କୁଆଡେଗଲେ ପୁରୁଷୋତ୍ତମପୁର ବ୍ଲକ ଜିଆରଏସ ସ୍ବାଗତ ପଣ୍ଡା: ଚାରିଦିନପରେ ବି ଖୋଜଖବର ମିଳୁନି
ପୁରୁଷୋତ୍ତମପୁର,୧୧/୮(ଡିଏନ୍ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଓ ଶୋଳଘର ପଞ୍ଚାୟତରେ ଜିଆରଏସ ଭାବେ କାର୍ଯ୍ୟରତ ସ୍ବାଗତ ପଣ୍ଡା ନିଖୋଜ ହେବାର ଚାରିଦିନ ବିତିଥିଲେବି ତାଙ୍କର କୌଣସି ଖୋଜଖବର ମିଳିପାରୁନାହିଁ। ଏହାକୁ ନେଇ ଏଠାରେ ନାନା ପ୍ରକାରର ସଂଦେହ ଘନୀଭୂତ ହୋଇ…
ଶୌଚ ହେବାକୁ ଯାଇଥିଲେ ବୃଦ୍ଧା, ଦଳିଦେଲା ଦନ୍ତା
ଝାରସୁଗୁଡ଼ା ଅଫିସ,୧୧ା୮: ଝାରସୁଗୁଡ଼ା ଜିଲା ବାଗଡିହି ଫରେଷ୍ଟ ରେଞ୍ଜ ଅଧୀନ ବୁଡ଼ାପଡ଼ା ଗ୍ରାମ ନିକଟରେ ଏକ ଦନ୍ତା ଜଣେ ବୃଦ୍ଧାଙ୍କୁ ଦଳି ମାରିଦେଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ବୁଡ଼ାପଡ଼ା ଗ୍ରାମ ରକ୍ସାପାଲିର ସୁବାସି ସିଂନାଏକ(୬୨)। ଏ ସମ୍ପର୍କରେ ଖବରପାଇ ରେଞ୍ଜର…
ନିର୍ବାଚନରେ ଉପହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିକାଶ ପାଇଁ ଖର୍ଚ୍ଚ ହେଉ ଟଙ୍କା, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୧୧।୮ : ନିର୍ବାଚନ ସମୟରେ ମାଗଣା ଉପହାର ଦେବା ଏବଂ ମାଗଣା ବିଦ୍ୟୁତ, ଜଳ ବଣ୍ଟନ ଆଦି ରାଜନୈତିକ ଦଳର ପ୍ରତିଶ୍ରୁତିକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବିବେଚନା କରାଯାଇଛି। ଗୁରୁବାର ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ…
ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭଦ୍ରକର ଜଣେ ୮୦ ବର୍ଷୀୟ…
ଧନକର ନେଲେ ଶପଥ…
ନୂଆଦିଲ୍ଲୀ, ୧୧।୮ : ଦେଶରେ ୧୪ ଉପ ରାଷ୍ଟ୍ରପତି ଭାବେ ଜଗଦୀପ ଧନକର ଗୁରୁବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ…
କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୩୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…
ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ଆଲିଆ
ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍ ସମୟ ମଧ୍ୟରେ ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଜିର ସମୟରେ ତାଙ୍କର ଚାହିଦା କେବଳ ଫିଲ୍ମରେ ନୁହେଁ, ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ରହିଛି। ନିକଟରେ ଗଙ୍ଗୁବାଇ କାଠିଆଓ୍ବାଡି ଏବଂ ଆରଆରଆର ଭଳି…
‘ଆମ ଭବିଷ୍ୟତ ଆମେ ସ୍ଥିର କରିବୁ’
ତାଇପେ,୧୧ା୮: ଆମେରିକୀୟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତ ପରଠାରୁ ଚାଇନା ସହ ତାଙ୍କର ମତଭେଦ ବୃଦ୍ଧି ପାଇବାରେ ଲାଗିଛି। ଚାଇନା ଏବଂ ତାଇଓ୍ବାନ ନିଜ ନିଜ ସୀମାରେ (ଚାଇନା-ତାଇଓ୍ବାନ) ସାମରିକ ଅଭ୍ୟାସରେ ନିୟୋଜିତ ଅଛନ୍ତି। ଦୁଇ ଦେଶ ମଧ୍ୟରେ ଯୁଦ୍ଧର…
ଖଡ଼ିକାପଦା ପୋଲ ଉପରେ ୨ଫୁଟ ପାଣି
ବଡ଼ସାହି,୧୧ା୮: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଛେଳିଆ(କ) ପଞ୍ଚାୟତ ନିକଟସ୍ଥ ଖଡ଼ିକାପଦା ପୋଲ ଉପରେ ୨ ଫୁଟରୁ ଊର୍ଦ୍ଧ୍ୱ ଜଳ ପ୍ରବାହିତ ହେଉଛି। ଫଳରେ ଆଖପାଖ ଗଁାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ଅଞ୍ଚଳରେ ବନ୍ୟା ସ୍ଥିତି…
ଭଡ଼ାରେ ମିଳୁଛନ୍ତିି ପୋଲିସ, ୭୦୦ରେ କନଷ୍ଟେବଳ- ଅଢ଼େଇ ହଜାରରେ ଇନ୍ସପେକ୍ଟର-୩,୩୧୦୦ରେ ଷ୍ଟେଶନ…
ଥିରୁଭାନନ୍ତପୁରମ୍, ୧୧।୮ : ସମ୍ପ୍ରତି କେରଳରେ ଏକ ଆଇନକୁ ନେଇ ବିବାଦ ଉପୁଜିଛି। ବାସ୍ତବରେ କେରଳରେ ଏକ ପୁରୁଣା ନିୟମ ଅଛି ଯେ ଭଡ଼ାରେ ଯେକେହି ପୋଲିସ ନିଯୁକ୍ତି କରିପାରିବେ। ଏଥିପାଇଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେବଳ ଏକ ଦେୟ ଦେବାକୁ ପଡିବ।…
ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ହୃଦ୍ଘାତ ଆକ୍ରାନ୍ତ ହେବା ପରେ ତାଙ୍କ ଚେତା ଏପର୍ଯ୍ୟନ୍ତ ଫେରିନାହିଁ। ଏହା ଚିନ୍ତାଜନକ ବିଷୟ ବୋଲି ଏମ୍ସର…
ପୁଣି ଫେରିଲା କଟକଣା, ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା…
ନୂଆଦିଲ୍ଲୀ, ୧୧।୮ : ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହି ନିୟମର ଉଲ୍ଲଂଘନ କରୁଛନ୍ତି ତେବେ ତାଙ୍କଠାରୁ ୫୦୦ ଟଙ୍କା…
Archives


