୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ସହିତ ଆର୍ଜେଡ଼ି ନେତା…
ଏସିଆ କପ୍ ଯୋଗ୍ୟତା ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷଣା
ନୂଆଦିଲ୍ଲୀ,୧୦।୮: ଏସିଆ କପ ୨୦୨୨ କ୍ୱାଲିଫାୟର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏସିଆନ କ୍ରିକେଟ ପରିଷଦ ପକ୍ଷରୁ ବୁଧବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ୪ଟି ଟୁର୍ନାମେଣ୍ଟ ଅଗଷ୍ଟ ୨୦ରୁ ଓମାନରେ ଅନୁଷ୍ଠିତ ହେବ। ଏଥିରେ ୟୁଏଇ, ହଂକଂ, କୁଏତ ଏବଂ ସିଙ୍ଗାପୁରକୁ…
କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧା ଦେବା ଅତ୍ୟନ୍ତ ବିପଜ୍ଜନକ, ଜାତିସଂଘ ବୈଠକରେ ଚାଇନାକୁ କହିଲା ଭାରତ…
ଜେନେଭା, ୧୦।୮ : ଚାଇନାର ଅଧ୍ୟକ୍ଷତାରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକରେ ଭାରତ କହିଛି ଯେ ଏହା ଅତ୍ୟନ୍ତ ଦୁଃଖର ବିଷୟ ଯେ ବିଶ୍ୱର କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧାଦେବା ଅତ୍ୟନ୍ତ ବିପଜ୍ଜନକ। ଭାରତ…
ମହିଳାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ‘ଶକ୍ତିମାନ୍’
ବମ୍ବେ: ବିବାଦରେ ଲୋକପ୍ରିୟ ଧାରାବାହିକ ଶକ୍ତିମାନ୍ ଫେମ୍ ଅଭିନେତା ମୁକେଶ ଖନ୍ନା। ମହିଳାଙ୍କୁ ନେଇ ସେ ଏକ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ତାଙ୍କୁ ସୋସିଆଲ ମିଡିଆରେ ‘ସରି ଶକ୍ତିମାନ୍’ କହି ଟ୍ରୋଲ କରାଯାଉଛି। ସମ୍ପୂର୍ଣ୍ଣ ଘଟଣାଟି ଏପରି। ମୁକେଶ…
ବାପା ହେଲେ ଟେଲିପରଦାର ଏହି ହ୍ୟାଣ୍ଡସମ୍ ଅଭିନେତା
ବମ୍ବେ: ବାପା ହେଲେ ଟେଲି ପରଦାର ଲୋକପ୍ରିୟ ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ ଫେମ୍ ଧୀରଜ ଧୁପର। ତାଙ୍କ ପତ୍ନୀ ବିନ୍ନି ଅରୋରା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଇନ୍ଷ୍ଟାଗ୍ରାମ ଜରିଆରେ ପ୍ରଶଂସକଙ୍କ ସହ ଖୁସିଖବର ବାଣ୍ଟିଛନ୍ତି। ଏହାପରଠାରୁ ସାଥୀ…
ବରବରା ରାଓଙ୍କୁ ଜାମିନ…
ନୂଆଦିଲ୍ଲୀ, ୧୦।୮ : ମହାରାଷ୍ଟ୍ରରେ ୨୦୧୮ ଭୀମା କୋରେଗାଓଁ ହିଂସା ମାମଲାରେ ଅଭିଯୁକ୍ତ କବି ୮୪ ବର୍ଷ ବୟସ୍କ ପି. ବରବରା ରାଓଙ୍କୁ ସ୍ବାସ୍ଥ୍ୟ ଆଧାରରେ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।…
ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…
ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ ଅଣାଯିବାର ସମ୍ଭାବନା ରହିଛି। ତେବେ ଦଳର ନେତାମାନେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଏଥି…
ଅବସର ପ୍ଲାନ୍ ଘୋଷଣା କଲେ ସେରେନା
ନ୍ୟୁୟର୍କ,୧୦ା୮(ପି.ଟି): ୨୩ଟି ଗ୍ରାଣ୍ଡସ୍ଳାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଟେନିସ୍ ଛାଡିବା ନେଇ ପରୋକ୍ଷରେ ସୂଚନା ଦେଇଛନ୍ତି। ଅବସର ସମ୍ପର୍କରେ ସିଧାସଳଖ ସୂଚନା ଦେଇ ନଥିଲେ ହେଁ ଟେନିସ୍ରୁ ଦୂରେଇ ଆଉ ଏକ ସନ୍ତାନ ଜନ୍ମ କରିବା ସହିତ ନିଜର ବ୍ୟବସାୟ ଉପରେ…
ଛେତ୍ରୀ, ମନୀଷା ପ୍ଲେୟର ଅଫ୍ ଦି ଇୟର
ନୂଆଦିଲ୍ଲୀ,୧୦ା୮(ପି.ଟି.): ଭାରତ ପୁରୁଷ ଫୁଟ୍ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ମଙ୍ଗଳବାର ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଦ୍ୱାରା ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ସେ ୭ମ ଥର ପାଇଁ ଏହି ପୁରସ୍କାର ଜିତିଛନ୍ତି। ଅନ୍ୟପକ୍ଷରେ ମହିଳା ବର୍ଗରେ…
ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ
ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ କିସ୍ର ୩ ଖେଳାଳି ହୁପି ମାଝି, ତରୁଲତା ନାଏକ ଓ ଦୁମୁନି ମାର୍ଣ୍ଡି…
ପ୍ରତି ଘରେ ତ୍ରିରଙ୍ଗା ଗରିବଙ୍କ ଉପରେ ବୋଝ ନ ହେଉ, ବରୁଣ ଗାନ୍ଧୀଙ୍କ କଟାକ୍ଷ…
ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ ନୀତି ଉପରେ ଆଘାତ କରିଛନ୍ତି। ଏଥର ଭାରତ ଗାନ୍ଧୀ ମୋଦି ସରକାରଙ୍କ ପ୍ରତି…
ରେଣୁକାଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍
ଦୁବାଇ,୧୦ା୮(ପି.ଟି.): ଭାରତୀୟ ପେସ୍ ବୋଲର ରେଣୁକା ସିଂ ମଙ୍ଗଳବାର ପ୍ରକାଶିତ ଆଇସିସି ଟି୨୦ ମହିଳା ର଼୍ୟାଙ୍କିଙ୍ଗରେ କ୍ୟାରିୟର ଶ୍ରେଷ୍ଠ ୧୮ତମ ସ୍ଥାନ ଅଧିକାର କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ଅଗ୍ରଣୀ ଉଇକେଟ ହାସଲକାରୀ ବୋଲର ହୋଇଥିଲେ। ବର୍ମିଂହାମ୍ ଗେମ୍ସରେ ସେ ୧୧ଟି…
Archives


