୁଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମୋବାଇଲ ଗେମ୍‌ର ନିଶା ୧୪ ବର୍ଷୀୟ ବାଳକଙ୍କ ଜୀବନ ନେଇଛି। ସେ ହେଲେ ଗ୍ରାମର ବିଶ୍ୱଜିତ ମିର୍ଦ୍ଧାଙ୍କ ପୁଅ ସୁମିତ। ସୂଚନା ଅନୁଯାୟୀ,…

ଚାଇନା ନାଗରିକଙ୍କ ଲୋନ୍‌ ଆପ୍‌ ଠକେଇ ମାମଲା: ନୀତିନ୍‌ଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୨/୮(ବ୍ୟୁରୋ):ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ମାମଲାରେ ଗିରଫ ହୋଇଥିବା ଭାରତୀୟ ମୁଖ୍ୟ ଅଭିଯୁକ୍ତ ନୀତିନ୍‌ ମଲ୍ଲିକଙ୍କ ଜାମିନ ଆବେଦନକୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତ ନୀତିନ୍‌ଙ୍କୁ ମୁମ୍ବାଇ…

ମିଳୁନି ନ୍ୟାୟ:୧୦ମ ଦିନରେ ଯୁବତୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୧୨ା୮:ବ୍ରହ୍ମପୁର ଦେଶୀବେହେରା ସାହିସ୍ଥିତ ପ୍ରେମିକଙ୍କ ଘର ଆଗରେ ଜଣେ ଯୁବତୀ ତାଙ୍କ ଦେଢ଼ ବର୍ଷର ଶିଶୁପୁତ୍ରକୁ ଧରି ବର୍ଷା କାକରରେ ୧୦ ଦିନ ହେଲା ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି। ପ୍ରେମିକ ତାଙ୍କୁ ବିବାହ କରି ପୁଅକୁ ବାପାଙ୍କ ପରିଚୟ…

ସୁଭଦ୍ରା ହାତରୁ ରାଖୀ ବାନ୍ଧି ଖୁସି ହେଲା ଜଗା

ଫୁଲବାଣୀ ଅଫିସ, ୧୨ା୮:କନ୍ଧମାଳର ବହୁ ଚର୍ଚ୍ଚିତ ଯୋଡ଼ାମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା ଏବେ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରହି ଚିକିତ୍ସିତ ହେଉଛି। ଗୁରୁବାର ସେ ମେଡିକାଲରେ ରକ୍ଷାବନ୍ଧନ ଉତ୍ସବ ପାଳିଛି। ସାନ ଭଉଣୀ ସୁଭଦ୍ରାର କୁନି ହାତରୁ ରାଖୀ…

ଘସିପୁରା ବିଧାୟକ ବଦ୍ରି ପାତ୍ର ଅସୁସ୍ଥ

କେନ୍ଦୁଝର, ୧୨।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ବୁଧବାର ରାତିରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପୁଅ ଦେବାଶିଷ ପାତ୍ରଙ୍କ କହିବା ଅନୁଯାୟୀ, ବିଧାୟକ ମୂତ୍ରାଶୟ ସଂକ୍ରମଣରେ…

୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ ରାଗି ଯାଇ ଘର ଭିତରେ ଥିବା ରୁଅରେ ଏକ ଧୋତିରେ ରଶି ଲଗାଇ…

ଦିଲ୍ଲୀରୁ ଧରାହେଲେ ନାଇଜେରୀୟ

ବାଲେଶ୍ୱର ଅଫିସ, ୧୨ା୮:ସାଇବର ଠକ ଏବେ ଆପଣାଇଛନ୍ତି ଅଭିନବ ଉପାୟ। ବିଦେଶିନୀଙ୍କ ଲୋଭ ଦେଖାଇ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ନିକଟରେ ହନିଟ୍ରାପର ଶିକାର ହୋଇ ବାଲେଶ୍ୱର ଅଞ୍ଚଳର ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହରାଇଛନ୍ତି ୩୦ ଲକ୍ଷ ଟଙ୍କା।…

ମାଟି ତଳୁ ମିଳିଲା ଗଦାଗଦା ଆଧାର କାର୍ଡ

ପାରଳାଖେମୁଣ୍ଡି, ଆର.ଉଦୟଗିରି,୧୨ା୮(ଡି.ଏନ୍‌.ଏ.):ବର୍ତ୍ତମାନ ସମୟରେ ଆଧାର କାର୍ଡ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ବେଳେ ଏହାକୁ କେମିତି ଦୁରୂପଯୋଗ କରାଯାଇଛି ତାହା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଜିରାଙ୍ଗ ପଞ୍ଚାୟତ ଡରାବ ଗ୍ରାମରେ। ଗୁରୁବାର ସ୍ଥାନୀୟ ପୋଷ୍ଟଅଫିସ ନିକଟରେ ଥିବା…

୭.୩% ଭାରତୀୟ ରଖିଛନ୍ତି ଡିଜିଟାଲ ମୁଦ୍ରା

ଜାତିସଂଘ, ୧୨ା୮:ଭାରତରେ ୨୦୨୧ରେ ମୋଟ ଜନସଂଖ୍ୟାର ୭.୩% ସେମାନଙ୍କ ନିକଟରେ ଡିଜିଟାଲ ମୁଦ୍ରା ରଖିଥିବା ଜାତିସଂଘ ଟ୍ରେଡ୍‌ ଆଣ୍ଡ୍‌ ଡେଭେଲପମେଣ୍ଟ ସଂସ୍ଥା ୟୁଏନ୍‌ସିଟିଏଡି କହିଛି। ଏହି ତାଲିକାରେ ୟୁକ୍ରେନ୍‌ ଶୀର୍ଷରେ ରହିଛି। ଏହାର ୧୨.୭% ଲୋକ ଡିଜିଟାଲ ମୁଦ୍ରାର ଅଧିକାରୀ। ୟୁକ୍ରେନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri