Home

ସଙ୍ଗୀତ ହିଁ ଅଲରଜାଙ୍କ ଏକମାତ୍ର ବ୍ରତ

ଭଦ୍ରକ ଅଫିସ,୮।୯: ପାଠପଢ଼ା ସହ ସଙ୍ଗୀତ ସାଧନାକୁୁ କରିଛନ୍ତି ଜୀବନର ବ୍ରତ। ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ଭାବେ ସାରା ଦେଶରେ ପରିଚୟ ସୃଷ୍ଟି କରିବାକୁ ସେ ଲକ୍ଷ୍ୟ ରଖିଛନ୍ତି। ତୁଳସୀ ଦୁଇପତ୍ରରୁ ବାସିବା ପରି ପିଲାବେଳୁ କଣ୍ଠର ଯାଦୁ ତାଙ୍କୁ ପରିଚିତ…

ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା ଗ୍ରସ୍ତ, ଉଦ୍ଧାର କାର୍ଯ୍ୟ ଜାରି…

ଡେରାଡୁନ୍‌, ୮।୯ : ଉତ୍ତରାଖଣ୍ଡର ଚମ୍ପାୱତ ଜିଲାରେ ଏକ ଦୁର୍ଘଟଣା ଘଟିଛି। ୧୨ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସଟି ଖାଲରେ ପଡ଼ିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପ୍ରଶାସନିକ ଟିମ୍‌…

ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର

ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତାଙ୍କୁ ସେ ଭେଟିବାରେ ଲାଗିଛନ୍ତି। ଏଥିସହ ସେ ସବୁ ବିରୋଧୀଙ୍କୁ ୨୦୨୪…

୧୫୦ ଦିନିଆ ଭାରତ ଯୋଡ଼ ପଦଯାତ୍ରାରେ ୧୧୯ ଭାରତ ଯାତ୍ରୀ…

ନୂଆଦିଲ୍ଲୀ, ୮।୯ : କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ ବହୁ ବରିଷ୍ଠ ନେତା ଗୁରୁବାର ସକାଳେ କନ୍ୟାକୁମାରୀରୁ ଭାରତ ଯୋଡ ଯାତ୍ରା ଆରମ୍ଭ କରିଛନ୍ତି। ଦଳ ଏହି ଯାତ୍ରାକୁ ଏକ ଜନସମ୍ପର୍କ ଅଭିଯାନ ଭାବରେ ବର୍ଣ୍ଣନା କରୁଛି ଏବଂ ସଂଗଠନକୁ…

ଫୁଡ୍‌ ଆପ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଥିଲା ଡ୍ରଗ୍ସ, ୮ ଡ୍ରପ୍‌ ଆଉଟ୍‌ ଛାତ୍ର ଗିରଫ…

ନୂଆଦିଲ୍ଲୀ, ୮।୯ : ନିଶା ନିବାରଣ ଟାସ୍କ ଫୋର୍ସ ପକ୍ଷରୁ ରାଜଧାନୀ ଦିଲ୍ଲୀରେ ଚଢ଼ାଉ କରାଯାଇଛି। ଏଥିରେ ବହୁ ପରିମାଣର ଡ୍ରଗ୍ସ ଧରାପଡିଛି। ପୋଲିସ ପକ୍ଷରୁ ଭିନ୍ନ ଭିନ୍ନ ଅପରେଶନ କରାଯାଇ କରି ୮ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ…

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଖେଳାଳି

ଦୁବାଇ,୮।୯: ୟୁଏଇରେ ଖେଳାଯାଉଥିବା ଏସିଆ କପରେ ବୁଧବାର ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ରୋମାଞ୍ଜକର ମୁକାବିଲା ହୋଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ବାଜି ମାରିନେଇଥିଲା ପାକିସ୍ତାନ। ପାକିସ୍ତାନ ମାତ୍ର ଗୋଟିଏ ଉଇକେଟରେ ଜିତିବାରେ ସଫଳ ହୋଇଥିଲା। ପ୍ରାୟ ଜିତିଥିବା ଖେଳକୁ ହାରିବା…

ଜଟଣୀରେ ହେବ ୨୦୦ ଶଯ୍ୟାର କ୍ୟାନ୍‌ସର ହସ୍ପିଟାଲ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଜଟଣୀସ୍ଥିତ ନାଇଜର ପରିସରରେ ଏକ କ୍ୟାନ୍‌ସର ହସ୍ପିଟାଲ ସ୍ଥାପନ କରାଯିବ। ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲ ପାଇଁ ରାଜ୍ୟ ସରକାର ଓ ଟାଟା କ୍ୟାନ୍‌ସର ମେମୋରିଆଲ ସେଣ୍ଟର ମଧ୍ୟରେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା…

ଶାହାଙ୍କ ସୁରକ୍ଷାରେ ଅବହେଳା, ଏମ୍‌ପିଙ୍କ ପିଏ କହି ସୁରକ୍ଷା ଘେରରେ ପ୍ରବେଶ…

ନୂଆଦିଲ୍ଲୀ, ୮।୯ : ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତ ସମୟରେ ସୁରକ୍ଷାରେ ଅବହେଳା ମାମଲା ସାମ୍ନାକୁ ଆସିଛି। ମୁମ୍ବାଇରେ ଜଣେ ବ୍ୟକ୍ତି ଘଣ୍ଟା ଘଣ୍ଟା ଧରି ତାଙ୍କ ଚାରିପାଖରେ ବୁଲୁଥିଲେ। ସୋମବାର ଶାହାଙ୍କ ଗସ୍ତ ସମୟରେ ସେ ନିଜକୁ ଆନ୍ଧ୍ରପ୍ରଦେଶର…

୫୧ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। ମହାରାଷ୍ଟ୍ର,କେରଳରେ ସତର୍କ ସୂଚନା…

ଜାତିସଂଘରେ ଆତଙ୍କବାଦ ପୀଡିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି…

ଜେନେଭା, ୮।୯ : ପ୍ରଥମ ଜାତିସଂଘ ଗ୍ଲୋବାଲ କଂଗ୍ରେସ ସେପ୍ଟେମ୍ବର ୮ ଏବଂ ୯ ରେ ଅନୁଷ୍ଠିତ ହେବ। ଏହି ଅବସରରେ ୨୬/୧୧ ମୁମ୍ବାଇ ଆକ୍ରମଣ ସମେତ ସାରା ବିଶ୍ୱରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପୀଡ଼ିତଙ୍କ ପାଇଁ ୨ ଦିନିଆ ଶ୍ରଦ୍ଧାଞ୍ଜଳି…

ଆମେରିକାର ଫାଇଟର ଜେଟ୍‌ ଏଫ୍‌-୩୫ରେ ଚାଇନା ପାର୍ଟସ୍‌ …

ଓ୍ବାଶିଂଟନ, ୮।୯ : ଆମେରିକାର ଆଧୁନିକ ଯୁଦ୍ଧ ବିମାନର ନିର୍ମାତା ଲକହିଡ ମାର୍ଟିନଙ୍କ ସମସ୍ୟା ବୃଦ୍ଧି ପାଇଛି। ବାସ୍ତବରେ, ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ-ପେଣ୍ଟାଗନ କମ୍ପାନୀକୁ ନୂତନ ଏଫ୍‌-୩୫ ଫାଇଟର ଜେଟ ଡେଲିଭରି କରିବାକୁ ବାରଣ କରିଛି। କୁହାଯାଇଛି ଯେ ଏହାର ଇଞ୍ଜିନରେ…

ତିବ୍ବତରେ ୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ଡିଏନ୍‌ଏ ନମୁନା ସଂଗ୍ରହ କରୁଛି ଚାଇନା…

ଲେହ,୮।୯ : ତିବ୍ଦତ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଡିଏନ୍‌ଏ ସଂଗ୍ରହ ପାଇଁ ଚାଇନା ଉଦ୍ୟମ ଜାରି ରଖିଛି। ଏହି ଅନ୍ତର୍ଗତ ଚାଇନା ପକ୍ଷରୁ ପାଞ୍ଚ ବର୍ଷରୁ କମ ପିଲାମାନଙ୍କର ରକ୍ତ ନମୁନା ନିଆଯାଉଛି। ମାନବାଧିକାର ଗୋଷ୍ଠୀଙ୍କ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?